ପୁଣି ମାଲକାନଗିରିରେ ପ୍ଲାଷ୍ଟିକ ଅଣ୍ଡା : ଲୋକେ ଆତଙ୍କିତ

ମାଲକାନଗିରି.୧୪।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦରମହକୁମାରେ ଶୁକ୍ରବାର ପ୍ଲାଷ୍ଟିକ ଅଣ୍ଡା ଦେଖିବାକୁ ମିଳିଥିଲା। ତେବେ ପୁଣି ଶନିବାର ସହରର ବସ୍‌ଷ୍ଟାଣ୍ଡ ସମ୍ମୁଖରେ ରହୁଥିବା ଗଙ୍ଗାଧର ପଟ୍ଟନାୟକଙ୍କ ଘରେ ପ୍ଲାଷ୍ଟିକ ଅଣ୍ଡା ଆତଙ୍କ ଦେଖାଦେଇଛି। ଗଙ୍ଗାଧର ବଜାରରୁ ୪ଟି ଅଣ୍ଡା କିଣି ଥିଲେ। ତେବେ ସେହି ଅଣ୍ଡା ଫଟାଇବାରୁ ତାହା ଫାଟି ନ ଥିଲା । ପରେ ଅନ୍ୟ ୨ ଟି ଅଣ୍ଡା ଫଟାଇବାକୁ ଚେଷ୍ଟା କରିବାରୁ ମଧ୍ୟ ତାହା ପ୍ଲାଷ୍ଟିକ ଭଳି ଆସ୍ତରଣ ଥିବା ଦେଖାଯାଇଥିଲା। ପରେ ସେ ନିଆଁରେ ପୋଡ଼ିବାରୁ ତାହା ପୋଡ଼ି ଯାଇଥିବା ସହ ପ୍ଲାଷ୍ଟିକ ଗନ୍ଧ ହେଉଥିବା ସେ କହିଛନ୍ତି ।
ସୂଚନାଯୋଗ୍ୟ, ଶୁକ୍ରବାର ସହରର ହାଇଟେକ୍‌ କଲୋନୀର ଦିଗାମ୍ବର ବେହେରା ବଜାରରୁ ଅଣ୍ଡା କିଣି ରୋଷେଇ କରିବା ବେଳେ ସେଥିରେ ପ୍ଲାଷ୍ଟିକ ଆବରଣ ଦେଖିବାକୁ ମିଳିଥିଲ। ତେବେ ଗତକାଲି ବିଭିନ୍ନ ଗଣମାଧ୍ୟମରେ ଏ ନେଇ ପ୍ରସାର ପରେ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଧନୁର୍ଜୟ ମହନ୍ତଙ୍କ ନେତୃତ୍ୱରେ ଜିଲା ଜନସ୍ବାସ୍ଥ୍ୟ ନିରୀକ୍ଷଣ ଅଧିକାରୀ ଚନ୍ଦ୍ର ଶେଖର ସ୍ବାଇଁଙ୍କ ସମେତ ଏକ ଦଳ ଜିଲା ସଦର ମହକୁମାର ବିଭିନ୍ନ ଅଣ୍ଡା ଦୋକାନ ଓ ବିତରକଙ୍କ ଗୋଦାମ ଉପରେ ଚଢ଼ାଉ କରଛନ୍ତି। ଏଥିରେ ୪ ବିତରକ ଓ ଜଣେ ରିଟେଲରଙ୍କଠାରୁ କିଛି ଅଣ୍ଡା ସଂଗ୍ରହ କରି ସେଗୁଡ଼ିକୁ ପରୀକ୍ଷା ଲାଗି ଭୁବନେଶ୍ୱର ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri