ଲେହ୍‌ରେ ଏସ୍‌ବିଆଇ ଖୋଲିଲା ନୂଆ ବ୍ରାଞ୍ଚ

ଲେହ୍‌,୧୫-୯: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) କ୍ରମାଗତ ନିଜର ସୁବିଧା ବଢ଼ାଇବା ସହିତ ସୁଦୂର କ୍ଷେତ୍ରରେ ଉପସ୍ଥିତି ଜାହିର କରିବାରେ ଲାଗିଛି। ଏହି କ୍ରମରେ ଲଦାଖର ଲେହ୍‌ରେ ଏକ ବ୍ରାଞ୍ଚ ଖୋଲିଛି। ଏସ୍‌ବିଆଇ ଅଧ୍ୟକ୍ଷ ରଜନୀଶ କୁମାର ଲେହ୍‌ ଜିଲ୍ଲାର ନୁବ୍ରା ଉପତ୍ୟକାର ଦିସ୍କିତ୍‌ ଗାଁରେ ୧୪ତମ ବ୍ରାଞ୍ଚକୁ ଉଦ୍‌ଘାଟନ କରିଛନ୍ତି। ଏହି ଗାଁ ସମୁଦ୍ର ପତ୍ତନଠାରୁ ପ୍ରାୟ ୧୦,୩୧୦ଫୁଟ ଉଚ୍ଚରେ ଅବସ୍ଥିତ। ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଚ୍ଛେଦ ପରେ ଏସ୍‌ବିଆଇ ପକ୍ଷରୁ ପ୍ରଥମ ବ୍ରାଞ୍ଚ ସ୍ଥାପନ କରାଯାଇଛି। ଏହି ଗଁାରେ ପ୍ରାୟ ୧୭୬୦ ଜଣ ବସବାସ କରୁଛନ୍ତି। ନୂଆ ବ୍ରାଞ୍ଚ ଖୋଲିବା ପରେ ଏହି ଗ୍ରାମବାସୀମାନେ ବ୍ୟାଙ୍କିଙ୍ଗ୍‌ ଓ ଆର୍ଥିକ ସେବା ସହଜରେ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ

ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

ମୁମ୍ବାଇ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏହାର ମୁଦ୍ରା ନୀତି ସମୀକ୍ଷା ବୈଠକ ପରେ ରେପୋ ରେଟ୍କୁ ୨୫ ବେସିସ୍ ପଏଣ୍ଟ ହ୍ରାସ କରି ୫.୨୫...

ବଦଳିବ ବ୍ୟାଙ୍କିଂ ସମୟ! ଓ଼୍ବାର୍କିଂ ଡେ ରହିବ ଏତିକି, ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୪ା୧୨: ଆଜିକାଲି କାର୍ଯ୍ୟ-ଜୀବନ ସନ୍ତୁଳନ ଏକ ପ୍ରମୁଖ ସମସ୍ୟା। ବ୍ୟାଙ୍କ କର୍ମଚାରୀମାନେ ମଧ୍ୟ ଏହାର ବ୍ୟତିକ୍ରମ ନୁହଁନ୍ତି। ୟୁନିଅନଗୁଡ଼ିକ ବହୁ ଦିନ ଧରି ବ୍ୟାଙ୍କଗୁଡ଼ିକ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri