୧୬ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡା, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୧୬ ତାରିଖରୁ ବର୍ଷା ପରିମାଣ ବୃଦ୍ଧି ପାଇବ। ସମୁଦ୍ର ଆଡୁ ସ୍ଥଳ ଭାଗକୁ ବାୟୁ ପ୍ରବାହ ହେବାକୁ ଥିବାରୁ ଆସନ୍ତା ୧୯ ଏବଂ ୨୦ ତାରିଖରେ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଜୁନ ପହିଲାରୁ ସେପ୍ଟେମ୍ବର ୧୪ ତାରିଖ ମଧ୍ୟରେ ରାଜ୍ୟରେ ବର୍ଷା ସ୍ବାଭାବିକଠାରୁ ୪ ପ୍ରତିଶତ ଅଧିକ ରହିଛି। ଏହି ସମୟରେ ୧୦୫୫.୩ ମି.ମି. ବର୍ଷା ହେବାକୁ ଥିବା ବେଳେ ହୋଇଛି ୧୦୯୩.୯ ମିଲିମିଟର। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ କେତେକ ଅଞ୍ଚଳରେ କାଁଭାଁ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ସୁନ୍ଦରଗଡରେ ୪ ମିଲିମିଟର ବର୍ଷା ହୋଇଥିବା ବେଳେ ଝାରସୁଗୁଡାରେ ୨.୯ ଏବଂ ସମ୍ବଲପୁରରେ ୦.୪ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri