ହାତଗୋଡ ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର

ରଣପୁର,୨୨ା୫ (ସ୍ବ.ପ୍ର.)- ରଣପୁର ଥାନା ସୁନାଖଳା ଫାଣ୍ଡି ଅଧୀନ ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ. ଜାତୀୟ ରାଜପଥର ଧୂମାନାଳ ପୋଲ ତଳୁ ମଙ୍ଗଳବାର ଶିକୁଳିରେ ହାତଗୋଡ ବନ୍ଧା ହୋଇଥିବା ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ଏ ନେଇ ଥାନାରେ ୧୧୧/୧୯ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଜାରି ରଖିଥିଲେ ହେଁ ଖବର ଲେଖାହେବା ପର୍ଯ୍ୟନ୍ତ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନାହିଁ। ମୃତଦେହ ବ୍ୟବଚ୍ଛେଦ ପାଇଁ ରଣପୁର ଡାକ୍ତରଖାନାରେ ରଖାଯାଇଛି। ପ୍ରକାଶ ଯେ ମଙ୍ଗଳବାର ସକାଳେ ସ୍ଥାନୀୟ ଲୋକମାନେ ରାସ୍ତାପାର୍ଶ୍ୱ ପୋଲତଳେ ହାତ ଗୋଡ ବନ୍ଧା ହୋଇ ଉଲଗ୍ନ ଅବସ୍ଥାରେ ମୃତଦେହ ପଡିଥିବା ଦେଖିଥିଲେ। ଶରୀରର ବିଭିନ୍ନ ଅଂଶ କ୍ଷତ ବିକ୍ଷତ ହୋଇଥିଲା ବେଳେ ତଳି ପେଟର କିଛି ଅଂଶକୁ କୁକୁରମାନେ ଖାଉଥିବା ଦେଖି ସେମାନେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ପରିଚୟ ଖୋଜିଥିଲେ ମଧ୍ୟ ପାଇପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଘର ଗ୍ରିଲ୍‌ ଭାଙ୍ଗି ଲୁଟିନେଲେ ସାଢ଼େ ୩ ଲକ୍ଷ ଟଙ୍କା ସହ ସୁନାଗହଣା, ଡକାୟତଙ୍କ ଆକ୍ରମଣରେ ଦମ୍ପତି ଆହତ

ନୟାଗଡ,୨।୧୨(ଲୋକନାଥ ମିଶ୍ର): ଜଦୁପୁରରେ ଡକାୟତି । ନୟାଗଡ ସଦର ଥାନା ଯଦୁପୁର ଗାଁ ର କାଳିଆ ପାତ୍ରଙ୍କ ଘରେ ଲୁଟ୍‌ ହୋଇଛି। ଆଠଜଣ ଡକାୟତ ସୋମବାର...

ନୟାଗଡ଼ରେ ବନ୍ଧୁକ ତିଆରି କାରଖାନା ଠାବ

ନୟାଗଡ଼,୩୦ା୧୧: ନୟାଗଡ଼ରେ ଦେଶୀ ବନ୍ଧୁକ ତିଆରି କାରଖାନା ଠାବ ହୋଇଥିବାବେଳେ ୨ ଜଣଙ୍କୁ ଗିରଫ କରାଯାଇଛି। ଜିଲାର ଶରଣକୁଳ ଥାନା ଗୋଡ଼ିପଡ଼ାରେ ଏହି ବନ୍ଧୁକ ତିଆରି...

ବନବିଭାଗ ଘଉଡାଇବା ବେଳେ ଅଘଟଣ: କୂଅରେ ପଡ଼ି ଚାଲିଗଲା ହାତୀଛୁଆର ଜୀବନ                   

ନୟାଗଡ଼/ରଣପୁର,୨୩।୧୧(ଲୋକନାଥ ମିଶ୍ର/ ସୁକାନ୍ତ କିଶୋର ଡାକୁଆ):ଖୋର୍ଦ୍ଧା ବନଖଣ୍ଡ ନୟାଗ ଜିଲା ରଣପୁର ବନାଞ୍ଚଳ ପାତେଳେଶ୍ୱର ଗ୍ରାମ ନିକଟସ୍ଥ କାଜୁ ଜଙ୍ଗଲରେ ଥିବା ପରିତ୍ୟକ୍ତ କୂଅରେ ପଡି...

ଜେଲ ଗଲେ ବିଜେଡି ନେତା: କରୁଥିଲେ ଏହି କାମ

ନୟାଗଡ଼/ ରଣପୁର, ୧୫।୧୧ (ଲୋକନାଥ ମିଶ୍ର/ ସୁକାନ୍ତ କିଶୋର ଡାକୁଆ):ବେକାର ଯୁବକମାନଙ୍କୁ ବିଭିନ୍ନ ସରକାରୀ ସଂସ୍ଥାରେ ଚାକିରି କରାଇଦେବା କହି ଲକ୍ଷାଧିକ ଟଙ୍କା ଠକି ନେଇଥିବା...

ଗାଁରେ ଡକାୟତ ଆତଙ୍କ: ଜଣଙ୍କୁ ଧରି ଉତ୍ତମମଧ୍ୟମ ଦେଲେ ଗ୍ରାମବାସୀ

ନୟାଗଡ଼,୧୨।୧୧(ଲୋକନାଥ ମିଶ୍ର): ନୟାଗଡ ଟାଉନ ଥାନା ଶୁଳିଆ ଗାଁରେ ବିଳମ୍ବିତ ରାତିରେ ଘଟିଛି ବୋମାମାଡ଼। ଶୁଳିଆ ଗାଁରେ ରାସ୍ତା କାମ ଚାଲୁଥିବାରୁ ଦୁଇଜଣ ଯୁବକ ସିମେଣ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri