ଡାକ୍ତରଙ୍କ ମୃତ୍ୟୁ ପରେ ଘରୁ ମିଳିଲା ୨ହଜାରରୁ ଅଧିକ ଭ୍ରୁଣ

ଓ୍ବାଶିଂଟନ,୧୫।୯: ଓ୍ବିଲ କାଉଣ୍ଟି ଶୋରିଫ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ଏକ ସୂଚନା ଅନୁଯାୟୀ, ଜଣେ ଡାକ୍ତରଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ପ୍ରାୟ ୨ହଜାର ୨ଶହ ସଂରକ୍ଷିତ ଭ୍ରୁଣ ଉଦ୍ଧାର କରାଯାଇଛି। ଡାକ୍ତର ଜଣକ ଗର୍ଭପାତ କରାଉଥିବା ବେଳେ ତାଙ୍କ ମୃତ୍ୟୁ ପରେ ଏଗୁଡିକ ମିଳିଥିବା କୁହାଯାଉଛି। ସେପ୍ଟେମ୍ବର ୩ରେ ଡାକ୍ତର ଉଲରିଚ କ୍ଲୋଫରଙ୍କ ମୃତ୍ୟୁ ପରେ ତାଙ୍କ ବ୍ୟକ୍ତିଗତ ସମ୍ପତି ଯାଞ୍ଚ କରିବା ସମୟରେ ଏହି ଭ୍ରୁଣ ମିଳିଥିବା ଜଣାପଡିଛି। ଏହି ଯାଞ୍ଚ ପ୍ରକ୍ରିୟାରେ ଡାକ୍ତରଙ୍କ ପରିବାର ସମ୍ପୂର୍ଣ୍ଣ ସାହାଯ୍ୟ କରିଥିବା କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ, କଲେଜ, ଅଫିସ ବନ୍ଦ, ମୂଷଳ ଧାରାରେ ବର୍ଷାକୁ ଦେଖି ଲୋକଙ୍କୁ ଘରେ ରହିବାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଆବୁ ଧାବି,୩।୫: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ବର୍ଷା ପୁଣି ଏକ ବିପର୍ଯ୍ୟୟ ପାଲଟିଛି। ଗୁରୁବାର ପ୍ରବଳ ବର୍ଷା ଓ ଝଡ଼ ତୋଫାନ ଯୋଗୁଁ...

ପୁଣି ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଭାରତ

ନ୍ୟୁୟର୍କ,୩।୫: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ମୁହଁତୋଡ ଜବାବ କରିଛି। ଭାରତ ପାକିସ୍ତାନକୁ ତୀବ୍ର ସମାଲୋଚନା କରି କହିଛି, ପାକିସ୍ତାନର ଟ୍ରାକ ରେକର୍ଡ...

ୟୁସିଏଲ୍‌ଏ କ୍ୟାମ୍ପସ୍‌ରେ ପୋଲିସ ବର୍ବରତା

ଲସ୍‌ ଏଞ୍ଜେଲସ୍‌,୩ା୫:କାଲିଫର୍ନିଆର ଲସ୍‌ ଏଞ୍ଜେଲସ୍‌ସ୍ଥିତ ବିଶ୍ୱବିଦ୍ୟାଳୟ (ୟୁସିଏଲ୍‌ଏ)ପରିସରରେ ପାଲେଷ୍ଟିନୀୟ ସପକ୍ଷବାଦୀ ଆନ୍ଦୋଳନ ଜାରି ରହିଥିବାବେଳେ ବିଳମ୍ବିତ ରାତିରେ ହେଲମେଟ ପିନ୍ଧିଥିବା ପୋଲିସ କ୍ୟାମ୍ପସ୍‌ରେ ପ୍ରବେଶ କରି...

ଭାରତକୁ ବିପଦରେ ପକାଇବା ପାଇଁ ଷଡଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୩ା୫:ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ଅଞ୍ଚଳରେ ସେନା ଅନୁପ୍ରବେଶ କରାଇ ଚାଇନା ଉତ୍ତେଜନାପୂର୍ଣ୍ଣ ସ୍ଥିତି ଜାରି ରଖିଥିବାବେଳେ ସିଆଚେନ୍‌ ନିକଟବର୍ତ୍ତୀ ଶକ୍ସଗାମ୍‌...

କିଏ ହେବେ ଆମେରିକାର ରାଷ୍ଟ୍ରପତି, ଭବିଷ୍ୟକାର କହିଲେ ଏମିତି…

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଲାନ ଲିକ୍ଟମ୍ୟାନ ପୁଣି ଥରେ ପୂର୍ବାନୁମାନ କରିଛନ୍ତି। ଆଲାନଙ୍କୁ ଆମେରିକାର ନୋଷ୍ଟ୍ରାଡାମସ ମଧ୍ୟ କୁହାଯାଏ। ଯିଏ ଗତ ଅନେକ...

ଭାରତ ବିରୋଧରେ ବିଷ ଓଗାଳିଲେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ,୨।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଚାଇନା, ରୁଷିଆ ଏବଂ ଭାରତ ବିରୁଦ୍ଧରେ ବିବାଦୀୟ ବୟାନ ଦେଇଛନ୍ତି, ଯେଉଁ କାରଣରୁ ସେ ବର୍ତ୍ତମାନ ଟାର୍ଗେଟର ଶିକାର...

ରାହୁଲଙ୍କୁ ପ୍ରଶଂସାରେ ପୋତିଲେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ, ଶେୟାର କଲେ ଏଭଳି ଭିଡିଓ

ନୂଆଦିଲ୍ଲୀ,୨।୫: ଦେଶରେ ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ରାଜନୈତିକ ଉଷ୍ମତା ମଧ୍ୟରେ ପାକିସ୍ତାନର ଜଣେ ପୂର୍ବତନ ମନ୍ତ୍ରୀ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ପ୍ରଶଂସା...

ଇସ୍ରାଏଲ୍‌କୁ ଝଟ୍‌କା ଦେଲା ଭାରତ: ପାଲେଷ୍ଟାଇନ୍‌କୁ ଖୋଲାଖୋଲି ସମର୍ଥନ

ନ୍ୟୁୟର୍କ,୨।୫: ଇସ୍ରାଏଲ ଏବଂ ପାଲେଷ୍ଟାଇନକୁ ନେଇ ନିଜର ଅଭିବ୍ୟକ୍ତି ପ୍ରକାଶ କରିଛି ଭାରତ। ଇସ୍ରାଏଲ ପାଇଁ ଏକ ଝଟକା ବୋଲି ଦେଖାଯାଉଛି। ମିଳିତ ଜାତିସଂଘରେ ଇସ୍ରାଏଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri