ପାକିସ୍ତାନ ବାୟୁସୀମା ବନ୍ଦ୍‌ର ପ୍ରଭାବ ଏୟାର ଇଣ୍ଡିଆର ଅପରେଟିଂ କ୍ଷତି ୪୬୦୦ କୋଟି

ନୂଆଦିଲ୍ଲୀ,୧୬।୯: ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆର ଚଳିତ ଆର୍ଥିକ ବର୍ଷ ୨୦୧୮-୧୯ରେ ଅପରେଟିଙ୍ଗ୍‌ କ୍ଷତି ୪୬୦୦ କୋଟି ଟଙ୍କା ପହଞ୍ଚତ୍ଛି। ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି, ବୈଦେଶିକ ମୁଦ୍ରା ବିନିମୟରେ ଅସ୍ଥିରତା, ସର୍ବୋପରି ପାକିସ୍ତାନ ବାୟୁ ସୀମା ପ୍ରବେଶ ଉପରେ କଟକଣା ଲାଗୁ ହେବା ଯୋଗୁ ଏୟାର ଇଣ୍ଡିଆର ଅପରେଟିଙ୍ଗ୍‌ କ୍ଷତି ବଢ଼ିଛି। ତେବେ ଋଣରେ ବୁଡ଼ି ରହିଥିବା କମ୍ପାନୀ ୨୦୧୯-୨୦ରେ ଲାଭ କରିବ ବୋଲି ଜଣେ ବରିଷ୍ଠ ଅଧିକାରୀ ଆଶାବ୍ୟକ୍ତ କରିଛନ୍ତି। ସେ କହିଛନ୍ତି ଯେ, କଠିନ ବ୍ୟବସାୟୀକୁ ପରିସ୍ଥିତି କାରଣରୁ ଉକ୍ତ ଏୟାରଲାଇନ କମ୍ପାନୀର ନେଟ୍‌ କ୍ଷତି ୮୪୦୦ କୋଟି ଟଙ୍କା ହୋଇଥିବା ବେଳେ ମୋଟ ରାଜସ୍ବ ଆୟ ୨୬,୪୦୦ କୋଟି ଟଙ୍କା ହୋଇଛି। ଅନ୍ୟ ଜଣେ ଅଧିକାରୀ କହିଛନ୍ତି ଯେ, ୨୦୧୯-୨୦ରେ କମ୍ପାନୀ ୭୦୦ରୁ ୮୦୦ କୋଟି ଟଙ୍କାର ଅପରେଶନାଲ ଲାଭ ହାସଲ କରିବ ବୋଲି ଅନୁମାନ କରାଯାଉଛି। ସେ କହିଛନ୍ତି ଯେ, ବର୍ତ୍ତମାନ ଆର୍ଥିକ ବର୍ଷରେ ଅଶୋଧିତ ତେଲ ଦର ବୃଦ୍ଧି ପାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପିଆଜ ରପ୍ତାନି ଉପରୁ ହଟିଲା କଟକଣା

ଭୁବନେଶ୍ୱର,୫।୫(ଅନୁରାଧା ମହାରଣା): ଘରୋଇ ବଜାରରେ ପିଆଜ ଦରବୃଦ୍ଧିରେ ଲଗାମ ଲଗାଇବା ପାଇଁ କେନ୍ଦ୍ର ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ପୂର୍ବରୁ ପିଆଜ ରପ୍ତାନି ଉପରେ ସରକାର...

ଉତ୍କଳ ହସ୍ପିଟାଲରେ ପ୍ରଥମ କ୍ୟାଡେଭେରିକ୍‌ ଲିଭର ଟ୍ରାନ୍ସପ୍ଲାଣ୍ଟ

ଭୁବନେଶ୍ୱର,୫।୫ (ଅଭୟ ଦାଶ):ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ନୀଳାଦ୍ରି ବିହାରସ୍ଥିତ ଉତ୍କଳ ହସ୍ପିଟାଲରେ ରାଜ୍ୟର ପ୍ରଥମ କ୍ୟାଡେଭେରିକ୍‌ ଲିଭର ଟ୍ରାନ୍ସପ୍ଲାଣ୍ଟ ସର୍ଜରି ସଫଳତାର...

ହଳଦୀ ଏବଂ ଲଙ୍କାଗୁଣ୍ଡରେ ମିଶୁଛି ପୋଷାକ ରଙ୍ଗ

ନୂଆଦିଲ୍ଲୀ,୫।୫: ବଜାରରେ ଏବେ ପ୍ରାୟ ସବୁ କିଛି ଭେଜାଲ। ମସଲା ହେଉ କିମ୍ବା ଅନ୍ୟ କୌଣସି ଖାଦ୍ୟପଦାର୍ଥ ସବୁ ଥିରେ ମାତ୍ରାଧିକ କେମିକାଲ। ଏସବୁ ଖାଇବା...

ମାଲାବାରର ଅକ୍ଷୟ ତୃତୀୟା କଲେକ୍ସନ

ଭୁବନେଶ୍ୱର,୪।୫: ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା କଲେକ୍ସନ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶହୀଦ ନଗରସ୍ଥିତ ମାଲାବାରର ଏକ୍ସକ୍ଲୁସିଭ...

ଲାକ୍‌ମୀ ଏକାଡେମୀର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୪।୫: ଲାକ୍‌ମୀ ଏକାଡେମୀର ୨ୟ ବାର୍ଷିକ ଉତ୍ସବ ଶୁକ୍ରବାର ଶହୀଦ ନଗରସ୍ଥିତ ଏକାଡେମୀ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ଓଲିଉଡ୍‌ ଅଭିନେତ୍ରୀ ଶୀତଲ ପାତ୍ର...

ଖିମ୍‌ଜୀ ଜୁଏଲର୍ସର ଗ୍ରେଟ୍‌ ଅକ୍ଷୟ ତୃତୀୟା ସେଲ୍‌

ଭୁବନେଶ୍ୱର,୪।୫ (ଅଭୟ ଦାଶ): ରାଜ୍ୟର ସର୍ବପୁରାତନ ତଥା ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ‘ଖିମ୍‌ଜୀ ଜୁଏଲର୍ସ’ର ବହୁ ପ୍ରତୀକ୍ଷିତ ଗ୍ରେଟ୍‌ ଅକ୍ଷୟ ତୃତୀୟା ସେଲ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି।...

ରଣଜିତ ମାଝିଙ୍କୁ ୧୧ତମ ଶାମ୍ଭବୀ ପୁରସ୍କାର

ଭୁବନେଶ୍ୱର,୪।୫: ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେଶନ (ବିଆଇପିଏଫ୍‌) ପକ୍ଷରୁ ଶୁକ୍ରବାର ଆୟୋଜିତ ୧୧ତମ ଶାମ୍ଭବୀ ପୁରସ୍କାର ବିତରଣ ଉତ୍ସବ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି...

ୟୁକୋ ବ୍ୟାଙ୍କର ବାର୍ଷିକ ଆର୍ଥିକ ଫଳାଫଳ

ଭୁବନେଶ୍ୱର,୪।୫: ୟୁକୋ ବ୍ୟାଙ୍କର ବାର୍ଷିକ ଆର୍ଥିକ ଫଳାଫଳ ନିକଟରେ ପ୍ରକାଶ ପାଇଛି। ବ୍ୟାଙ୍କର ଗ୍ରସ୍‌ ଅଗ୍ରିମ ୧୫.୬୨% ବୃଦ୍ଧି ପାଇ ୧,୮୬,୮୭୭ କୋଟି ଟଙ୍କାରେ ପହଞ୍ଚତ୍ଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri