କ୍ୱାର୍ଟର୍ସ ନ ଛାଡ଼ିଲେ ପାଣି, ବିଜୁଳି ବନ୍ଦ: ବାଚସ୍ପତି

ଭୁବନେଶ୍ୱର, ୧୬।୯(ବ୍ୟୁରୋ): ନିର୍ବାଚନ ସରିବାର ଦୀର୍ଘ ମାସ ପରେ ବି ପୂର୍ବତନ ବିଧାୟକମାନେ ସରକାରୀ କ୍ୱାର୍ଟର୍ସ ଛାଡ଼ି ନାହାନ୍ତି। ତେଣୁ ତୁରନ୍ତ କ୍ୱାର୍ଟରସ ଛାଡ଼ିବାକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ପାତ୍ର ପୂର୍ବତନ ବିଧାୟକମାନଙ୍କୁ ନୋଟିସଜାରି କରିଛନ୍ତି। ତେବେ ନୋଟିସ ପରେ ଯେଉଁ ପୂର୍ବତନ ବିଧାୟକମାନେ କ୍ୱାର୍ଟର୍ସ ନ ଛାଡ଼ିବେ ଉକ୍ତ କ୍ୱାର୍ଟର୍ସକୁ ପାଣି ଓ ବିଜୁଳି ବନ୍ଦ କରିଦିଆଯିବ ବୋଲି ବାଚସ୍ପତି ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀରେ ଭାରତର ବିଜୟ ଉତ୍ସବ ମଧ୍ୟରେ ଲୁଟ୍; ଦର୍ଶକଙ୍କ ମୋବାଇଲ୍, ପର୍ସ ଚୋରି

କଟକ,୧୦।୧୨: ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ଟି-୨୦ ମୁକାବିଲାରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଧୁଆଁଦାର ବ୍ୟାଟିଂ ଓ ବୋଲିଂ ବଳରେ ଭାରତ...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଲେ ମୋକିମ, କହିଲେ ୩ ବର୍ଷ ଅପେକ୍ଷା କରି ରାହୁଲଙ୍କୁ…

ଭୁବନେଶ୍ୱର,୧୦।୧୨: କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ। ମୋକିମ କହିଛନ୍ତି, କଂଗ୍ରେସକୁ ମଜଭୂତ ପାଇଁ କେନ୍ଦ୍ରୀୟ ନେତୃତ୍ୱ କାର୍ଯ୍ୟ କରୁ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଝାରସୁଗୁଡା, ୧୦।୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜି ପାନପାଲି ଗ୍ରାମ ପଞ୍ଚାୟତ ପିତାମାଲ ଗ୍ରାମର ହୀରା ବୁଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri