Posted inଜାତୀୟ

ରିସାଟ୍‌-୨-ବି ଉପଗ୍ରହର ସଫଳ ଉତ୍‌କ୍ଷେପଣ: ସୀମାରେ ରହିବ କଡ଼ା ନଜର

ଶ୍ରୀହରିକୋଟା,୨୨।୫: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ଶ୍ରୀହରିକୋଟାଠାରୁ ବୁଧବାର ରିସାଟ୍‌-୨-ବି ଉପଗ୍ରହର ସଫଳ ଉତ୍‌କ୍ଷେପଣ କରାଯାଇଛି। ଏହା ପିଏସ୍‌ଏଲ୍‌ଭି-ସି-୪୬ରୁ ଉତ୍‌କ୍ଷେପଣ କରାଯାଇଛି। ଏହି ରାଡାର ଇମେଜିଂ ଆର୍ଥ ସାଟେଲାଇଟ୍‌ ଭୋର୍‌ ୫ଟା ୨୭ରେ ମହାକାଶକୁ ଉତ୍‌କ୍ଷେପଣ କରାଯାଇଛି। ୬ଶହ ୧୫ କିଲୋଗ୍ରାମ୍‌ ବିଶିଷ୍ଟ ରକେଟ ଉତ୍‌କ୍ଷେପଣର ୧୫ ମିନିଟ୍‌ ପରେ ରିସାଟ୍‌-୨-ବି ଉପଗ୍ରହକୁ କକ୍ଷପଥରେ ଅବସ୍ଥାପିତ କରାଇଥିବା କୁହାଯାଉଛି। ପୃଥିବୀ ପୃଷ୍ଠରୁ ୫ ଶହ୫୫ କିଲୋମିଟର ଉଚ୍ଚରେ ଏହା ଅବସ୍ଥାପିତ ହୋଇଛି। ୩ଶହ କିଲୋଗ୍ରାମ୍‌ ରିସାଟ୍‌-୨-ବି ସହିତ ସିନ୍ଥେଟିକ୍‌ ରାଡାର ଇମେଜିଂ ମଧ୍ୟ ସଂଯୁକ୍ତ ରହିଛି। ଏହା ମହାକାଶରେ ଭାରତ ପାଇଁ ସୁରକ୍ଷା ଆଖି ଭଳି କାମ କରିବ। ଏହାଦ୍ୱାରା ସୀମାରେ କଡ଼ା ନଜର ରଖାଯାଇପାରିବ। ଆତଙ୍କବାଦୀ କାର୍ଯ୍ୟକଳାପ ସମ୍ପର୍କରେ ଏହା ଆବଶ୍ୟକ ତଥ୍ୟ ପ୍ରଦାନ କରିବାକୁ ସକ୍ଷମ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଷ୍ଟେଶନକୁ ଚାଲି ଚାଲି ଗଲେ ମୃତକ, ଯାହାଙ୍କ ୬୧ ଦିନ ପୂର୍ବରୁ ହୋଇଥିଲା ଶେଷକୃତ୍ୟ, ସମ୍ପୂର୍ଣ୍ଣ ଖବର ଜାଣିଲେ…

ରାୟପୁର,୨୩।୧୨: ଛତିଶଗଡ଼ର ଜଶପୁର ଜିଲାରେ ପଞ୍ଜିକୃତ ଏକ ହତ୍ୟା ମାମଲା ପୋଲିସ ଷ୍ଟେଶନରେ ପହଞ୍ଚିବା ପରେ ସମ୍ପୂର୍ଣ୍ଣ ମୋଡ଼ ନେଇଥିଲା। ମୃତ ବୋଲି ଧରି ଦାହ...

ହସ୍ପିଟାଲରେ ରୋଗୀଙ୍କୁ ଲାତ ମୁଥ ମାରିଲେ ଡାକ୍ତର, ଭିଡିଓ ଭାଇରାଲ ପରେ ମୁଖ୍ୟମନ୍ତ୍ରୀ…..

ନୂଆଦିଲ୍ଲୀ,୨୩।୧୨: ହିମାଚଳ ପ୍ରଦେଶର ସବୁଠାରୁ ବଡ଼ ଡାକ୍ତରଖାନାରେ ଜଣେ ରୋଗୀ ଏବଂ ଜଣେ ଡାକ୍ତରଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ...

ଭେଜାଲ ପାଇଁ ମୃତ୍ୟୁଦଣ୍ଡ

ବିଶ୍ୱରେ ସମ୍ଭବତଃ ଭାରତ ଏକମାତ୍ର ଦେଶ ଯେଉଁଠାରେ ଜୀବନରକ୍ଷାକାରୀ ଔଷଧ ଓ ଖାଦ୍ୟରେ ଅପମିଶ୍ରଣ ବା ଭେଜାଲ ବଢ଼ିଚାଲିଛି। ଏଭଳି ଖବର ଅନ୍ୟ ଦେଶରୁ ଆସୁଥିବା...

ରାଜ୍ୟ ସଭାରେ ବଦଳିବ ନମ୍ବର ଗେମ, ୨୦୨୬ରେ ୭୫ ଆସନରେ ହେବ ନିର୍ବାଚନ

ନୂଆଦିଲ୍ଲୀ,୨୩।୧୨: ୨୦୨୬ ମସିହାରେ ସାରା ଦେଶରେ ବଡ଼ ଧରଣର ନିର୍ବାଚନ ହେବାର କାର୍ଯ୍ୟକ୍ରମ ରହିଛି। କେରଳ, ତାମିଲନାଡୁ, ଆସାମ ଏବଂ ପଶ୍ଚିମବଙ୍ଗ ଭଳି ପ୍ରମୁଖ ରାଜ୍ୟରେ...

ନିଜ ସରକାରଙ୍କୁ ଚେତାବନୀ ଦେଲେ ଭାଜପା ବିଧାୟକ

ଜୟପୁର,୨୩।୧୨: ରାଜସ୍ଥାନ ଯୋଧପୁରର ସୁରସାଗର ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଦେବେନ୍ଦ୍ର ଯୋଶୀଙ୍କ ଏକ ବୟାନ ଏବେ ଶିରୋନାମାରେ ପରିଣତ ହେଉଛି। ତାଙ୍କ ବୟାନ ପରେ ବିରୋଧୀ...

ଦକ୍ଷିଣ ଏସିଆ ପିଲାଙ୍କ ବିକାଶରେ ବାଧକ ଜଳବାୟୁ ପରିବର୍ତ୍ତନ

ନୂଆଦିଲ୍ଲୀ,୨୩ା୧୨: ଜଳବାୟୁ ପରିବର୍ତ୍ତନ ଯୋଗୁ ଉତ୍ତାପ ଏବଂ ଆର୍ଦ୍ରତା ବଢ଼ୁଥିବାବେଳେ ଏହା ଦକ୍ଷିଣ ଏସୀୟ ପିଲାମାନଙ୍କ ଉପଯୁକ୍ତ ବିକାଶକୁ ପ୍ରଭାବିତ କରୁଛି। ୨୦୫୦ ସୁଦ୍ଧା ଉପଯୁକ୍ତ...

ଆମେରିକାରେ ପ୍ରବାସୀଙ୍କୁ ବଡ଼ ଅଫର!

ଓ୍ବାଶିଂଟନ,୨୩।୧୨: ଆମେରିକାର ଗୃହ ସୁରକ୍ଷା ବିଭାଗ (DHS) ଅବୈଧ ପ୍ରବାସୀମାନଙ୍କ ପାଇଁ ଆତ୍ମ-ନିର୍ବାସ ପାଇଁ ଆର୍ଥିକ ପ୍ରୋତ୍ସାହନ ୧୦୦୦ ଡଲାରରୁ ୩୦୦୦ ଡଲାରକୁ ବୃଦ୍ଧି କରିଛି।...

ମଧ୍ୟପ୍ରଦେଶରୁ ଏୟାରଲିଫ୍ଟ ହେଲା ବାଘୁଣୀ

ସେଓନି,୨୩ା୧୨: ମଧ୍ୟପ୍ରଦେଶର ସେଓନିସ୍ଥିତ ପେଞ୍ଚ ରିଜର୍ଭର ଏକ ବାଘୁଣୀ ୨୪ ଦିନ ପରେ ବନ ବିଭାଗ ଅଧିକାରୀଙ୍କ ହାତରେ ଧରାଦେଇଛି। ରବିବାର ଏହାକୁ ବାୟୁସେନାର ଏମ୍‌ଆଇ-୧୭ ହେଲିକପ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri