ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌:ଦ୍ୱିତୀୟ ଦିନରେ ମର୍ନିଂ କ୍ଲବ ବିଜୟୀ

ଭବାନୀପାଟଣା,୧୭।୯(ଡି.ଏନ.ଏ.)
ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ର ୨ୟ ଦିବସ ସୋମବାର ମ୍ୟାଚ୍‌ରେ ମର୍ନିଂ କ୍ଲବ ବିଜୟୀ ହୋଇଛି। ମର୍ନିଂ କ୍ଲବ ବନାମ ଇଣ୍ଡିଆନ କ୍ଲବ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ମର୍ନିଂ କ୍ଲବ ୨-୧ ଗୋଲରେ ବିଜୟୀ ହୋଥିଲା। ମର୍ନିଂ କ୍ଲବ ତରଫରୁ ବସନ୍ତ ଶବର ୨ଟି ଗୋଲ ଦେଇଥିବା ବେଳେ ଇଣ୍ଡିଆନ୍‌ କ୍ଲବ ତରଫରୁ ମହେନ୍ଦ୍ର ଲହଜଲ ଗୋଟିଏ ଗୋଲ ଦେଇଥିଲେ। ଫଳରେ ମର୍ନିଂ କ୍ଲବ ବିଜୟୀ ହୋଇଥିଲା। ଦ୍ୱିତୀୟ ଦିବସର ମ୍ୟାଚ୍‌ରେ ପୂର୍ବତନ ସନ୍ତୋଷ ଟ୍ରଫି ଫୁଟବଲ୍‌ ଖେଳାଳି ନଳିନୀ ରଞ୍ଜନ ମୁଣ୍ଡ ଅତିଥି ଭାବେ ଯୋଗଦେଇଥିଲେ। ଦ୍ୱିତୀୟ ଦିବସରେ ଜିତେନ୍ଦ୍ର ରଥ, ସନ୍ତୋଷ ପ୍ରଧାନ, ରଞ୍ଜନ କୁମାର ଦାସ ଓ ଦେବେନ୍ଦ୍ର କୁମାର ରାଉତ୍‌ ପ୍ରମୁଖ ଖେଳ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri