Video: ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପରିବାରକୁ ଭେଟିଲେ ପ୍ରଧାନମନ୍ତ୍ରୀ; କୁନି ଝିଅ କଣ୍ଠରୁ ଶୁଣିଲେ ଭଜନ

Video: ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପରିବାରକୁ ଭେଟିଲେ ପ୍ରଧାନମନ୍ତ୍ରୀ; କୁନି ଝିଅ କଣ୍ଠରୁ ଶୁଣିଲେ ଭଜନ ନୂଆଦିଲ୍ଲୀ,୬।୧୧: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ନିଜ ପରିବାର ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ସମୟରେ ସୂର୍ଯ୍ୟକୁମାରଙ୍କ ପତ୍ନୀ ଦେବିଷା ଏବଂ ଝିଅ ରିଦ୍ଧିମା ମଧ୍ୟ ଉପସ୍ଥିତ…

ଆଜି ଧନତେରସରେ ଶୁକ୍ରଙ୍କ ରାଶି ପରିବର୍ତ୍ତନ: ୧୬ ଦିନ ଯାଏ ୫ ରାଶିଙ୍କ ଧନଲାଭ ଯୋଗ, ଘରକୁ ଆସିବେ ଲକ୍ଷ୍ମୀ

ଆଜି ୬ ନଭେମ୍ୱରରୁ ଆସନ୍ତା ୨୨ ନଭେମ୍ୱର ପର୍ଯ୍ୟନ୍ତ ଶୁକ୍ରଗ୍ରହ କନ୍ୟା ରାଶିରେ ବିରାଜମାନ କରିବେ। କନ୍ୟା ରାଶିରେ ଶୁକ୍ରଙ୍କର ଏହି ଉପସ୍ଥିତି ଅନେକ ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଅତ୍ୟନ୍ତ ଭାଗ୍ୟଶାଳୀ ସାବ୍ୟସ୍ତ ହେବ।…

ଦ୍ୱିତୀୟ ODI ପୂର୍ବରୁ ଟିମ ଇଣ୍ଡିଆରେ ବଡ଼ ହଲଚଲ: ସିରିଜ୍‌ରୁ ବାଦ୍‌ ପଡ଼ିଲେ ଷ୍ଟାର୍‌ ଖେଳାଳି, ଶୁଣିଲେ ଖୁସି ହୋଇଯିବ ନ୍ୟୁଜିଲାଣ୍ଡ

ନୂଆଦିଲ୍ଲୀ,୬।୧୧: ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଟିମ ଇଣ୍ଡିଆ ୧-୦ରେ ଆଗୁଆ ରହିଛି। ଦ୍ୱିତୀୟ ଦିନିକିଆ ମ୍ୟାଚ ଆସନ୍ତା ଶନିବାର, ନଭେମ୍ବର ୭ ତାରିଖରେ ୱେଲିଂଟନରେ ଖେଳାଯିବ। ଏହା ପୂର୍ବରୁ ଭାରତୀୟ ଦଳରେ…

ସ୍ବାମୀ ଅସୁସ୍ଥ ହେବାରୁ ଜ୍ୱାଇଁଙ୍କ ସହ ପଳାଇ ଗଲେ ଶାଶୁ, ସାଙ୍ଗରେ ନେଇଗଲେ ସମସ୍ତ ପୈତୃକ ଅଳଙ୍କାର

ଉନ୍ନାଓ,୬।୧୧: ଉନ୍ନାଓରେ ଏକ ଜଟିଳ ପାରିବାରିକ ଘଟଣା ସାମ୍ନାକୁ ଆସିଛି। ଅଭିଯୋଗ ଅନୁଯାୟୀ, ଜଣେ ମହିଳା ନିଜର ଅସୁସ୍ଥ ସ୍ବାମୀଙ୍କୁ ଘରେ ଛାଡ଼ି ନିଜ ଜ୍ୱାଇଁଙ୍କ ସହ ପଳାଇ ଯାଇଛନ୍ତି। ଏତିକି ନୁହେଁ, ଯିବା…

ଦୀପାବଳିରେ କର୍ମଚାରୀଙ୍କୁ ଦାମୀ ଉପହାର; ମିଠା ବଦଳରେ ଦେଲେ iPhone Duo, ତାପରେ….

ଦୁବାଇ,୬।୧୧: ଦୀପାବଳି ଅବସରରେ ଅନେକ କମ୍ପାନୀ ନିଜ କର୍ମଚାରୀଙ୍କୁ ମିଠା ପ୍ୟାକେଟ୍‌ କିମ୍ବା ଛୋଟ ଉପହାର ଦେଇଥାନ୍ତି । ହେଲେ ୟୁଏଇର ଏକ କମ୍ପାନୀରେ ଏଥର ଯାହା ଘଟିଛି, ତାହା ସମସ୍ତଙ୍କ ହୃଦୟ ଜିତିଛି…

ବନ୍ୟା ପରବର୍ତ୍ତୀ ଦୁର୍ଦ୍ଦଶା ନେଲା ବୃଦ୍ଧଙ୍କ ଜୀବନ, କାଦୁଅରେ ଗୋଡ଼ ଖସି…

ପୁରୁଷୋତ୍ତମପୁର,୬ା୧୧(ସବିତା ମିଶ୍ର): ବନ୍ୟାର ବିଭୀଷିକା ଥମିବା ପରେ ବି ଲୋକଙ୍କ ପିଛା ଛାଡ଼ୁନି ଦୁର୍ଦ୍ଦଶା। ବନ୍ୟାଜଳ ଛାଡ଼ିଯାଇଥିବା କାଦୁଅ ଏବେ ଜୀବନ ପାଇଁ ବିପଦ ସାଜିଛି। ଏଭଳି ଏକ ଦୁଃଖଦ ଘଟଣାରେ ଗଞ୍ଜାମ ଜିଲା…

କେନ୍ଦ୍ର ସରକାରଙ୍କୁ କଡ଼ା ଟାର୍ଗେଟ କଲେ ସୁପ୍ରିମକୋର୍ଟ! CJI ପଚାରିଲେ…

ନୂଆଦିଲ୍ଲୀ,୬।୧୧: ଦିଲ୍ଲୀ-ଏନସିଆର (Delhi-NCR) ରେ ବାୟୁ ପ୍ରଦୂଷଣ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଏକ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କୋର୍ଟ କହିଛନ୍ତି ଯେ, ଏହି ଅଞ୍ଚଳରେ ବୃଦ୍ଧି ପାଉଥିବା ବାୟୁ ପ୍ରଦୂଷଣ ପାଇଁ ଗାଡ଼ିମୋଟରରୁ ନିର୍ଗତ ଧୂଆଁ ଏକ ମୁଖ୍ୟ କାରଣ ଅଟେ।…

ରୁଷିଆ-ୟୁକ୍ରେନ ଯୁଦ୍ଧ ନେଇ ଟ୍ରମ୍ପଙ୍କ ବଡ଼ ଦାବି, କହିଲେ ସମସ୍ତେ ଖୁସି….

ୱାଶିଂଟନ୍‌,୬।୧୧: ରୁଷିଆ ଓ ୟୁକ୍ରେନ୍‌ ମଧ୍ୟରେ ଦୀର୍ଘଦିନ ଧରି ଜାରି ରହିଥିବା ଯୁଦ୍ଧର ଅନ୍ତ ଘଟାଇବା ପାଇଁ ଖୁବ୍‌ଶୀଘ୍ର ଏକ ଚୁକ୍ତି ହୋଇପାରେ ବୋଲି ଆଶା ପ୍ରକାଶ କରିଛନ୍ତି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ପ୍ରସ୍ତାବିତ ଶାନ୍ତି ଚୁକ୍ତିକୁ ସେ…

ଫୁଟବଲ ଜଗତରୁ ଅବସର ନେଲେ କ୍ରିଷ୍ଟିଆନୋ ରୋନାଲ୍ଡୋ: ସ୍ବର୍ଣ୍ଣିମ ଅଧ୍ୟାୟର ଅନ୍ତ

ନୂଆଦିଲ୍ଲୀ,୫।୧୧: ଫୁଟବଲ ଜଗତରେ ଏକ ସ୍ବର୍ଣ୍ଣିମ ଅଧ୍ୟାୟର ଅନ୍ତ ଘଟିଛି। ପର୍ତ୍ତୁଗାଲର ମହାନ ଫୁଟବଲର୍‌ କ୍ରିଷ୍ଟିଆନୋ ରୋନାଲ୍ଡୋ ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଗୁରୁବାର ସୋସିଆଲ ମିଡିଆରେ ଭିଡିଓ ଶେୟାର କରି ସେ ନିଜର ଏହି ନିଷ୍ପତ୍ତି ଜଣାଇଛନ୍ତି। ନଭେମ୍ବର…

ଆଇଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ କଲେ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗର ଦାୟିତ୍ୱ

ଭୁବନେଶ୍ୱର,୫ା୧୧: ରାଜ୍ୟରେ ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ଗତିଶୀଳ ଏବଂ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଗୁରୁବାର ଏକ ବଡ଼ଧରଣର ଆଇଏଏସ୍ ସ୍ତରୀୟ ଅଦଳବଦଳ କରିଛନ୍ତି। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ ଅଧିକାରୀମାନଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିବା ବେଳେ ବରିଷ୍ଠ ଆଇଏଏସ୍…

ଟ୍ରମ୍ପଙ୍କୁ ନିର୍ବାଚନୀ ଝଟ୍‌କା: ହାରୁ ହାରୁ ଇରାନୀ ତୈଳ ନେଟୱର୍କ ଉପରେ ନେଲେ ଆକ୍ସନ, ଭାରତୀୟ କମ୍ପାନୀକୁ କଲେ ବ୍ୟାନ୍‌

ଓ଼୍ବାଶିଂଟନ,୫।୧୧: ଆମେରିକା ଇରାନ ବିରୋଧରେ ପୁଣି ଥରେ ନିଜର କାର୍ଯ୍ୟାନୁଷ୍ଠାନ ଆରମ୍ଭ କରି ଦେଇଛି। ଏଥର ସେମାନଙ୍କର ତୈଳ ନେଟୱର୍କ ବିରୁଦ୍ଧରେ କରାଯାଇଥିବା କାର୍ଯ୍ୟାନୁଷ୍ଠାନରେ ଭାରତରେ ଅବସ୍ଥିତ ଜଣେ ଦମ୍ପତି ଏବଂ ସେମାନଙ୍କ ସହିତ ଜଡ଼ିତ କମ୍ପାନୀଗୁଡ଼ିକ ଉପରେ ପ୍ରତିବନ୍ଧକ ଲଗାଯିବାର…

ଡେମୋକ୍ରାଟ୍‌ଙ୍କ ବିଜୟ, ଟ୍ରମ୍ପ୍‌ ପ୍ରତ୍ୟାଖ୍ୟାତ

ୱାଶିଂଟନ, ୫ା୧୧ (ରଏଟର୍ସ/ଏପି): ଆମେରିକାରେ ମଧ୍ୟବର୍ତ୍ତିକାଳୀନ ନିର୍ୱାଚନର ଫଳାଫଳ ବୁଧବାର ପ୍ରାୟତଃ ଆସିଯାଇଥିବାବେଳେ ଦେଶର ରାଜନୈତିକ ସମୀକରଣ ସମ୍ପୂର୍ଣ୍ଣ ବଦଳିଯାଇଛି। ଆମେରିକୀୟ ଭୋଟର ମଙ୍ଗଳବାର ଅନୁଷ୍ଠିତ ଏହି ନିର୍ୱାଚନରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌୍‌ଙ୍କ ନୀତି ବିରୋଧରେ ପ୍ରଚଣ୍ଡ ଜନାଦେଶ ଦେଇଛନ୍ତି। ବିରୋଧୀ…

ଟ୍ରମ୍ପଙ୍କ ପରାଜୟରେ ଭାରତରେ ବଡ଼ ପ୍ରଭାବ: ପେଟ୍ରୋଲ ଠାରୁ ଆରମ୍ଭ କରି ସୁନା ପର୍ଯ୍ୟନ୍ତ ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ?

ନୂଆଦିଲ୍ଲୀ,୪।୧୧: ସୁପରପାୱାର ଆମେରିକାର ରାଜନୀତିରେ ଏକ ବଡ଼ଧରଣର ଭୂକମ୍ପ ସୃଷ୍ଟି ହୋଇଛି। ଆମେରିକୀୟ (ମଧ୍ୟବର୍ତ୍ତୀକାଳୀନ) ନିର୍ୱାଚନର ଯେଉଁ ଫଳାଫଳ ସାମ୍ନାକୁ ଆସିଛି, ତାହା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଅସୁବିଧାକୁ ବେଶ ବଢ଼ାଇ ଦେଇଛି। ଏହି ଫଳାଫଳ ପରେ ଆମେରିକୀୟ ସଂସଦ (କଂଗ୍ରେସ)ର…

ଅଗ୍ନିବୀରଙ୍କ ପାଇଁ ଖୁସିଖବର: ୪ ବର୍ଷ ପରେ ମଧ୍ୟ ସେନାରେ ରହିବେ ଯବାନ

ନୂଆଦିଲ୍‌ଲୀ,୪।୧୧: ଭାରତୀୟ ସେନା, ନୌସେନା ଏବଂ ବାୟୁସେନାରେ ନିଯୁକ୍ତି ପାଇଁ 2022 ମସିହାରେ ଆରମ୍ଭ କରାଯାଇଥିବା ‘ଅଗ୍ନିପଥ ଯୋଜନା’ରେ ବଡ଼ଧରଣର ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। ଚାରି ବର୍ଷର କାର୍ଯ୍ୟକାଳ ପୂରଣ କରିବାକୁ ଯାଉଥିବା ପ୍ରଥମ ବ୍ୟାଚ୍ର ଅଗ୍ନିବୀରମାନଙ୍କ ସେବା ଅବଧିକୁ…

କୋଟିଆ ଓ ମହାନଦୀ

କୋଟିଆକୁ ନେଇ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ଲାଗି ରହିଥିବା ବିବାଦ ବହୁ ପୁରୁଣା। ଏହାର ୨୮ ଗାଁ ମଧ୍ୟରୁ ୨୧ଟି ଗ୍ରାମକୁ ନେଇ ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ମୁହଁାମୁହିଁ ହେଉଛନ୍ତି। ଓଡ଼ିଶା ସମ୍ପୃକ୍ତ ଅଞ୍ଚଳକୁ କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକର…

୯ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର, ୪ା୧୧ (ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ନଭେମ୍ବର ୯ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୪ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଅକ୍ଟୋବର, ୨୦୨୬ )

View

Video News

ନିଜ ଝିଅ ବିଦା କଲା ଭଳି ଦୁଃଖ ଲାଗୁଛି

ନିଆଳି ଛେନା ବ୍ୟବସାୟୀଙ୍କ ନାମରେ ଏତଲା

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri