ମାହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ବ୍ଲକସ୍ତରୀୟ ପ୍ରତିଯୋଗିତା

ଖଡିଆଳ,୧୭।୯(ଡି.ଏନ.ଏ.)
ନୂଆପଡା ଜିଲା ଖଡିଆଳ ରାଜା ଆର୍ତ୍ତତ୍ରାଣ ଉଚ୍ଚ ବିଦ୍ୟାଳୟରେ ମାହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଖଡିଆଳ ବ୍ଲକସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପ୍ରଧାନଶିକ୍ଷକ ନକୁଲ ଶବରଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ପତି ଯୋଗଦାନ କରିଥିଲେ । ଶିକ୍ଷାବିତ ଗୌରାଙ୍ଗ କୁମାର ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଶିକ୍ଷକ ଅଶୋକ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ବିଭିନ୍ନ ବିଭାଗ ବିଚାରକ ଭାବେ ଶିକ୍ଷାବିତ ସତୀଶ କୁମାର ପଟ୍ଟନାୟକ, ସବିତା ପଟ୍ଟନାୟକ, ପ୍ରଭାତୀ ମିଶ୍ର, ଆଦିତ୍ୟ ନାରାୟଣ ପଣ୍ଡା, ଯଶୋବନ୍ତ ନାରାୟଣ ପଣ୍ଡା, ପପୁ ସତନାମୀ, ଯୁଧିଷ୍ଠିର ମେହେର, ଗୋପାଳ କୃଷ୍ଣ ମେହେର ଦାୟୀତ୍ୱ ନିର୍ବାହ କରିଥିଲେ। ଚିତ୍ରାଙ୍କନ ପ୍ରତିଯୋଗିତାରେ ଛାତ୍ରୀ ଭୁପେନ୍ଦ୍ର ସୁନାନୀ ପ୍ରଥମ, କୃଷ୍ଣ ପ୍ରଧାନୀ ଦ୍ୱିତୀୟ, ପ୍ରଶାନ୍ତ କୁମାର ମେହେର ତୃତୀୟ। ଦେଶାତ୍ମକବୋଧକ ସଙ୍ଗୀତରେ ଝରଣା ଦୀପ ପ୍ରଥମ, ହର୍ଷିତା ନାଏକ ଦ୍ୱିତୀୟ, ରଶ୍ମିତା କୁମାର ତୃତୀୟ । ପ୍ରବନ୍ଧ ପ୍ରତିଯୋଗୀତାରେ ଉଦନ୍ତୀ ମେହେର ପ୍ରଥମ, ଉର୍ବଷୀ କୌବର୍ତ୍ତ ଦ୍ୱିତୀୟ ଓ ଅବନ୍ତିକା ପ୍ରଧାନ ତୃତୀୟ ସ୍ଥାନ ଅଧିକାର କରିଥିଲେ । ସେହିପରି ବକୃତାରେ ବବିତା ମେହେର, ଅରୁଷି ପଣ୍ଡା, ଝାନସୀ ନାଗ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ । ଏହି ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରୀଛାତ୍ରମାନେ ଜିଲାସ୍ତରରେ ହେବାକୁ ଥିବା ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ । ଏହି କାର୍ଯ୍ୟକ୍ରମରେ ଶିକ୍ଷକ କୋମଳ ମେହେର, ଗଙ୍ଗାଧର ମହାଉତି, ଶିବ ପ୍ରସାଦ ସାହୁ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

ଜିଲା ପାଇଁ ଗୌରବ ଆଣିଲେ ନେହେରୁ: ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ…

ନୂଆପଡା,୩୦।୧୨(ମକାରୁ ବେମାଲ): ନୂଆପଡା ସଦର ବ୍ଲକ ଭାଲେଶ୍ବର ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଲୟର ଦଶମ ଶ୍ରେଣୀ ଛାତ୍ର ରାଜ୍ୟସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ମେଳାରେ ଦ୍ବିତୀୟ ସ୍ଥାନ...

୧୩ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର

ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...

ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି: ହଇରାଣ ହେଉଛନ୍ତି ହିତାଧିକାରୀ

ନୂଆପଡ଼ା,୩୦।୧୨(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶ୍ରମକାର୍ଡ ଧାରୀଙ୍କ ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି। ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ଅବହେଳା ଯୋଗୁ ଯୋଜନାଗୁଡିକ ଗରିବ...

ସୁନାବେଡ଼ା ଅଞ୍ଚଳରେ ବାଘ ଆତଙ୍କ: ଲୋକେ ଆତଙ୍କିତ

ନୂଆପଡ଼ା,୨୯ା୧୨(ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଦେଇ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ସୁନାବେଡ଼ା-ଦାତୁନାମା ରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri