ODI ଇତିହାସରେ ୨୪ ବର୍ଷ ମଧ୍ୟରେ ଯାହା କେବେ ଘଟି ନଥିଲା, ତାହା ବର୍ତ୍ତମାନ ଘଟିଛି
ନୂଆଦିଲ୍ଲୀ,୭।୧୧: ୱେଲିଂଟନରେ ଖେଳାଯାଉଥିବା ଦ୍ୱିତୀୟ ଦିନିକିଆ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡ ଦଳ ମାତ୍ର ୧୩୪ ରନରେ ଅଲଆଉଟ ହୋଇଯାଇଛି। ଏହି ସିରିଜରେ ଏହା କ୍ରମାଗତ ଦ୍ୱିତୀୟ ଥର ପାଇଁ ଘଟିଛି ଯେଉଁଠାରେ ନ୍ୟୁଜିଲ୍ୟାଣ୍ଡ ଦଳ ୨୦୦…
Ayodhya Deepotsav 2026: ଦୀପୋତ୍ସବ ପାଳନକୁ ନେଇ ଅଯୋଧ୍ୟା ଉତ୍ସବମୁଖର; ୩୦ ଲକ୍ଷ ଦୀପ ପ୍ରଜ୍ଜ୍ୱଳନ ସହ ହେବ ଇତିହାସ
ଅଯୋଧ୍ୟା,୭।୧୧: ଆଜି ଅଯୋଧ୍ୟାରେ ଦଶମ ‘ଦୀପୋତ୍ସବ’ ପାଳନ କରାଯାଉଛି। ସାକେତ କଲେଜ ଠାରେ ରାଜ୍ୟର ପର୍ଯ୍ୟଟନ ମନ୍ତ୍ରୀ ଜୟବୀର ସିଂହ ଦୀପୋତ୍ସବ ପାଇଁ ଉଦ୍ଦିଷ୍ଟ ଶୋଭାଯାତ୍ରା ବା ଟାବ୍ଲୋ (tableau) ଗୁଡ଼ିକର ଶୁଭାରମ୍ଭ କରିଛନ୍ତି।…
ନ୍ୟୁଜିଲାଣ୍ଡ ମାଟିରେ ଇତିହାସ ରଚିଲେ ଗୁରନୁର: କଲେ ଏମିତି କାରନାମା
ୱେଲିଂଟନ,୭।୧୧: ଦ୍ୱିତୀୟ ଦିନିକିଆ ମ୍ୟାଚ୍ରେ ଭାରତୀୟ ବୋଲରଙ୍କ ଘାତକ ବୋଲିଂ ଆଗରେ ଧରାଶାୟୀ ହୋଇଛି ନ୍ୟୁଜିଲାଣ୍ଡ। ଶନିବାର ଖେଳାଯାଉଥିବା ଏହି ମ୍ୟାଚ୍ରେ ଭାରତ ଘରୋଇ ଦଳକୁ ମାତ୍ର ୧୩୪ ରନ୍ରେ ଅଲଆଉଟ କରିଦେଇଛି। ନ୍ୟୁଜିଲାଣ୍ଡ…
୨ ଦିନ ଧରି ନିଖୋଜ ଥିଲେ ଯବାନ, ଆଜି ଗଛରେ ଝୁଲୁଥିଲା ମୃତଦେହ, ଘଟଣାସ୍ଥଳରୁ…
ଲଖନପୁର,୭ା୧୧(ଗୌତମ ସାହୁ): ଦୁଇଦିନ ଧରି ନିଖୋଜ ଥିବା ଜଣେ ଓଏସ୍ପି ଯବାନଙ୍କ ଝୁଲନ୍ତା ମୃତଦେହକୁ ସୁନ୍ଦରଗଡ଼ ଜିଲା ହେମଗିରି ପୋଲିସ ଶନିବାର ଉଦ୍ଧାର କରିଛି। ମୃତ ଯବାନ ହେଲେ ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ…
ଚର୍ଚ୍ଚାରେ ଭାରତୀୟ ମହିଳା: ବିଶ୍ୱର ଶ୍ରେଷ୍ଠ ୩ ସୁନ୍ଦରୀଙ୍କ ଦେଶ ମଧ୍ୟରେ ସ୍ଥାନ ପାଇଲା ଭାରତ
ଦୁନିଆରେ ସବୁଠାରୁ ସୁନ୍ଦର ମହିଳାମାନେ କେଉଁ ଦେଶରେ ରୁହନ୍ତି? ଏହି ପ୍ରଶ୍ନ ଉପରେ ଏକ ନୂତନ ରାଙ୍କିଙ୍ଗ ସାମାନ୍ୟକୁ ଆସିଛି। ଟ୍ରାଭେଲ ପ୍ଲାଟଫର୍ମ ‘Mytour’ ୨୦ଟି ଦେଶର ଏକ ତାଲିକା ଜାରି କରିଛି। ଏଥିରେ…
ପ୍ରଧାନଶିକ୍ଷୟିତ୍ରୀଙ୍କ ଅନୁପସ୍ଥିତି ନେଇ ଅସନ୍ତୋଷ: ସ୍କୁଲ ଫାଟକରେ ତାଲା ପକାଇଲେ ଅଭିଭାବକ
ବଞ୍ଚୋ,୭ା୧୧(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ପୌରପାଳିକାର ୧ ନମ୍ବର ଓ୍ବାର୍ଡ ଅଧୀନରେ ଥିବା ବିରିବଲ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟବସ୍ଥାକୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ପ୍ରଧାନଶିକ୍ଷୟିତ୍ରୀ ଦୀର୍ଘ…
ଏଥର ଦୀପାବଳି ପାଳିବେନି ମୁଖ୍ୟମନ୍ତ୍ରୀ, ନେବେନି ଉପହାର: ଜାଣନ୍ତୁ କାହିଁକି ନେଲେ ଏମିତି ନିଷ୍ପତ୍ତି
ଭୁବନେଶ୍ୱର,୭।୧୧:ଭୁବନେଶ୍ୱର,୭।୧୧: ଚଳିତ ବର୍ଷ ଦୀପାବଳି ପାଳନ କରିବେ ନାହିଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ବିପର୍ଯ୍ୟୟରେ ଦକ୍ଷିଣ ଓଡ଼ିଶାର ଅନେକ ଅଞ୍ଚଳ ପ୍ରଭାବିତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଏଭଳି ନିଷ୍ପତ୍ତି ନେଇଛନ୍ତି। ଏଥର ମୁଖ୍ୟମନ୍ତ୍ରୀ ନିବାସରେ ଦୀପାବଳି…
ସନ୍ନ୍ୟାସ ଘୋଷଣା କଲେ ମହମ୍ମଦ ଶାମି: ଭାରତୀୟ ଦଳକୁ ଫେରିବା ସ୍ବପ୍ନରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ଭାବପ୍ରବଣ ହୋଇ କହିଲେ…
ନୂଆଦିଲ୍ଲୀ,୭।୧୧: ଭାରତୀୟ କ୍ରିକେଟ ଦଳର ଅନ୍ୟତମ ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମି ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଶୁକ୍ରବାର (ନଭେମ୍ବର ୬) ଶାମି ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରି ସମସ୍ତଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇବା ସହ…
କେନ୍ଦ୍ର ସରକାରଙ୍କୁ କଡ଼ା ଟାର୍ଗେଟ କଲେ ସୁପ୍ରିମକୋର୍ଟ! CJI ପଚାରିଲେ…
ନୂଆଦିଲ୍ଲୀ,୬।୧୧: ଦିଲ୍ଲୀ-ଏନସିଆର (Delhi-NCR) ରେ ବାୟୁ ପ୍ରଦୂଷଣ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଏକ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କୋର୍ଟ କହିଛନ୍ତି ଯେ, ଏହି ଅଞ୍ଚଳରେ ବୃଦ୍ଧି ପାଉଥିବା ବାୟୁ ପ୍ରଦୂଷଣ ପାଇଁ ଗାଡ଼ିମୋଟରରୁ ନିର୍ଗତ ଧୂଆଁ ଏକ ମୁଖ୍ୟ କାରଣ ଅଟେ।…
ରୁଷିଆ-ୟୁକ୍ରେନ ଯୁଦ୍ଧ ନେଇ ଟ୍ରମ୍ପଙ୍କ ବଡ଼ ଦାବି, କହିଲେ ସମସ୍ତେ ଖୁସି….
ୱାଶିଂଟନ୍,୬।୧୧: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଦୀର୍ଘଦିନ ଧରି ଜାରି ରହିଥିବା ଯୁଦ୍ଧର ଅନ୍ତ ଘଟାଇବା ପାଇଁ ଖୁବ୍ଶୀଘ୍ର ଏକ ଚୁକ୍ତି ହୋଇପାରେ ବୋଲି ଆଶା ପ୍ରକାଶ କରିଛନ୍ତି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ପ୍ରସ୍ତାବିତ ଶାନ୍ତି ଚୁକ୍ତିକୁ ସେ…
ଫୁଟବଲ ଜଗତରୁ ଅବସର ନେଲେ କ୍ରିଷ୍ଟିଆନୋ ରୋନାଲ୍ଡୋ: ସ୍ବର୍ଣ୍ଣିମ ଅଧ୍ୟାୟର ଅନ୍ତ
ନୂଆଦିଲ୍ଲୀ,୫।୧୧: ଫୁଟବଲ ଜଗତରେ ଏକ ସ୍ବର୍ଣ୍ଣିମ ଅଧ୍ୟାୟର ଅନ୍ତ ଘଟିଛି। ପର୍ତ୍ତୁଗାଲର ମହାନ ଫୁଟବଲର୍ କ୍ରିଷ୍ଟିଆନୋ ରୋନାଲ୍ଡୋ ଅନ୍ତର୍ଜାତୀୟ ଫୁଟବଲ୍ରୁ ଅବସର ଘୋଷଣା କରିଛନ୍ତି। ଗୁରୁବାର ସୋସିଆଲ ମିଡିଆରେ ଭିଡିଓ ଶେୟାର କରି ସେ ନିଜର ଏହି ନିଷ୍ପତ୍ତି ଜଣାଇଛନ୍ତି। ନଭେମ୍ବର…
ଆଇଏଏସ୍ ସ୍ତରରେ ବଡ଼ଧରଣର ଅଦଳବଦଳ କଲେ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗର ଦାୟିତ୍ୱ
ଭୁବନେଶ୍ୱର,୫ା୧୧: ରାଜ୍ୟରେ ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ଗତିଶୀଳ ଏବଂ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଗୁରୁବାର ଏକ ବଡ଼ଧରଣର ଆଇଏଏସ୍ ସ୍ତରୀୟ ଅଦଳବଦଳ କରିଛନ୍ତି। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ ଅଧିକାରୀମାନଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିବା ବେଳେ ବରିଷ୍ଠ ଆଇଏଏସ୍…
ଟ୍ରମ୍ପଙ୍କୁ ନିର୍ବାଚନୀ ଝଟ୍କା: ହାରୁ ହାରୁ ଇରାନୀ ତୈଳ ନେଟୱର୍କ ଉପରେ ନେଲେ ଆକ୍ସନ, ଭାରତୀୟ କମ୍ପାନୀକୁ କଲେ ବ୍ୟାନ୍
ଓ଼୍ବାଶିଂଟନ,୫।୧୧: ଆମେରିକା ଇରାନ ବିରୋଧରେ ପୁଣି ଥରେ ନିଜର କାର୍ଯ୍ୟାନୁଷ୍ଠାନ ଆରମ୍ଭ କରି ଦେଇଛି। ଏଥର ସେମାନଙ୍କର ତୈଳ ନେଟୱର୍କ ବିରୁଦ୍ଧରେ କରାଯାଇଥିବା କାର୍ଯ୍ୟାନୁଷ୍ଠାନରେ ଭାରତରେ ଅବସ୍ଥିତ ଜଣେ ଦମ୍ପତି ଏବଂ ସେମାନଙ୍କ ସହିତ ଜଡ଼ିତ କମ୍ପାନୀଗୁଡ଼ିକ ଉପରେ ପ୍ରତିବନ୍ଧକ ଲଗାଯିବାର…
ଡେମୋକ୍ରାଟ୍ଙ୍କ ବିଜୟ, ଟ୍ରମ୍ପ୍ ପ୍ରତ୍ୟାଖ୍ୟାତ
ୱାଶିଂଟନ, ୫ା୧୧ (ରଏଟର୍ସ/ଏପି): ଆମେରିକାରେ ମଧ୍ୟବର୍ତ୍ତିକାଳୀନ ନିର୍ୱାଚନର ଫଳାଫଳ ବୁଧବାର ପ୍ରାୟତଃ ଆସିଯାଇଥିବାବେଳେ ଦେଶର ରାଜନୈତିକ ସମୀକରଣ ସମ୍ପୂର୍ଣ୍ଣ ବଦଳିଯାଇଛି। ଆମେରିକୀୟ ଭୋଟର ମଙ୍ଗଳବାର ଅନୁଷ୍ଠିତ ଏହି ନିର୍ୱାଚନରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍୍ଙ୍କ ନୀତି ବିରୋଧରେ ପ୍ରଚଣ୍ଡ ଜନାଦେଶ ଦେଇଛନ୍ତି। ବିରୋଧୀ…
ଟ୍ରମ୍ପଙ୍କ ପରାଜୟରେ ଭାରତରେ ବଡ଼ ପ୍ରଭାବ: ପେଟ୍ରୋଲ ଠାରୁ ଆରମ୍ଭ କରି ସୁନା ପର୍ଯ୍ୟନ୍ତ ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ?
ନୂଆଦିଲ୍ଲୀ,୪।୧୧: ସୁପରପାୱାର ଆମେରିକାର ରାଜନୀତିରେ ଏକ ବଡ଼ଧରଣର ଭୂକମ୍ପ ସୃଷ୍ଟି ହୋଇଛି। ଆମେରିକୀୟ (ମଧ୍ୟବର୍ତ୍ତୀକାଳୀନ) ନିର୍ୱାଚନର ଯେଉଁ ଫଳାଫଳ ସାମ୍ନାକୁ ଆସିଛି, ତାହା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଅସୁବିଧାକୁ ବେଶ ବଢ଼ାଇ ଦେଇଛି। ଏହି ଫଳାଫଳ ପରେ ଆମେରିକୀୟ ସଂସଦ (କଂଗ୍ରେସ)ର…
ଅଗ୍ନିବୀରଙ୍କ ପାଇଁ ଖୁସିଖବର: ୪ ବର୍ଷ ପରେ ମଧ୍ୟ ସେନାରେ ରହିବେ ଯବାନ
ନୂଆଦିଲ୍ଲୀ,୪।୧୧: ଭାରତୀୟ ସେନା, ନୌସେନା ଏବଂ ବାୟୁସେନାରେ ନିଯୁକ୍ତି ପାଇଁ 2022 ମସିହାରେ ଆରମ୍ଭ କରାଯାଇଥିବା ‘ଅଗ୍ନିପଥ ଯୋଜନା’ରେ ବଡ଼ଧରଣର ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। ଚାରି ବର୍ଷର କାର୍ଯ୍ୟକାଳ ପୂରଣ କରିବାକୁ ଯାଉଥିବା ପ୍ରଥମ ବ୍ୟାଚ୍ର ଅଗ୍ନିବୀରମାନଙ୍କ ସେବା ଅବଧିକୁ…
Archives
Trending
ଫଟୋରେ ଖବର
ଜାତୀୟ
- Ayodhya Deepotsav 2026: ଦୀପୋତ୍ସବ ପାଳନକୁ ନେଇ ଅଯୋଧ୍ୟା ଉତ୍ସବମୁଖର; ୩୦ ଲକ୍ଷ ଦୀପ ପ୍ରଜ୍ଜ୍ୱଳନ ସହ ହେବ ଇତିହାସ
- ଚର୍ଚ୍ଚାରେ ଭାରତୀୟ ମହିଳା: ବିଶ୍ୱର ଶ୍ରେଷ୍ଠ ୩ ସୁନ୍ଦରୀଙ୍କ ଦେଶ ମଧ୍ୟରେ ସ୍ଥାନ ପାଇଲା ଭାରତ
- ରିଲ୍ସ ପାଇଁ ନାବାଳକଙ୍କ ଆଖିରେ ପଟି ବାନ୍ଧି ନିଆଁ ଲଗାଇଲେ
- ଓବିସି କ୍ରିମି ଲେୟର ମାପଦଣ୍ଡ ଉପରେ ଆଭିମୁଖ୍ୟ ଦୋହରାଇଲେ ସୁପ୍ରିମକୋର୍ଟ
- ସରକାରଙ୍କ ବିରୋଧରେ ଅଭିଯୋଗ ଆଣି ଆଦିବାସୀ ନେତ୍ରୀଙ୍କ ଆତ୍ମହତ୍ୟା
ମେଟ୍ରୋ
- ସବୁଜିମା ସୃଷ୍ଟି କରି ଦାୟିତ୍ୱ ନେବା ଆବଶ୍ୟକ
- ଏଥର ଦୀପାବଳି ପାଳିବେନି ମୁଖ୍ୟମନ୍ତ୍ରୀ, ନେବେନି ଉପହାର: ଜାଣନ୍ତୁ କାହିଁକି ନେଲେ ଏମିତି ନିଷ୍ପତ୍ତି
- ନୂଆବର୍ଷ ପୂର୍ବରୁ ଶ୍ରୀମନ୍ଦିରରେ ହେବ ଧାଡ଼ି ଦର୍ଶନ, ୮ ରାମ୍ପରେ ଦର୍ଶନ କରିବେ ଶ୍ରଦ୍ଧାଳୁ
- ଧନତେରସରେ ସୁନା କିଣିବାକୁ ପ୍ଲାନ କରୁଛନ୍ତି? ଜାଣନ୍ତୁ ଭୁବନେଶ୍ୱରରେ ୧୦ଗ୍ରାମ୍କୁ କେତେ ଅଛି ସୁନା ରେଟ୍
- ଧରିତ୍ରୀ ୟୁଥ୍ କନ୍କ୍ଲେଭ୍-୨୦୨୬: ସୁସ୍ଥ, ସୁନ୍ଦର ଜୀବନ ପାଇଁ ପରିବେଶ ସୁରକ୍ଷା ଜରୁରୀ
ଅନ୍ତର୍ଜାତୀୟ
- ଦୀପାବଳିରେ କର୍ମଚାରୀଙ୍କୁ ଦାମୀ ଉପହାର; ମିଠା ବଦଳରେ ଦେଲେ iPhone Duo, ତାପରେ….
- ନିର୍ବାଚନରେ ହାରିବା ପରେ ମଧ୍ୟ ପଛଘୁଞ୍ଚା ଦେବାକୁ ପ୍ରସ୍ତୁତ ନୁହନ୍ତି ଟ୍ରମ୍ପ
- ନିତ୍ୟା ରମଣ ହେଲେ ଲସ୍ ଆଞ୍ଜେଲସ୍ର ମେୟର, ଟ୍ରମ୍ପ କହିଲେ ଲଜ୍ଜାଜନକ….
- ନିର୍ବାଚନୀ ପ୍ରଭାବ, ମସ୍କଙ୍କ କମ୍ପାନୀର ବଜାର ମୂଲ୍ୟରେ ୧୩୦ ବିଲିୟନ ଡଲାର ହ୍ରାସ
- ରୁଷିଆ-ୟୁକ୍ରେନ ଯୁଦ୍ଧ ନେଇ ଟ୍ରମ୍ପଙ୍କ ବଡ଼ ଦାବି, କହିଲେ ସମସ୍ତେ ଖୁସି….
ଖେଳ
- ODI ଇତିହାସରେ ୨୪ ବର୍ଷ ମଧ୍ୟରେ ଯାହା କେବେ ଘଟି ନଥିଲା, ତାହା ବର୍ତ୍ତମାନ ଘଟିଛି
- ନ୍ୟୁଜିଲାଣ୍ଡ ମାଟିରେ ଇତିହାସ ରଚିଲେ ଗୁରନୁର: କଲେ ଏମିତି କାରନାମା
- ମହମ୍ମଦ ଶାମି ମୋଟ ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍: ଜାଣନ୍ତୁ କେତେ କୋଟିର ମାଲିକ ଏହି ଷ୍ଟାର୍ ପେସର୍
- ଦିନିକିଆ କ୍ରିକେଟ ଇତିହାସରେ ନ୍ୟୁଜିଲ୍ୟାଣ୍ଡର ସବୁଠାରୁ କମ ସ୍କୋର; ଗୁରନୁର ବ୍ରାରଙ୍କ ଘାତକ ବୋଲିଂ
- IND vs NZ 2nd ODI: ଭାରତୀୟ ବୋଲରଙ୍କ ଜବରଦସ୍ତ ପ୍ରତ୍ୟାବର୍ତ୍ତନ; ୧୩୪ ରନରେ ଅଲଆଉଟ ହେଲା ନ୍ୟୁଜିଲ୍ୟାଣ୍ଡ
ଫୁରସତ
- ଚର୍ଚ୍ଚାରେ ଭାରତୀୟ ମହିଳା: ବିଶ୍ୱର ଶ୍ରେଷ୍ଠ ୩ ସୁନ୍ଦରୀଙ୍କ ଦେଶ ମଧ୍ୟରେ ସ୍ଥାନ ପାଇଲା ଭାରତ
- ରହସ୍ୟମୟୀ ଗାଁ: ଯେଉଁଠି ଉଲଗ୍ନ ହୋଇ ରୁହନ୍ତି ଲୋକେ, କାରଣ ଜାଣିଲେ…
- ପ୍ରେମୀଯୁଗଳଙ୍କ ଅଜବ ଫଣ୍ଡା, ବିବାହ ଖର୍ଚ୍ଚ ଉଠାଇବା ପାଇଁ ଲୁଟିଲେ ସୁନା ଚେନ୍, ଆଉ ତା’ ପରେ…
- ବିଷାକ୍ତ ବାନର ‘ବଙ୍ଗକା ସ୍ଲୋ ଲୋରିସ୍’ଙ୍କ ସନ୍ଧାନ ମିଳିଲା
- ଜଳବାୟୁ ସଙ୍କଟର ସଙ୍କେତ ପାଲଟିଛି ପଫିନ ପକ୍ଷୀ
ବାଣିଜ୍ୟ
- ସବୁଜିମା ସୃଷ୍ଟି କରି ଦାୟିତ୍ୱ ନେବା ଆବଶ୍ୟକ
- ୬ ବର୍ଷରେ ନିବେଶକଙ୍କ ସବୁଠୁ ଲାଭଦାୟକ ସପ୍ତାହ
- ଧନତେରସରେ ବଡ଼ ଝଟ୍କା! ଦେଢ଼ ଲକ୍ଷ ପହଞ୍ଚିଲା ସୁନାଦର, ଏକ୍ସପର୍ଟ କହିଲେ ଆଜି ଏକାଥରେ ବଢିବ…
- ଧନତେରସରେ ସୁନା କିଣିବାକୁ ପ୍ଲାନ କରୁଛନ୍ତି? ଜାଣନ୍ତୁ ଭୁବନେଶ୍ୱରରେ ୧୦ଗ୍ରାମ୍କୁ କେତେ ଅଛି ସୁନା ରେଟ୍
- ଧରିତ୍ରୀ ୟୁଥ୍ କନ୍କ୍ଲେଭ୍-୨୦୨୬: ସୁସ୍ଥ, ସୁନ୍ଦର ଜୀବନ ପାଇଁ ପରିବେଶ ସୁରକ୍ଷା ଜରୁରୀ
ଜୀବନଚର୍ଯ୍ୟା
- ଜିଓ ଗ୍ରାହକଙ୍କ ପାଇଁ ବଡ଼ ଅଫର୍: ୩ ବର୍ଷ ଯାଏ କରିବାକୁ ପଡିବନି ରିଚାର୍ଜ!
- ଦୀପାବଳିରେ ୩ ରାଶି ଉପରେ କୃପା କରିବେ ମା’ କାଳୀ-ଶନି ଦେବ, ପ୍ରଚୁର ଧନଲାଭ ସହ ମିଳିବ ବଡ଼ ଚାକିରିର ଅଫର୍
- ନଭେମ୍ବର ୭ରେ ତୁଳା ରାଶିକୁ ଚନ୍ଦ୍ରମାଙ୍କ ଗୋଚର: କର୍କଟ-ତୁଳା ସମେତ ୪ ରାଶିଙ୍କ ଭାଗ୍ୟ ଚମକିବ, ଚାକିରିରେ ବଡ଼ ପଦୋନ୍ନତି
- ଓଜନ କମାଇବାକୁ ଚାହୁଁଛନ୍ତି କି? ଡାଏଟ୍ରେ ସାମିଲ୍ କରନ୍ତୁ ପ୍ରୋଟିନ୍, ଜାଣନ୍ତୁ କାହିଁକି ଜରୁରୀ
- ଆଜି ଧନତେରସରେ ଶୁକ୍ରଙ୍କ ରାଶି ପରିବର୍ତ୍ତନ: ୧୬ ଦିନ ଯାଏ ୫ ରାଶିଙ୍କ ଧନଲାଭ ଯୋଗ, ଘରକୁ ଆସିବେ ଲକ୍ଷ୍ମୀ
ଅପରାଧ
- ଡେରାବିଶ ବ୍ଲକରେ ୧.୦୬ କୋଟି ଟଙ୍କା ହଡ଼ପ ମାମଲା: କ୍ୟାସିୟର ଶଶିକାନ୍ତ ରଣା ନିଲମ୍ବିତ, ଭିଜିଲାନ୍ସ ତଦନ୍ତ ସହ…
- ୪ ଜେଲ୍ର ଜେଲରଙ୍କୁ ବଦଳି କଲେ ରାଜ୍ୟ ସରକାର: କଟକ ସର୍କଲ ଜେଲକୁ ଗଲେ ଲଲାଟେନ୍ଦୁ, ପୁରୀ ବଦଳି ହେଲେ…
- ମୁଣ୍ଡ କାଟି ଚାଷ ଜମିରେ ଫିଙ୍ଗିଦେଲେ ଦୁର୍ବୃତ୍ତ: କୋକସରାରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାରକୁ ନେଇ ଚାଞ୍ଚଲ୍ୟ
- ନନ୍ଦିପଦା ଥାନାରେ ଉତ୍ତରପ୍ରଦେଶ ପୋଲିସ୍: ଦୁର୍ଦ୍ଦାନ୍ତ ଅପରାଧୀ ଅର୍ଜୁନ ପ୍ରଧାନ ସମ୍ପର୍କରେ ସଂଗ୍ରହ କଲା…
- ବ୍ୟାଙ୍କରୁ ଟଙ୍କା ଉଠାଇ ଆସିବାବେଳେ ଲୁଟ୍: ବ୍ୟବସାୟୀଙ୍କଠାରୁ ଅଭିନବ ଉପାୟରେ ଟଙ୍କାଭର୍ତ୍ତି ବ୍ୟାଗ୍ ଝାମ୍ପିନେଲେ ଦୁର୍ବୃତ୍ତ
