୫୦୦ ଟଙ୍କିଆ ନୋଟ୍ ବନ୍ଦ କରିବାକୁ ଦାବି! ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ହଇଚଇ

ଅମରାବତୀ,୧୦।୧୧: ଦେଶରେ ବଡ଼ ମୂଲ୍ୟର ନୋଟ୍‌ ବନ୍ଦ କରିବାକୁ ପ୍ରସ୍ତାବ ଦେଇଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ। ୫୦୦ ଓ ୨,୦୦୦ ଟଙ୍କିଆ ନୋଟ୍‌ର ପ୍ରଚଳନ ବନ୍ଦ କରି ୧୦୦ ଓ ୨୦୦…

ଟେଷ୍ଟ କ୍ରିକେଟ୍‌ରେ ଗୋଟିଏ ଦିନରେ ସର୍ବାଧିକ ରନ୍‌: ଟପ-୧୦ରେ ୨ ଭାରତୀୟ, ନାଁ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୧: ଟେଷ୍ଟ କ୍ରିକେଟରେ ଗୋଟିଏ ଦିନରେ ସର୍ବାଧିକ ରନ ସଂଗ୍ରହ କରିବାର ବିଶ୍ୱ ରେକର୍ଡ ଆଜି ବି କିମ୍ବଦନ୍ତୀ ବ୍ୟାଟର୍‌ ସାର୍‌ ଡନ ବ୍ରାଡମ୍ୟାନଙ୍କ ନାମରେ ରହିଛି। ୧୯୩୦ ମସିହାରେ ଇଂଲଣ୍ଡ ବିପକ୍ଷ ଲିଡ୍ସ…

ପୁଣି ଟସ୍‌ ଜିତିଲା ଭାରତ: ଶୁବମନ ଗିଲ ନେଲେ ବଡ଼ ନିଷ୍ପତ୍ତି, ସିରିଜ୍‌ ଜିତିବା ଲକ୍ଷ୍ୟରେ ଟିମ୍‌ଇଣ୍ଡିଆ

ହାମିଲଟନ,୧୦।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ୍ର ତୃତୀୟ ମୁକାବିଲା ଆଜି ହାମିଲଟନରେ ଖେଳାଯାଉଛି। ବର୍ଷା ଯୋଗୁ ଟସ୍‌ରେ ବିଳମ୍ବ ହୋଇଥିଲେ ମଧ୍ୟ ଶେଷରେ ଭାରତ ଟସ…

ହ୍ବାଇଟ୍‌ ହାଉସ୍‌ ସାମୟିକ ଲକ୍‌ଡାଉନ, ଜାଣନ୍ତୁ କାରଣ

ଓ୍ବାଶିଂଟନ,୧୦।୧୧: ହ୍ବାଇଟ୍‌ ହାଉସ୍‌ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଥିବା ସମୟରେ ଏକ କାର୍‌ ଏହା ପାଖରେ ଥିବା ଏକ ସାଇନ୍‌ ପୋଷ୍ଟକୁ ଧକ୍କା ଦେବାରୁ ସୁରକ୍ଷା ଏଜେନ୍ସିଗୁଡ଼ିକୁ ଚିନ୍ତାରେ ପକାଇ ଦେଇଛି। ଏହି…

‘କପ୍‌୩୧’: ଜଳବାୟୁ ପାଣ୍ଠିକୁ ନେଇ ବିବାଦ

ଆଣ୍ଟାଲ୍ୟା,୧୦।୧୧: ତୁର୍କୀର ପର୍ଯ୍ୟଟନ ସହର ଆଣ୍ଟାଲ୍ୟାଠାରେ ସୋମବାରଠାରୁ ୩୧ତମ ଜାତିସଂଘ ଜଳବାୟୁ ସମ୍ମିଳନୀ (କପ୍‌୩୧) ଆରମ୍ଭ ହୋଇଯାଇଛି। ଆସନ୍ତା ୨୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ବିଶ୍ୱସ୍ତରୀୟ ମହାମଞ୍ଚରେ ପ୍ରଥମ ଦିନରୁ ହିଁ ବିକାଶଶୀଳ…

ଲଜ୍ଜାଜନକ ରେକର୍ଡ ହାସଲ କଲେ ଏହି ବୋଲର୍‌! ବିଶ୍ୱର ପ୍ରଥମ ବୋଲର ଭାବେ…

ଶାରଜା,୧୦।୧୧: ଆଫଗାନିସ୍ତାନ ଓ ଜିମ୍ବାୱେ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ ଡ୍ର’ରେ ଶେଷ ହୋଇଛି। ତେବେ ଏହି ମ୍ୟାଚ୍‌ରେ ଆଫଗାନିସ୍ତାନର ସ୍ପିନର ଜିଆ ଉର୍‌ ରେହମାନଙ୍କ ନାଁରେ ଏକ ଅଲୋଡ଼ା ରେକର୍ଡ ଯୋଡ଼ି…

ଗାଦି ପାଇବେ କି ଗାଦି

ଗୋଟେ ମାସରୁ କମ୍‌ ସମୟ ମଧ୍ୟରେ ୪ଟି ଦେଶରେ ଗୁରୁତ୍ୱପୂର୍ଣ୍ଣ ୪ଟି ଘଟଣା ଦେଖିବାକୁ ମିଳିଛି। ସେହି ଦେଶଗୁଡ଼ିକ ହେଲା ଇସ୍ରାଏଲ୍‌, ଆମେରିକା, ସର୍ବିୟା ଓ ବ୍ରାଜିଲ। ଏହି ଦେଶଗୁଡ଼ିକର ରାଜନୀତିକ ଉତ୍ଥାନ ପତନ ଆଲୋଚନାର ବିଷୟ ପାଲଟିଛି। ସଦ୍ୟ ଘଟଣା…

ଶିମିଳିପାଳ ପାଦଦେଶରେ ବାଘ ଆତଙ୍କ: ୪ ଛେଳିଙ୍କୁ ମାରି ଖାଇଲା

ବାରିପଦା,୧୦ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ଶିମିଳିପାଳ ଅଭୟାରଣ୍ୟ ସଂଲଗ୍ନ ଅଞ୍ଚଳରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ମୟୂରଭଞ୍ଜ ଜିଲା ଯଶିପୁର ଅଞ୍ଚଳର ତିଳବାଡ଼ି ଗ୍ରାମ ନିକଟରେ ରବିବାର ଅପରାହ୍ନରେ ଏକ ବାଘ ଆକ୍ରମଣରେ ୪ଟି ଛେଳିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣା…

ରାଜ୍ୟ କ୍ୟାବିନେଟ ବୈଠକ: ୧୩ ପ୍ରସ୍ତାବରେ ବାଜିଲା ମୋହର

ଭୁବନେଶ୍ୱର,୯।୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୦ଟି ବିଭାଗର ୧୩ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ବୈଠକରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ୀକରଣ କରିବା ସହ ରାଜ୍ୟର ବିକାଶକୁ ଗୁରୁତ୍ୱ ଦିଆଯାଇଛି। ବୈଠକ ପରେ ମୁଖ୍ୟଶାସନ…

ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ଟିମ ଇଣ୍ଡିଆ ଘୋଷଣା: ଭାରତୀୟ ଦଳକୁ ଫେରିଲେ ୨ ଷ୍ଟାର ଖେଳାଳି

ନୂଆଦିଲ୍ଲୀ, ୯।୧୧: ଦକ୍ଷିଣ ଆଫ୍ରିକାରେ ହେବାକୁ ଥିବା ଗୋଟିଏ ଟେଷ୍ଟ, ୩ଟି ଦିନିକିଆ ଏବଂ ୩ଟି ଟି-୨୦ ମ୍ୟାଚ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ ବିସିସିଆଇ ଏକ ଶକ୍ତିଶାଳୀ ଦଳ ଚୟନ କରିଛି। ସବୁଠାରୁ ବଡ଼…

କହୁକହୁ କହିଦେଲେ ଟ୍ରମ୍ପ, ‘ମୁଁ ନର୍କକୁ ଯିବାକୁ ଚାହେଁନି, ସ୍ୱର୍ଗକୁ ଯିବି’

ଓ୍ବାଶିଂଟନ,୯।୧୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାକ୍ଷାତକାର ଏବେ ଚର୍ଚ୍ଚାରେ ରହିଛି । ସାମ୍ବାଦିକ ରସ୍‌ ଡାଉଥାଟ୍‌ଙ୍କ ସହ ଆଲୋଚନା ବେଳେ ଜୀବନ ଓ ମୃତ୍ୟୁକୁ ନେଇ ଟ୍ରମ୍ପ ନିଜର ମତ ରଖିଛନ୍ତି । ସେ କହିଛନ୍ତି, ସେ ଜଣେ…

ଦୀପାବଳିରେ ଏଭଳି ବୟାନ ଦେଇ ବିବାଦରେ ଖାର୍ଗେ, ଘେରିଲା ଭାଜପା

ନୂଆଦିଲ୍ଲୀ,୯।୧୧: ସାରା ଦେଶରେ ରବିବାର ଧୁମ୍‌ଧାମ୍‌ରେ ପାଳିତ ହୋଇଛି ଆଲୋକର ପର୍ବ ଦୀପାବଳି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଦେଶବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି । ତେବେ ଏହି ଅବସରରେ କଂଗ୍ରେସ…

ଦୀପାବଳି ପରଦିନ ସକାଳେ ଦିଲ୍ଲୀର ବାୟୁ ହୋଇଯାଇଛି କେତେ ବିଷାକ୍ତ? ରାଜଧାନୀ ପାଲଟିଛି ’ଗ୍ୟାସ ଚାମ୍ବର’

ନୂଆଦିଲ୍ଲୀ,୯।୧୧: ଦୀପାବଳି ପରେ ଦିଲ୍ଲୀରେ ବାୟୁର ଗୁଣବତ୍ତା ଆହୁରି ଖରାପ ହୋଇଯାଇଛି। ରାଜଧାନୀର ବିଭିନ୍ନ ଅଞ୍ଚଳରେ ‘ଏୟାର କ୍ୱାଲିଟି ଇଣ୍ଡେକ୍ସ’ (AQI) ‘ଗମ୍ଭୀର’ (severe) ବର୍ଗରେ ପହଞ୍ଚିଛି। ସକାଳ ସମୟରେ ସହରର ବିଭିନ୍ନ ସ୍ଥାନରେ ଧୂଆଁ ଓ କୁହୁଡ଼ିର ଏକ ଆସ୍ତରଣ…

ଆମେରିକା ମିଡଟର୍ମ ଇଲେକ୍ସନରେ ପରାଜୟ ଉପରେ ଟ୍ରମ୍ପଙ୍କ ବଡ଼ ବୟାନ: କହିଲେ ‘ଏହା ଏକ ବଡ଼ ଝଟକା, କିନ୍ତୁ…’

ଓ୍ବାଶିଂଟନ,୯।୧୧: ରବିବାର (ନଭେମ୍ବର ୮, ୨୦୨୬) ଦିନ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିକଟରେ ଅନୁଷ୍ଠିତ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନର ଫଳାଫଳକୁ ଆମେରିକାର ଇତିହାସରେ ଏକ ବଡ଼ ପଛୁଆ ପଦକ୍ଷେପ ବୋଲି ବର୍ଣ୍ଣନା କରିଛନ୍ତି। ଏହି ନିର୍ବାଚନରେ ଡେମୋକ୍ରାଟିକ ପାର୍ଟି, ରିପବ୍ଲିକାନ ପାର୍ଟିକୁ…

ମର୍ମନ୍ତୁଦ ଦୁର୍ଘଟଣା: ଦୀପାବଳିରେ ଲିଭିଗଲା ୩ ଜୀବନ

ନୟାଗଡ଼/ଦଶପଲ୍ଲା,୮।୧୧(ଲୋକନାଥ ମିଶ୍ର/ପ୍ରକାଶ ପାଣି): ଆଲୋକର ପର୍ବ ‘ଦୀପାବଳି’ ପାଇଁ ଗାଁରୁ ସହର ସବୁଠି ଉତ୍ସବମୁଖର। ଏହି ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ନୟାଗଡ଼ ଜିଲା ବାଣୀଗୋଚ୍ଛା ଥାନା ଅଧୀନ ଘଞ୍ଚ ଜଙ୍ଗଲ ଦେଇଯାଇଥିବା ୫୭ ନମ୍ବର ଜାତୀୟ…

ଇସ୍ରାଏଲ୍‌ ରାଜନୀତିରେ ବଡ଼ ହଲଚଲ୍‌; ୧୯ ବର୍ଷ ପରେ ନେତାନ୍ୟାହୁଙ୍କ ହାତରୁ ଖସିବ ପ୍ରଧାନମନ୍ତ୍ରୀ ଆସନ! ସରକାର ଗଢ଼ିବେ….

ଜେରୁଜେଲମ୍,୮।୧୧: ଇସ୍ରାଏଲ୍‌ ରାଜନୀତିରେ ବଡ଼ ରାଜନୈତିକ ହଲଚଲ୍‌ ଦେଖାଦେଇଛି । ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କୁ ଲାଗିଛି ବଡ଼ ଝଟକା। ପ୍ରାୟ ୧୯ ବର୍ଷର ରାଜନୈତିକ ପ୍ରଭାବ ପରେ ତାଙ୍କ ହାତରୁ ପ୍ରଧାନମନ୍ତ୍ରୀ ଆସନ ଖସିବାର ସମ୍ଭାବନା ଦେଖାଦେଇଛି । ଅକ୍ଟୋବର ୨୭ରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୯ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଅକ୍ଟୋବର, ୨୦୨୬ )

View

Video News

ନିଜ ଝିଅ ବିଦା କଲା ଭଳି ଦୁଃଖ ଲାଗୁଛି

ନିଆଳି ଛେନା ବ୍ୟବସାୟୀଙ୍କ ନାମରେ ଏତଲା

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri