‘ସୁରଭି’ରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ, ଦେଲେ ଏହି ପରାମର୍ଶ
ଦିଗପହଣ୍ଡି,୧୦।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଳକସ୍ତରୀୟ ଶିଶୁ ମହୋତ୍ସବ’ ସୁରଭି ‘ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷୟତ୍ରୀ ବିଷ୍ଣୁପ୍ରିୟା ପାଣିଗ୍ରାହୀଙ୍କ…
ଡ଼. ରାମପ୍ରସାଦଙ୍କୁ ମିଳିଲା ଯୁବ ବୈଜ୍ଞାନିକ ପୁରସ୍କାର ; ସମ୍ବର୍ଦ୍ଧିତ କଲେ ମନ୍ତ୍ରୀ, ଛୁଟୁଛି ଶୁଭେତ୍ସା
ଦିଗପହଣ୍ଡି,୧୦।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଡ଼. ରାମପ୍ରସାଦ ପାଢ଼ୀ ଯାନ୍ତ୍ରିକ ଓ ପ୍ରଯୁକ୍ତି ବିଦ୍ୟାରେ ଗବେଷଣା କରି ସମଗ୍ର ଦେଶ ବିଦେଶରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି…
ବହୁଚର୍ଚ୍ଚିତ ନିକିତା ହତ୍ୟା ମାମଲା; ସ୍ବାମୀ ଲିପନ ସାହୁଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
କଟକ,୧୦।୧୧(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଅଭିନେତ୍ରୀ ନିକିତା ମର୍ଡର ମାମଲାରେ ଅଭିଯୁକ୍ତ ଲିପନ ସାହୁଙ୍କୁ ସାମୟିକ ଆଶ୍ବସ୍ତି ମିଳିଛି । ଏକ ସପ୍ତାହ ଅନ୍ତରୀଣ ଜାମିନ ମଞ୍ଜୁର କଲେ ହାଇକୋର୍ଟ । କଟକ ଜିଲା…
ନ୍ୟୁଜିଲାଣ୍ଡ ପାଇଁ ଖୁସିଖବାର: ଶେଷ ୨ ଦିନିକିଆରୁ ବାଦ୍ ପଡ଼ିଲେ ଅଧିନାୟକ ଗିଲଙ୍କ ସମେତ ୩ ଖେଳାଳି, ଜାଣନ୍ତୁ କାରଣ…
ନୂଆଦିଲ୍ଲୀ,୧୦।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ତୃତୀୟ ମ୍ୟାଚ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ମଙ୍ଗଳବାର (୧୦ ନଭେମ୍ବର) ହାମିଲଟନରେ ଖେଳାଯିବାକୁ ଥିବା ଏହି ମ୍ୟାଚରେ…
ନଷ୍ଟ ଧାନଗଛ ଧରି ଜିଲାପାଳଙ୍କୁ ଭେଟିଲେ ଚାଷୀ
ଛତ୍ରପୁର, ୧୦/୧୧ (ଦିଲ୍ଲୀପି ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଓ ଅତିବୃଷ୍ଟି ଯୋଗୁଁ ଗଞ୍ଜାମ ଜିଲାରେ ବ୍ୟାପକ ଫସଲ ନଷ୍ଟ ହୋଇଛି। ଏହାଦ୍ୱାରା କ୍ଷତିଗ୍ରସ୍ତ ଚାଷୀ ଓ ଭାଗଚାଷୀଙ୍କୁ ସ୍ୱତନ୍ତ୍ର ଆର୍ଥିକ କ୍ଷତିପୂରଣ…
ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ
ମୋରଡ଼ା/ରାସଗୋବିନ୍ଦପୁର,୧୧ା୧୧(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳର ଜୈନିକ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ଉକ୍ତ ଥାନା ଅଧୀନ…
ଗାଦି ପାଇବେ କି ଗାଦି
ଗୋଟେ ମାସରୁ କମ୍ ସମୟ ମଧ୍ୟରେ ୪ଟି ଦେଶରେ ଗୁରୁତ୍ୱପୂର୍ଣ୍ଣ ୪ଟି ଘଟଣା ଦେଖିବାକୁ ମିଳିଛି। ସେହି ଦେଶଗୁଡ଼ିକ ହେଲା ଇସ୍ରାଏଲ୍, ଆମେରିକା, ସର୍ବିୟା ଓ ବ୍ରାଜିଲ। ଏହି ଦେଶଗୁଡ଼ିକର ରାଜନୀତିକ ଉତ୍ଥାନ ପତନ ଆଲୋଚନାର ବିଷୟ ପାଲଟିଛି। ସଦ୍ୟ ଘଟଣା…
ଶିମିଳିପାଳ ପାଦଦେଶରେ ବାଘ ଆତଙ୍କ: ୪ ଛେଳିଙ୍କୁ ମାରି ଖାଇଲା
ବାରିପଦା,୧୦ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ଶିମିଳିପାଳ ଅଭୟାରଣ୍ୟ ସଂଲଗ୍ନ ଅଞ୍ଚଳରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ମୟୂରଭଞ୍ଜ ଜିଲା ଯଶିପୁର ଅଞ୍ଚଳର ତିଳବାଡ଼ି ଗ୍ରାମ ନିକଟରେ ରବିବାର ଅପରାହ୍ନରେ ଏକ ବାଘ ଆକ୍ରମଣରେ ୪ଟି ଛେଳିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣା…
ରାଜ୍ୟ କ୍ୟାବିନେଟ ବୈଠକ: ୧୩ ପ୍ରସ୍ତାବରେ ବାଜିଲା ମୋହର
ଭୁବନେଶ୍ୱର,୯।୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୦ଟି ବିଭାଗର ୧୩ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ବୈଠକରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ୀକରଣ କରିବା ସହ ରାଜ୍ୟର ବିକାଶକୁ ଗୁରୁତ୍ୱ ଦିଆଯାଇଛି। ବୈଠକ ପରେ ମୁଖ୍ୟଶାସନ…
ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ଟିମ ଇଣ୍ଡିଆ ଘୋଷଣା: ଭାରତୀୟ ଦଳକୁ ଫେରିଲେ ୨ ଷ୍ଟାର ଖେଳାଳି
ନୂଆଦିଲ୍ଲୀ, ୯।୧୧: ଦକ୍ଷିଣ ଆଫ୍ରିକାରେ ହେବାକୁ ଥିବା ଗୋଟିଏ ଟେଷ୍ଟ, ୩ଟି ଦିନିକିଆ ଏବଂ ୩ଟି ଟି-୨୦ ମ୍ୟାଚ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ ବିସିସିଆଇ ଏକ ଶକ୍ତିଶାଳୀ ଦଳ ଚୟନ କରିଛି। ସବୁଠାରୁ ବଡ଼…
କହୁକହୁ କହିଦେଲେ ଟ୍ରମ୍ପ, ‘ମୁଁ ନର୍କକୁ ଯିବାକୁ ଚାହେଁନି, ସ୍ୱର୍ଗକୁ ଯିବି’
ଓ୍ବାଶିଂଟନ,୯।୧୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାକ୍ଷାତକାର ଏବେ ଚର୍ଚ୍ଚାରେ ରହିଛି । ସାମ୍ବାଦିକ ରସ୍ ଡାଉଥାଟ୍ଙ୍କ ସହ ଆଲୋଚନା ବେଳେ ଜୀବନ ଓ ମୃତ୍ୟୁକୁ ନେଇ ଟ୍ରମ୍ପ ନିଜର ମତ ରଖିଛନ୍ତି । ସେ କହିଛନ୍ତି, ସେ ଜଣେ…
ଦୀପାବଳିରେ ଏଭଳି ବୟାନ ଦେଇ ବିବାଦରେ ଖାର୍ଗେ, ଘେରିଲା ଭାଜପା
ନୂଆଦିଲ୍ଲୀ,୯।୧୧: ସାରା ଦେଶରେ ରବିବାର ଧୁମ୍ଧାମ୍ରେ ପାଳିତ ହୋଇଛି ଆଲୋକର ପର୍ବ ଦୀପାବଳି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଦେଶବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି । ତେବେ ଏହି ଅବସରରେ କଂଗ୍ରେସ…
ଦୀପାବଳି ପରଦିନ ସକାଳେ ଦିଲ୍ଲୀର ବାୟୁ ହୋଇଯାଇଛି କେତେ ବିଷାକ୍ତ? ରାଜଧାନୀ ପାଲଟିଛି ’ଗ୍ୟାସ ଚାମ୍ବର’
ନୂଆଦିଲ୍ଲୀ,୯।୧୧: ଦୀପାବଳି ପରେ ଦିଲ୍ଲୀରେ ବାୟୁର ଗୁଣବତ୍ତା ଆହୁରି ଖରାପ ହୋଇଯାଇଛି। ରାଜଧାନୀର ବିଭିନ୍ନ ଅଞ୍ଚଳରେ ‘ଏୟାର କ୍ୱାଲିଟି ଇଣ୍ଡେକ୍ସ’ (AQI) ‘ଗମ୍ଭୀର’ (severe) ବର୍ଗରେ ପହଞ୍ଚିଛି। ସକାଳ ସମୟରେ ସହରର ବିଭିନ୍ନ ସ୍ଥାନରେ ଧୂଆଁ ଓ କୁହୁଡ଼ିର ଏକ ଆସ୍ତରଣ…
ଆମେରିକା ମିଡଟର୍ମ ଇଲେକ୍ସନରେ ପରାଜୟ ଉପରେ ଟ୍ରମ୍ପଙ୍କ ବଡ଼ ବୟାନ: କହିଲେ ‘ଏହା ଏକ ବଡ଼ ଝଟକା, କିନ୍ତୁ…’
ଓ୍ବାଶିଂଟନ,୯।୧୧: ରବିବାର (ନଭେମ୍ବର ୮, ୨୦୨୬) ଦିନ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିକଟରେ ଅନୁଷ୍ଠିତ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନର ଫଳାଫଳକୁ ଆମେରିକାର ଇତିହାସରେ ଏକ ବଡ଼ ପଛୁଆ ପଦକ୍ଷେପ ବୋଲି ବର୍ଣ୍ଣନା କରିଛନ୍ତି। ଏହି ନିର୍ବାଚନରେ ଡେମୋକ୍ରାଟିକ ପାର୍ଟି, ରିପବ୍ଲିକାନ ପାର୍ଟିକୁ…
ମର୍ମନ୍ତୁଦ ଦୁର୍ଘଟଣା: ଦୀପାବଳିରେ ଲିଭିଗଲା ୩ ଜୀବନ
ନୟାଗଡ଼/ଦଶପଲ୍ଲା,୮।୧୧(ଲୋକନାଥ ମିଶ୍ର/ପ୍ରକାଶ ପାଣି): ଆଲୋକର ପର୍ବ ‘ଦୀପାବଳି’ ପାଇଁ ଗାଁରୁ ସହର ସବୁଠି ଉତ୍ସବମୁଖର। ଏହି ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ନୟାଗଡ଼ ଜିଲା ବାଣୀଗୋଚ୍ଛା ଥାନା ଅଧୀନ ଘଞ୍ଚ ଜଙ୍ଗଲ ଦେଇଯାଇଥିବା ୫୭ ନମ୍ବର ଜାତୀୟ…
ଇସ୍ରାଏଲ୍ ରାଜନୀତିରେ ବଡ଼ ହଲଚଲ୍; ୧୯ ବର୍ଷ ପରେ ନେତାନ୍ୟାହୁଙ୍କ ହାତରୁ ଖସିବ ପ୍ରଧାନମନ୍ତ୍ରୀ ଆସନ! ସରକାର ଗଢ଼ିବେ….
ଜେରୁଜେଲମ୍,୮।୧୧: ଇସ୍ରାଏଲ୍ ରାଜନୀତିରେ ବଡ଼ ରାଜନୈତିକ ହଲଚଲ୍ ଦେଖାଦେଇଛି । ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କୁ ଲାଗିଛି ବଡ଼ ଝଟକା। ପ୍ରାୟ ୧୯ ବର୍ଷର ରାଜନୈତିକ ପ୍ରଭାବ ପରେ ତାଙ୍କ ହାତରୁ ପ୍ରଧାନମନ୍ତ୍ରୀ ଆସନ ଖସିବାର ସମ୍ଭାବନା ଦେଖାଦେଇଛି । ଅକ୍ଟୋବର ୨୭ରେ…
Archives
Trending
ଫଟୋରେ ଖବର
ଜାତୀୟ
- ଗୋବର୍ଦ୍ଧନ ପୂଜା ଅବସରରେ ଗାଈକୁ ଘାସ ଖୁଆଇଲେ ପ୍ରଧାନମନ୍ତ୍ରୀ ମୋଦି, ଫଟୋ ବି ଶେୟାର କଲେ
- ‘ସାକ୍ଷାତ ସମୟରେ ଆଖି ମିଶାଇ କଥା ହୁଅନ୍ତି ନାହିଁ ମୋଦି’, ପ୍ରଧାନମନ୍ତ୍ରୀଙ୍କୁ ନେଇ ଏମିତି କିଛି କଥା ଉଲ୍ଲେଖ ରହିଛି ସୋନିଆଙ୍କ ପୁସ୍ତକରେ, ଜାଣନ୍ତୁ…
- କାହିଁକି ଭାରତର ପ୍ରଧାନମନ୍ତ୍ରୀ ହେଲେନି ସୋନିଆ ଗାନ୍ଧୀ? ଏତେ ବର୍ଷ ପରେ ନିଜେ ଖୋଲିଲେ ବଡ଼ ରହସ୍ୟ, କହିଲେ ରାହୁଲ…
- ବୋହୂଙ୍କୁ ଘାରିଲା iPhone ନିଶା, ଶାଶୂଙ୍କ ଗହଣା ବିକି କିଣିଲେ ଫୋନ୍, ଶାଶୂ ଜାଣିବା ପରେ…
- ୫୦୦ ଟଙ୍କିଆ ନୋଟ୍ ବନ୍ଦ କରିବାକୁ ଦାବି! ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ହଇଚଇ
ଖେଳ
- ନ୍ୟୁଜିଲାଣ୍ଡ ପାଇଁ ଖୁସିଖବାର: ଶେଷ ୨ ଦିନିକିଆରୁ ବାଦ୍ ପଡ଼ିଲେ ଅଧିନାୟକ ଗିଲଙ୍କ ସମେତ ୩ ଖେଳାଳି, ଜାଣନ୍ତୁ କାରଣ…
- ପିତାଙ୍କ ଠାରୁ ଭିନ୍ନ ପଥ ଅନୁସରଣ କରି ୟୁଏଇ (UAE) ବିପକ୍ଷରେ ଶତକ ହାସଲ କଲେ ଜୁନିଅର ସେହୱାଗ; ପ୍ରଶଂସକ ଚକିତ
- ‘କର ବା ମର’ପରିସ୍ଥିତିରେ ଭାରତକୁ ଶକ୍ତି ଦେଲେ ସେହୱାଗଙ୍କ ପୁଅ, ଅଣ୍ଡର-୧୯ ଏସିଆ କପରେ କଲେ ଏମିତି କାରନାମା
- ବିରାଟ କୋହଲିଙ୍କ କାରଣରୁ କେନ ୱିଲିୟମସନ ଅବସର ନେଇଥିଲେ କି? ଏହି ଜଣାଶୁଣା ବ୍ୟାଟର କହିଲେ ଆଶ୍ଚର୍ଯ୍ୟଜନକ କଥା
- ଏହି ମାମଲାରେ ପାକିସ୍ତାନ ଆଗରେ, ଭାରତ ପଛରେ: ଗୋଟିଏ ଟେଷ୍ଟରେ ସବୁଠୁ ବଡ଼…
ଫୁରସତ
- ୬ ମାସ ପାଇଁ ଜନଶୂନ୍ୟ ହୋଇଯାଏ ୨ ଗାଁ! ଘରେ ଝୁଲେ ତାଲା, କାରଣ ଜାଣିଲେ….
- ଜାଣନ୍ତି କି ବିସ୍କୁଟ୍ରେ କାହିଁକି ଥାଏ ଛୋଟଛୋଟ ରନ୍ଧ୍ର
- ଏମିତି ଦେଶ, ଯେଉଁଠି ୧୦୦ ବର୍ଷ ପର୍ଯ୍ୟନ୍ତ ବଞ୍ଚିଥାନ୍ତି ଲୋକେ
- ୬୦ ଦିନ ଶୋଇ ୯ ଲକ୍ଷରୁ ଅଧିକ ଟଙ୍କା ରୋଜଗାର କଲେ ମହିଳା, ଜାଣନ୍ତୁ ପୂରା ଘଟଣା…
- ପାସ୍ ହେଲା ନୂଆ ଆଇନ୍: ଏଣିକି ଆଉ ଗୋଟିଏ ବିବାହ ନୁହେଁ, ଏକାସାଙ୍ଗେ ୩-୪ ଜଣଙ୍କୁ କରିହେବ ବିବାହ, ଜାଣନ୍ତୁ…
ବାଣିଜ୍ୟ
- ଧରିତ୍ରୀ ୟୁଥ୍ କନ୍କ୍ଲେଭ୍-୨୦୨୬: ପରିବେଶ ପରିବର୍ତ୍ତନ କ୍ଷେତ୍ରରେ ଯୁବପିଢ଼ିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
- କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଖୁସି ଖବର! ଅଷ୍ଟମ ବେତନ ଆୟୋଗରେ ମିଳିବ ଏତିକି ଲକ୍ଷ
- ଦୀପାବଳି ପରେ UPI ଟ୍ରାଞ୍ଜାକ୍ସନରେ ଲାଗିବ ଏକ୍ସଟ୍ରା ଚାର୍ଜ? ଆସିଲା ବଡ଼ ଅପଡେଟ୍
- ସବୁଜିମା ସୃଷ୍ଟି କରି ଦାୟିତ୍ୱ ନେବା ଆବଶ୍ୟକ
- ୬ ବର୍ଷରେ ନିବେଶକଙ୍କ ସବୁଠୁ ଲାଭଦାୟକ ସପ୍ତାହ
ଜୀବନଚର୍ଯ୍ୟା
- ଆଜି ରାତିରେ ବଦଳିବ ଚନ୍ଦ୍ରଙ୍କ ଚଳନ: ମିଥୁନ ସମେତ ୩ ରାଶିଙ୍କ ପାଇଁ ଭାରୀ ଖରାପ, ପାଖରୁ ପଳାଇବ ସବୁ ଟଙ୍କା!
- ସିଂହ ରାଶିକୁ ମଙ୍ଗଳଙ୍କ ଚଳନ, ୭ରାଶିଙ୍କ ଭାଗ୍ୟରେ ଆସିବ ବଡ଼ ପରିବର୍ତ୍ତନ
- ଲଗାତର ବିଫଳତାରେ ଧୈର୍ଯ୍ୟହରା ହେଉଛନ୍ତି କି? ଆଚାର୍ଯ୍ୟ ଚାଣକ୍ୟଙ୍କ ଏହି କଥାକୁ ରଖନ୍ତୁ ଧ୍ୟାନ, ସଫଳତାର ଶିଖରରେ ପହଞ୍ଚିପାରିବ
- ଦୀପାବଳିରେ ସୃଷ୍ଟି ହେବ ବୁଧାଦିତ୍ୟ ରାଜଯୋଗ, ୪ ରାଶିକୁ ପ୍ରଚୁର ଧନଲାଭ
- Diwali 2026: ଦୀପାବଳି ରାତିରେ ଚୁପଚାପ୍ କରନ୍ତୁ ଏହି ଗୋଟିଏ ଉପାୟ, ମା’ ଲକ୍ଷ୍ମୀଙ୍କ କୃପାରୁ ଚମକି ଉଠିବ ଆପଣଙ୍କ ଭାଗ୍ୟ!
ଅପରାଧ
- ଦେବଗଡ଼ରେ ଚାଞ୍ଚଲ୍ୟ; ଘରେ ଏକୁଟିଆ ଥିବା ବେଳେ ୫ ବର୍ଷର ଶିଶୁ କନ୍ୟାଙ୍କୁ ବଳାତ୍କାର
- ତିଖିରି ସରପଞ୍ଚ ଚାମେଲୀ ଓଝାଙ୍କ ପରିବାରକୁ ଆକ୍ରମଣ, ଥାନାରେ ଉଭୟ ପକ୍ଷରୁ…
- ଗୁଣିଗାରେଡ଼ି ସନ୍ଦେହରେ ୮୦ ବର୍ଷୀୟ ବୃଦ୍ଧଙ୍କୁ ନିର୍ମମ ହତ୍ୟା ମାମଲା, ଦୁଇ ଭାଇ ଗିରଫ
- ବାପାଙ୍କ ମୃତଦେହ ସହ ୫ ଦିନ ଧରି ଗୋଟିଏ ଘରେ ରହିଲେ ପୁଅ, ଧନତେରସ୍ରେ ଝିଅ ପହଞ୍ଚିବା ପରେ….
- ନକଲି ସୁନା ଦେଇ ୪ ଲକ୍ଷ ଟଙ୍କା ଲୁଟ୍, ୪ ଅଭିଯୁକ୍ତଙ୍କୁ ଗିରଫ କରି…
