ICCର ଟେଷ୍ଟ ରାଙ୍କିଂ ଜାରି; ଟପ୍‌-୧୦ରେ ୨ ଭାରତୀୟ ଖେଳାଳି, ଦେଖନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୧୧।୧୧: ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ବୁଧବାର ଟେଷ୍ଟ କ୍ରିକେଟ୍‌ର ସଦ୍ୟତମ ଖେଳାଳି ରାଙ୍କିଂ ଜାରି କରିଛି । ଏହି ରାଙ୍କିଂର ଟପ୍‌-୧୦ ବ୍ୟାଟରଙ୍କ ତାଲିକାରେ ଦୁଇ ଜଣ ଭାରତୀୟ ସ୍ଥାନ ପାଇଛନ୍ତି ।…

ସୋନିଆଙ୍କ ସହ ଐଶ୍ୱର୍ଯ୍ୟାଙ୍କ ୩୨ ବର୍ଷ ପୁରୁଣା ଭିଡିଓ ଭାଇରାଲ୍‌, ହାତରେ ଫୁଲ ଧରି କରିଥିଲେ….

ନୂଆଦିଲ୍ଲୀ,୧୧।୧୧: ସୋନିଆ ଗାନ୍ଧୀଙ୍କ ଏକ ପୁରୁଣା ଭିଡିଓ ଏବେ ସୋସିଆଲ୍‌ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ସୋନିଆଙ୍କ ସହ ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ମଧ୍ୟ ନଜର ଆସିଛନ୍ତି । ହାତରେ…

ରୌପ୍ୟ ଜିତି ଓଡ଼ିଶା ଫେରିଲେ ପାୟଲ ନାଗ, ୧୦ ଲକ୍ଷ ଟଙ୍କା ପୁରସ୍କାର ଦେଲା ରାଜ୍ୟ କ୍ରୀଡ଼ା ବିଭାଗ

ଭୁବନେଶ୍ୱର,୧୧।୧୧: ଜାପାନର ନାଗୋୟାଠାରେ ଅନୁଷ୍ଠିତ ଏସିଆନ୍‌ ପାରା ଗେମ୍ସ-୨୦୨୬ର ମହିଳା ଆର୍ଚେରୀ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଥିଲେ ଓଡ଼ିଶାର ପାୟଲ ନାଗ । ସେ ବୁଧବାର ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି। ରାଜ୍ୟ କ୍ରୀଡ଼ା…

ଇଂଲଣ୍ଡ ପାଇଁ ବଡ଼ ଝଟକା; ODI-T20 ସିରିଜରୁ ବାଦ୍ ପଡ଼ିଲେ…

ଲଣ୍ଡନ,୧୧।୧୧: ଅଷ୍ଟ୍ରେଲିଆ ଗସ୍ତ ପୂର୍ବରୁ ଇଂଲଣ୍ଡ କ୍ରିକେଟ୍‌ ଦଳକୁ ଲାଗିଛି ବଡ଼ ଝଟ୍‌କା। ଦଳର ଷ୍ଟାର୍‌ ବ୍ୟାଟର୍‌ ଜାକବ୍‌ ବେଥେଲ୍‌ ଆହତ ହୋଇ ଅଷ୍ଟ୍ରେଲିଆ ଗସ୍ତରୁ ବାଦ୍‌ ପଡ଼ିଛନ୍ତି । ସେ ଦିନିକିଆ ସହ…

କେଏଲ୍‌ ରାହୁଲଙ୍କ ସ୍ଥାନରେ କିଏ? ଭାରତ ପାଇଁ ୫-୬-୭ ନମ୍ବର ସ୍ଥାନରେ କିଏ ବ୍ୟାଟିଂ କରିବ ଜାଣନ୍ତୁ

ନୂଆଦିଲ୍ଲୀ,୧୧ା୧୧: ଭାରତୀୟ ଦିନିକିଆ ଦଳରେ କେଏଲ୍‌ ରାହୁଲଙ୍କ ସ୍ଥାନ ପୂରଣ କରିବା ସହଜ ନୁହେଁ। କାରଣ ସେ କେବଳ ୱିକେଟ୍‌କିପିଂ ନୁହେଁ, ବରଂ ଯେକୌଣସି ବ୍ୟାଟିଂ କ୍ରମରେ ଖେଳିବାର ଦକ୍ଷତା ରଖନ୍ତି । ନ୍ୟୁଜିଲାଣ୍ଡ…

ଗ୍ରାହକଙ୍କୁ ଡବଲ ଝଟକା! Mother Dairy ପରେ ଲିଟର ପିଛା ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର

ନୂଆଦିଲ୍ଲୀ: ଏଣିକି ଚା’ ଓ କଫି ପିଇବା ମଧ୍ୟ ମହଙ୍ଗା ହେବାକୁ ଯାଉଛି । ପ୍ରଥମେ ମଦର ଡେରୀ କ୍ଷୀର ଦର ବୃଦ୍ଧି କରିଥିବା ବେଳେ ଏବେ ଦେଶର ପ୍ରମୁଖ ଡେରୀ କମ୍ପାନୀ ଅମୁଲ୍‌…

ସ୍ୱଚ୍ଛତାରେ ଓଡ଼ିଶାକୁ ଜାତୀୟ ସମ୍ମାନ! ସ୍ୱଚ୍ଛ ଉପକୂଳ ସହର ବର୍ଗରେ…

ଭୁବନେଶ୍ୱର,୧୧ା୧୧: ସହରାଞ୍ଚଳର ପରିମଳ ବ୍ୟବସ୍ଥା, ସ୍ୱଚ୍ଛତା ଓ ସ୍ଥାୟୀ ବର୍ଜ୍ୟବସ୍ତୁ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରୟାସ ପାଇଁ ଜାତୀୟ ସ୍ତରରେ ସ୍ୱୀକୃତି ହାସଲ କରିଛି ଓଡ଼ିଶା । ସ୍ୱଚ୍ଛ ସର୍ବେକ୍ଷଣ ପୁରସ୍କାର ୨୦୨୫-୨୬ରେ ସ୍ୱଚ୍ଛ ଉପକୂଳ ସହର ବର୍ଗରେ ପୁରୀ ଶ୍ରେଷ୍ଠ…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ମେଟ୍ରୋ ପ୍ରକଳ୍ପରୁ ନେଇ ଭାରତର ସଂଗ୍ରହାଳୟ ପର୍ଯ୍ୟନ୍ତ, ଜାଣନ୍ତୁ କ୍ୟାବିନେଟର ୫ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୧।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର (ନଭେମ୍ୱର ୧୧, ୨୦୨୬) ଦିନ କେନ୍ଦ୍ର କ୍ୟାବିନେଟର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ଟି ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଥିରେ ପ୍ରଥମ ବଡ଼ ନିଷ୍ପତ୍ତି ହେଉଛି…

ବାତ୍ୟା ଅର୍ଣ୍ଣବ: ଗଞ୍ଜାମ-ଗଜପତି-କନ୍ଧମାଳ ପାଇଁ ଘୋଷଣା ହେଲା ରିଲିଫ, ୫୦ କେଜି ଚାଉଳ ସାଙ୍ଗକୁ ମିଳିବ ଏତିକି ଟଙ୍କା

ଭୁବନେଶ୍ୱର,୧୧ା୧୧: ବାତ୍ୟା ଅର୍ଣ୍ଣବ ପ୍ରଭାବରେ କ୍ଷତିଗ୍ରସ୍ତ ପରିବାର ପାଇଁ ରିଲିଫ ଘୋଷଣା କରାଯାଇଛି । ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୂର୍ବରୁ ସହାୟତା ଘୋଷଣା କରିଥିବା ବେଳେ ଆଜି ରିଲିଫ ଘୋଷଣା କରାଯାଇଛି । ଏନେଇ SRCଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା…

ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ, ଗୁଳିମାଡ଼ରେ ୩ CRPF ଯବାନ…

ନୂଆଦିଲ୍ଲୀ, ୧୧।୧୧: ଜମ୍ମୁ-କଶ୍ମୀରର କୁଲଗାମ ଜିଲାରେ CRPF ଯବାନଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି । ବାଇକ୍‌ରେ ଆସିଥିବା ଆତଙ୍କବାଦୀଙ୍କ ଗୁଳିମାଡ଼ରେ ୩ ଜଣ CRPF ଯବାନ ଆହତ ହୋଇଛନ୍ତି । ଆକ୍ରମଣ ପରେ ଆତଙ୍କବାଦୀମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି ।…

ଏୟାରଇଣ୍ଡିଆ ବିମାନକୁ ଅପହରଣ ଧମକ, ଉଡ଼ାଣ ପୂର୍ବରୁ ପାଇଖାନାରୁ ମିଳିଲା…

କୋଲକାତା,୧୧ା୧୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷ ବିମାନବନ୍ଦରରେ ଖେଳିଯାଇଛି ହଇଚଇ। କୋଲକାତାରୁ ମୁମ୍ବାଇ ଅଭିମୁଖେ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନକୁ ଉଡ଼ାଣ ପୂର୍ବରୁ କ୍ୟାନ୍‌ସେଲ୍‌ କରାଯାଇଛି। ବିମାନର ପାଇଖାନାରୁ ଏକ କାଗଜପତ୍ରରେ ଅପହରଣ ଧମକପୂର୍ଣ୍ଣ ନୋଟ୍‌ ମିଳିବା ପରେ ଏହି…

ପୃଥିବୀର ମାଲିକ

ବିଶ୍ୱର ଅନ୍ୟତମ ପ୍ରମୁଖ ଟେକ୍‌ କମ୍ପାନୀ ତଥା ଏଆଇ ଆଧାରିତ ଅତ୍ୟାଧୁନିକ ଚିପ୍ସ ପ୍ରସ୍ତୁତ କରୁଥିବା ଆମେରିକାର ଏନ୍‌ଭିଡିଆ କମ୍ପାନୀର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ତଥା ସହ-ପ୍ରତିଷ୍ଠାତା ଜେନ୍‌ସେନ୍‌ ହୁଆଙ୍ଗଙ୍କୁ ନେଇ ଏବେ ବିଶ୍ୱବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଛି। ଆମେରିକାର…

୨୦୨୭ ବିଶ୍ୱକପ ପରେ ବିରାଟଙ୍କ ଅବସର ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ! କୋଚ୍‌ଙ୍କ ବଡ଼ ଖୁଲାସା, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୧୧।୧୧: ବିରାଟ କୋହଲି ଭାରତ ପାଇଁ ବର୍ତ୍ତମାନ କେବଳ ଦିନିକିଆ ଫର୍ମାଟ୍‌ରେ ଖେଳୁଛନ୍ତି। ସେ ୨୦୨୪ରେ ଟି-୨୦ ଅନ୍ତର୍ଜାତୀୟ ଏବଂ ୨୦୨୫ରେ ଟେଷ୍ଟ କ୍ରିକେଟରୁ ଅବସର ନେଇଥିଲେ। ଏବେ ଚର୍ଚ୍ଚା ଜୋର ଧରିଛି ଯେ, ସେ ୨୦୨୭ ବିଶ୍ୱକପ ପରେ…

୧୩ରେ ଲଘୁଚାପ, ବଢ଼ିବ ଶୀତ

ଭୁବନେଶ୍ୱର, ୧୧ା୧୧(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ। ବର୍ତ୍ତମାନ ଉତ୍ତରପ୍ରଦେଶର ଉତ୍ତର-ପଶ୍ଚିମଠାରୁ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ପର୍ଯ୍ୟନ୍ତ ଏକ ଟ୍ରଫ୍‌ ଲମ୍ବିଛି। ଏହା ଛତିଶଗଡ଼ ଏବଂ ଓଡ଼ିଶା ମଧ୍ୟଦେଇ ସମୁଦ୍ରପତ୍ତନଠାରୁ ୩.୧ କି.ମି ଉପରେ ଗତି…

ହାର୍ଦ୍ଦିକ-ଅର୍ଶଦୀପଙ୍କ ଟ୍ରେଡ୍‌ ଡିଲ୍‌ ଉପରେ ମୋହର ଲଗାଇଲା BCCI: ହୋଇଗଲା କନଫର୍ମ! ଏହି ଦଳକୁ ଯିବେ ଦୁହେଁ…

ନୂଆଦିଲ୍ଲୀ,୧୦।୧୧: ଆଇପିଏଲ ଇତିହାସର ସବୁଠାରୁ ବଡ଼ ଟ୍ରେଡ୍‌ ଡିଲ ଉପରେ ଲାଗିଛି ଆଧିକାରିକ ମୋହର। ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଅର୍ଶଦୀପ ସିଂହଙ୍କ ଟ୍ରେଡ୍‌ ଡିଲକୁ ବିସିସିଆଇ ମଞ୍ଜୁରି ଦେଇଛି। ଏକ ଗଣମାଧ୍ୟମ ରିପୋର୍ଟରୁ ଏହି ଖବର ସାମ୍ନାକୁ ଆସିଛି। ରିପୋର୍ଟରେ ବିସିସିଆଇ…

ଗାଦି ପାଇବେ କି ଗାଦି

ଗୋଟେ ମାସରୁ କମ୍‌ ସମୟ ମଧ୍ୟରେ ୪ଟି ଦେଶରେ ଗୁରୁତ୍ୱପୂର୍ଣ୍ଣ ୪ଟି ଘଟଣା ଦେଖିବାକୁ ମିଳିଛି। ସେହି ଦେଶଗୁଡ଼ିକ ହେଲା ଇସ୍ରାଏଲ୍‌, ଆମେରିକା, ସର୍ବିୟା ଓ ବ୍ରାଜିଲ। ଏହି ଦେଶଗୁଡ଼ିକର ରାଜନୀତିକ ଉତ୍ଥାନ ପତନ ଆଲୋଚନାର ବିଷୟ ପାଲଟିଛି। ସଦ୍ୟ ଘଟଣା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୧ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଅକ୍ଟୋବର, ୨୦୨୬ )

View

Video News

ନିଜ ଝିଅ ବିଦା କଲା ଭଳି ଦୁଃଖ ଲାଗୁଛି

ନିଆଳି ଛେନା ବ୍ୟବସାୟୀଙ୍କ ନାମରେ ଏତଲା

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri