ପବନରେ ଉଡ଼ି କ୍ୟାଚ ଧରିଲେ ରୋହିତ, ଫିଲ୍ଡିଂ ଦେଖି ତାଜୁବ କ୍ରିକେଟ ଫ୍ୟାନ୍ସ! ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ, ୧୩।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜରେ ନିଜ ଫିଲ୍ଡିଂର ମାନଦଣ୍ଡକୁ ଉଚ୍ଚସ୍ତରକୁ ନେଇଯାଇଛନ୍ତି ରୋହିତ ଶର୍ମା। ଚତୁର୍ଥ ଦିନିକିଆ ମ୍ୟାଚରେ ଆକାଶକୁ ଡେଇଁ ଫିନ ଆଲେନଙ୍କ ଚମତ୍କାର କ୍ୟାଚ ଧରି ସେ ଚର୍ଚ୍ଚାକୁ…

ସୁନା-ରୁପା ଦରରେ ବଡ଼ ହ୍ରାସ, ୧ ଲକ୍ଷ ପାଖେଇଲା….

ନୂଆଦିଲ୍ଲୀ,୧୩।୧୧: ସୁନା ଓ ରୁପା ଦରରେ ହ୍ରାସ ଜାରି ରହିଛି । ସୁନା ଦରରେ ବଡ଼ ହ୍ରାସ ପରେ ୧୮ କ୍ୟାରେଟ୍‌ ସୁନାର ମୂଲ୍ୟ ମଧ୍ୟ ୧ ଲକ୍ଷ ଟଙ୍କା ପାଖାପାଖି ପହଞ୍ଚିଛି ।…

ଅଘୋଷିତ ନିର୍ଦ୍ଦେଶ: ଏଣିକି ମହିଳାଙ୍କ ଚିକିତ୍ସା କରିପାରିବେ ନାହିଁ ପୁରୁଷ ଡାକ୍ତର; ଏମରଜେନ୍ସିରେ ଜଣେ ପୁରୁଷ ଅଭିଭାବକଙ୍କ ଉପସ୍ଥିତି ବାଧ୍ୟତାମୂଳକ

କାବୁଲ,୧୩।୧୧: ଆଫଗାନିସ୍ତାନରେ, ତାଲିବାନj ଅଘୋଷିତ କଟକଣା ଯୋଗୁ ମହିଳାମାନଙ୍କ ପାଇଁ ମୌଳିକ ସ୍ବାସ୍ଥ୍ୟସେବା ପାଇବା ଅତ୍ୟନ୍ତ କଷ୍ଟକର ହୋଇପଡ଼ିଛି। ‘ଦି ଗାର୍ଡିଆନ’ (The Guardian) ଏବଂ ‘ଜାନ ଟାଇମ୍ସ’ (Zan Times) ର ଏକ…

ଦାରିଙ୍ଗବାଡିରେ ପାରଦ ତଳମୁହାଁ: ଛୁଟୁଛି ପର୍ଯ୍ୟଟକଙ୍କ ସୁଅ

ଦାରିଙ୍ଗବାଡି, ୧୩।୧୧ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଗତ ୨ ଦିନ ହେଲା ଶୀତର ପ୍ରକୋପ ବୃଦ୍ଧି ପାଉଛି। ପାରଦ ତଳମୁହାଁ ହୋଇ ଶୁକ୍ରବାର ସକାଳ ୮ ଟା ସୁଦ୍ଧା ତାପମାତ୍ରା ୧୩.୦୫…

ଦେବାଳୟ ଉପରେ ଦୁର୍ବୃତ୍ତଙ୍କ ଲୋଲୁପଦୃଷ୍ଟି: ମୂଲ୍ୟବାନ ସାମଗ୍ରୀ ଗାଏବ

ଅମରପାଲି,୧୩୧୧(ପୀତାମ୍ବର ସାହୁ):ଦେବଦେବୀଙ୍କ ପୀଠ ଏବେ ଦୁର୍ବୃତ୍ତଙ୍କ ଟାର୍ଗେଟରେ। ରାତିର ଅନ୍ଧାରରେ ମନ୍ଦିରର ତାଲା ଭାଙ୍ଗି କେଉଁଠି ହୁଣ୍ଡି ଲୁଟ ହେଉଛି ତ ଆଉ କେଉଁଠି ବିରଳ ମୂର୍ତ୍ତି, ଅଳଙ୍କାର ଓ ମୂଲ୍ୟବାନ ସାମଗ୍ରୀ ଗାଏବ…

ଯୋଡାରେ ଚାଞ୍ଚଲ୍ୟ, ଭଡ଼ା ଘରୁ ଶିକ୍ଷୟିତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କେନ୍ଦୁଝର,୧୩।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ଯୋଡା ଥାନା ଅନ୍ତର୍ଗତ ଯୋଡା ସହର କଣ୍ଟ୍ରାକ୍ଟର କଲୋନୀରେ ଅଭାବନୀୟ ଘଟଣା । ଏକ ଭଡ଼ା ଘରୁ ଉଦ୍ଧାର ହେଲା ଶିକ୍ଷୟିତ୍ରୀଙ୍କ ଝୁଲନ୍ତା ମୃତଦେହ ।…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୧୫ରେ ଅବପାତ, ବାତ୍ୟା ଆକଳନ କଲା ବିଦେଶୀ ମଡେଲ

ଭୁବନେଶ୍ୱର, ୧୩ା୧୧:ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ଶୁକ୍ରବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ପରବର୍ତ୍ତୀ ସମୟରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଶନିବାର ବେଳକୁ ସ୍ପଷ୍ଟ ଲଘୁଚାପ ଏବଂ ୧୫ ତାରିଖ…

ବିଶ୍ୱବ୍ୟାପୀ ମାଇକ୍ରୋସଫ୍ଟ ସେବା ଠପ୍‌; ଲକ୍ଷ ଲକ୍ଷ ଉପଭୋକ୍ତା ଆଉଟଲୁକ (Outlook) ବ୍ୟବହାର କରିବାରେ ସମସ୍ୟା; OpenAI ଉପରେ ମଧ୍ୟ ପ୍ରଭାବ

ଓ୍ବାଶିଂଟନ,୧୩।୧୧: ଗୁରୁବାର ଏବଂ ଶୁକ୍ରବାର ସକାଳେ ଏକ ବୈଷୟିକ ତ୍ରୁଟି ଯୋଗୁ ବିଶ୍ୱବ୍ୟାପୀ ମାଇକ୍ରୋସଫ୍ଟର ଅନେକ ପ୍ରମୁଖ ପ୍ଲାଟଫର୍ମ ପ୍ରଭାବିତ ହୋଇଥିଲା। ଆଉଟଲୁକ (Outlook), ମାଇକ୍ରୋସଫ୍ଟ ଟିମ୍ସ (Microsoft Teams), କୋପାଇଲଟ (Copilot) ଏବଂ ମାଇକ୍ରୋସଫ୍ଟ ୩୬୫ (Microsoft 365) ଭଳି…

ଟସ ଜିତିଲା ଟିମ ଇଣ୍ଡିଆ: ଶ୍ରେୟସ ଆୟରଙ୍କ ହାତରେ ଅଧିନାୟକ ଦାୟିତ୍ୱ,ବାଦ୍‌ ପଡ଼ିଲେ…

ମାଉଣ୍ଟ ମାଉଙ୍ଗାନୁଇ,୧୩।୧୧:ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ ଆଜି ଖେଳାଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି ଭାରତ। ଶୁବମନ ଗିଲଙ୍କ ଅନୁପସ୍ଥିତିରେ ଦଳର ନେତୃତ୍ୱ ନେଉଛନ୍ତି ଶ୍ରେୟସ…

ମହଙ୍ଗା ହେବ ବସ ଯାତ୍ରା, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୨।୧୧: ଏଣିକି ମହଙ୍ଗା ହେବ ବସ ଯାତ୍ରା। ଗୁରୁବାର ରାଜ୍ୟ ସରକାର ବସ ଭଡ଼ା ବୃଦ୍ଧି କରିଛନ୍ତି। ସବୁଠାରୁ ଅଧିକ ସ୍ଲିପର ଏସି କୋଚ ବସ ଭଡ଼ା କିମି ପିଛା ୪ ଟଙ୍କା ୬୧ ପଇସା ବଢିଥିବା ବେଳେ ଅର୍ଡିନାରୀ ବସ…

Nvidiaର ସିଇଓ ପଦରୁ ଇସ୍ତଫା ଦେଲେ ଜେନସେନ ହୁଆଙ୍ଗ; ଜଣେ ଚାଇନିଜ ମହିଳାଙ୍କ ସହ ସମ୍ପର୍କକୁ ନେଇ ସୃଷ୍ଟି ହେଲା ବିବାଦ

ହଙ୍ଗକଙ୍ଗ,୧୨।୧୧: Nvidia (ଏନଭିଡିଆ) ର ସିଇଓ ଜେନସେନ ହୁଆଙ୍ଗ ଗତ କିଛି ଦିନ ଧରି ଆଲୋଚନାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ଜଣେ ଚାଇନିଜ ଗୁପ୍ତଚରଙ୍କ ସହ ତାଙ୍କର ସମ୍ପର୍କ ଥିବା ନେଇ ଖବର ଆସିବା ପରେ ସେ ଚର୍ଚ୍ଚାରେ ରହିଥିଲେ ଏବଂ ଏହାକୁ…

ବଡ଼ ଘୋଷଣା କରି ଚମକାଇଦେଲେ ବିଧାୟକ ସାରଦା, ରାଉରକେଲା ରାଜନୀତିରେ ଚର୍ଚ୍ଚା

ଭୁବନେଶ୍ବର,୧୨।୧୧: ବଡ଼ ଘୋଷଣା କଲେ ରାଉରକେଲା ବିଧାୟକ ସାରଦା ନାୟକ । ୨୦୨୯ ନିର୍ବାଚନ ଲଢ଼ିବେ ନାହିଁ ବୋଲି ସେ ଘୋଷଣା କରିଛନ୍ତି । ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ନିର୍ବାଚନ ରାଜନୀତିରୁ ଦୂରେଇ ରହିବେ ବୋଲି ସେ ବୟାନରେ କହିଛନ୍ତି ।…

ଅନୁଷ୍କା ଶର୍ମାଙ୍କୁ ଦୁଇ ଫର୍ମାଟ୍‌ର ଅଧିନାୟିକା ଦାୟିତ୍ୱ: ଘୋଷଣା ହେଲା ଇଣ୍ଡିଆ ‘ଏ’ର ୩ଟି ଟିମ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ, ୧୨।୧୧: ଭାରତୀୟ ମହିଳା କ୍ରିକେଟରେ ନିଜ ପ୍ରତିଭା ଦେଖାଇବା ପାଇଁ ଯୁବ ଖେଳାଳିଙ୍କୁ ମିଳିବ ଆଉ ଏକ ବଡ଼ ସୁଯୋଗ। ଇଂଲଣ୍ଡ ‘ଏ’ ମହିଳା ଦଳ ଭାରତ ଗସ୍ତରେ ଆସି ତିନୋଟି ଫର୍ମାଟରେ ମ୍ୟାଚ ଖେଳିବ। ଏହି ସିରିଜ ପାଇଁ…

ନେପାଳରେ ଭୂକମ୍ପର ପ୍ରଚଣ୍ଡ ଝଟ୍‌କା! ରିକ୍ଟର ସ୍କେଲରେ ତୀବ୍ରତା ୪.୯

ନୂଆଦିଲ୍ଲୀ,୧୨।୧୧: ଆଜି ସକାଳେ ଭାରତର ପଡ଼ୋଶୀ ଦେଶ ନେପାଳରେ ଭୂକମ୍ପ ଅନୁଭୂତ ହୋଇଛି, ଯାହାଫଳରେ ପ୍ରଚ଼ଣ୍ଡ ଝଟକାରେ ପୃଥିବୀ ଥରି ଉଠିଛି। ଲୋକଙ୍କ ମଧ୍ୟରେ ମଧ୍ୟ ଆତଙ୍କର ବାତାବରଣ ଦେଖାଦେଇଛି। ଆଜି ସକାଳ ପ୍ରାୟ ସାଢ଼େ ୪ଟା ସମୟରେ ଆସିଥିବା ଏହି…

ସମ୍ୱଲପୁରରେ କୃଷକଙ୍କ ବିଶାଳ ବିକ୍ଷୋଭ ସମାବେଶ

ସମ୍ୱଲପୁର,୧୨ା୧୧(ପ୍ରମୋଦ ବହିଦାର): ଚାଷୀଙ୍କ ସମସ୍ୟା ସମାଧାନ ନ ହେଲେ ଗଁା ଗଁାରେ ହେବ ଆନ୍ଦୋଳନ। ମଣ୍ଡିରେ ପଡ଼ିବ ତାଲା ଏବଂ କୌଣସି ଜନ ପ୍ରତିନିଧିଙ୍କୁ ଗଁାକୁ ପୂରାଇ ଦିଆଯିବନାହିଁ ବୋଲି ଚାଷୀ ନେତାମାନେ ସମ୍ୱଲପୁରରେ ବୁଧବାର ଆୟୋଜିତ କୃଷକଙ୍କ ବିଶାଳ ବିକ୍ଷୋଭ…

ସ୍ୱଚ୍ଛତାରେ ଓଡ଼ିଶାକୁ ଜାତୀୟ ସମ୍ମାନ! ସ୍ୱଚ୍ଛ ଉପକୂଳ ସହର ବର୍ଗରେ…

ଭୁବନେଶ୍ୱର,୧୧ା୧୧: ସହରାଞ୍ଚଳର ପରିମଳ ବ୍ୟବସ୍ଥା, ସ୍ୱଚ୍ଛତା ଓ ସ୍ଥାୟୀ ବର୍ଜ୍ୟବସ୍ତୁ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରୟାସ ପାଇଁ ଜାତୀୟ ସ୍ତରରେ ସ୍ୱୀକୃତି ହାସଲ କରିଛି ଓଡ଼ିଶା । ସ୍ୱଚ୍ଛ ସର୍ବେକ୍ଷଣ ପୁରସ୍କାର ୨୦୨୫-୨୬ରେ ସ୍ୱଚ୍ଛ ଉପକୂଳ ସହର ବର୍ଗରେ ପୁରୀ ଶ୍ରେଷ୍ଠ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୨ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଅକ୍ଟୋବର, ୨୦୨୬ )

View

Video News

ନିଜ ଝିଅ ବିଦା କଲା ଭଳି ଦୁଃଖ ଲାଗୁଛି

ନିଆଳି ଛେନା ବ୍ୟବସାୟୀଙ୍କ ନାମରେ ଏତଲା

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri