କୋହଲିଙ୍କ ନାଁରେ ଅଲୋଡ଼ା ରେକର୍ଡ: ସଚିନ ତେନ୍ଦୁଲକରଙ୍କ ସହ ହେଲେ ସମକକ୍ଷ

ମାଉଣ୍ଟ ମାଉଙ୍ଗାନୁଇ,୧୪।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆରେ ଭାରତୀୟ ଷ୍ଟାର ବ୍ୟାଟର ବିରାଟ କୋହଲିଙ୍କ ନାଁରେ ଯୋଡ଼ି ହୋଇଛି ଏକ ଅଲୋଡ଼ା ରେକର୍ଡ। ମାଉଣ୍ଟ ମାଉଙ୍ଗାନୁଇର ବେ ଓଭାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ…

ଭାଲୁଡୁଙ୍ଗୁରୀ ହାତୀପଲଙ୍କ ଉପଦ୍ରବ:ଧାନ ଫସଲ ନଷ୍ଟ, ଚାଷୀ ଆତଙ୍କିତ

ଅମରପାଲି,୧୪ା୧୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଭାଲୁଡୁଙ୍ଗୁରୀ ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଛି। ଗତ ବିଳମ୍ବିତ ରାତିରେ ପ୍ରାୟ ୮ଟି ହାତୀ ଗ୍ରାମ ନିକଟସ୍ଥ…

ଯିଏ ତାଙ୍କୁ ‘ଶୂନ’ରେ ଆଉଟ୍‌ କରିଥିଲେ, ମ୍ୟାଚ୍‌ ପରେ ତାଙ୍କୁ ହିଁ ବଡ଼ ଉପହାର ଦେଲେ କୋହଲି

ନୂଆଦିଲ୍ଲୀ,୧୪।୧୧:ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆରେ ଭାରତୀୟ ଦଳର ଅତ୍ୟନ୍ତ ନୈରାଶ୍ୟଜନକ ପ୍ରଦର୍ଶନ। ମାତ୍ର ୮୯ ରନ୍‌ରେ ଅଲଆଉଟ ହୋଇ ୨୪୪ ରନ୍‌ର ବୃହତ୍‌ ବ୍ୟବଧାନରେ ପରାସ୍ତ ହୋଇଛି ଟିମ ଇଣ୍ଡିଆ। ଭାରତର ଏହି ଦୟନୀୟ…

୮ ବର୍ଷୀୟା ଝିଅକୁ ଗଣବଳାତ୍କାର: ଘରୁ ଡାକିନେଲେ ୨ ନାବାଳକ, ଆଉ ତା’ପରେ…

ପଟ୍ଟାମୁଣ୍ଡାଇ, ୧୪ା୧୧(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଞ୍ଚଳର ଜଣେ ୮ ବର୍ଷୀୟା ନାବାଳିକା ଗଣବଳାତ୍କାରର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ୨ଜଣ ବି ହେଉଛନ୍ତି ନାବାଳକ। ପୀଡିତା ନାବାଳିକାଙ୍କ ମା’ଙ୍କ…

ବିଶ୍ୱବ୍ୟାପୀ କମ୍ପାନୀ, ସରକାରୀ ସଂସ୍ଥା ପ୍ରଭାବିତ

ହଂକଂ,୧୪ା୧୧: ଆଉଟ୍‌ଲୁକ୍‌ ଓ ଟିମ୍ସ ସମେତ ମାଇକ୍ରୋସଫ୍ଟର କାର୍ଯ୍ୟସ୍ଥଳ ସେବାରେ ବ୍ୟାଘାତ ଯୋଗୁ ଭାରତରେ ୟୁଜରମାନଙ୍କ ସମେତ ବିଶ୍ୱବ୍ୟାପୀ ବହୁ କମ୍ପାନୀ ଓ ସରକାରୀ ସଂସ୍ଥାଗୁଡ଼ିକର କାର୍ଯ୍ୟ ବ୍ୟାହତ ହୋଇଛି। ଦୀର୍ଘ ସମୟ ଧରି…

ପାକିସ୍ତାନ-ଶ୍ରୀଲଙ୍କା ଟେଷ୍ଟ ଡ୍ର ପରେ WTC ପଏଣ୍ଟ ଟେବୁଲରେ ବଡ଼ ହଲଚଲ: ଭାରତ କେତେ ସ୍ଥାନରେ, ଦେଖନ୍ତୁ ତାଲିକା…

ନୂଆଦିଲ୍ଲୀ,୧୪।୧୧: ପାକିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ଦୁଇଟି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମୁକାବିଲା ଡ୍ର ରହିଛି। ରାୱଲପିଣ୍ଡିରେ ଖେଳାଯାଇଥିବା ଏହି ଟେଷ୍ଟ ମ୍ୟାଚରେ ଉଭୟ ଦଳ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି: କାର୍ଯ୍ୟକାରୀ ହେବ ଶିକ୍ଷକ, ଅଣଶିକ୍ଷକଙ୍କ ୧୫ ଦାବି

ଭୁବନେଶ୍ୱର,୧୪।୧୧(ସୁନିତ୍‌ ମିଶ୍ର):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତଥା ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସରକାରୀ ଶିକ୍ଷାନୁଷ୍ଠାନ, ବେସରକାରୀ ଅନୁଦାନପ୍ରାପ୍ତ ଓ ଅଣ ଅନୁଦାନପ୍ରାପ୍ତ ବେସରକାରୀ ଶିକ୍ଷାନୁଷ୍ଠାନରେ କାର୍ଯ୍ୟରତ ଶିକ୍ଷକ, ଅଧ୍ୟାପକ ଏବଂ କର୍ମଚାରୀ ସଂଘଗୁଡ଼ିକର ୧୫ ଦାବିକୁ ରାଜ୍ୟ ସରକାରୀ କାର୍ଯ୍ୟକାରୀ…

ସୃଷ୍ଟି ହେଲା ଲଘୁଚାପ, ୧୬ରେ ବାତ୍ୟା ଆଶଙ୍କା: ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର, ୧୪ା୧୧ (ବନ୍ଦନା ସେଠୀ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଶନିବାର ସୁଦ୍ଧା ଆହୁରି ସ୍ପଷ୍ଟ ଚିହ୍ନିତ ହେବା ସମ୍ଭାବନା ରହିଛି। ସେହିପରି ୧୫ ତାରିଖ ସକାଳ ସୁଦ୍ଧା ଲଘୁଚାପ ଅବପାତରେ…

ପ୍ରକାଶ ପାଇଲା ଦଶମ ଶ୍ରେଣୀ ପରୀକ୍ଷା ତାରିଖ: ଏହି ଦିନ ସକାଳ ୯ଟାରୁ ଆରମ୍ଭ ହେବ ପରୀକ୍ଷା, ଜାଣନ୍ତୁ ସମ୍ପୂର୍ଣ୍ଣ…

ଭୁବନେଶ୍ୱର, ୧୩।୧୧: ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷାବର୍ଷର ଦଶମ ଶ୍ରେଣୀ (ମାଟ୍ରିକ୍) ବୋର୍ଡ ପରୀକ୍ଷା ପାଇଁ ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ପ୍ରକାଶିତ ସୂଚୀ ଅନୁଯାୟୀ, ଆସନ୍ତା ମାର୍ଚ୍ଚ ୧୨ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ…

ଆସାମରେ ମର୍ମନ୍ତୁଦ ଦୁର୍ଘଟଣା: କଣ୍ଟେନର ଟ୍ରକ୍‌ ସହ ମିନି ବସ୍‌ ମୁହାଁମୁହିଁ, ଚାଲିଗଲା ୨୩ ଯାତ୍ରୀଙ୍କ ଜୀବନ

କାଜିରଙ୍ଗା,୧୩।୧୧: ଆସାମ କାଜିରଙ୍ଗାରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କଣ୍ଟେନର ଟ୍ରକ୍‌ ସହ ମିନି ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ୨୩ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ୨୦ଜଣ ଯାତ୍ରୀ ଆହତ ହୋଇଛନ୍ତି।…

ଜଷ୍ଟିସ୍‌ ବିଭୂପ୍ରସାଦ ରାଉତରାୟଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ୱ, ଆସନ୍ତା…

କଟକ,୧୩।୧୧: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବରିଷ୍ଠ ବିଚାରପତି ଜଷ୍ଟିସ୍‌ ବିଭୂପ୍ରସାଦ ରାଉତରାୟଙ୍କୁ ନିଯୁକ୍ତି ମିଳିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅନୁମୋଦନ କ୍ରମେ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ଏ ସଂକ୍ରାନ୍ତରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଟିମ ଇଣ୍ଡିଆର ଲଜ୍ଜାଜନକ ପରାଜୟ: ଖାତା ଖୋଲିପାରିଲେନି ଷ୍ଟାର ଖେଳାଳି, ବଡ଼ ବ୍ୟବଧାନରେ ଜିତିଲା ନ୍ୟୁଜିଲାଣ୍ଡ

ନୂଆଦିଲ୍ଲୀ, ୧୩।୧୧: ଭାରତୀୟ କ୍ରିକେଟ ଟିମ ଓ ନ୍ୟୁଜିଲାଣ୍ଡ କ୍ରିକେଟ ଟିମ ମଧ୍ୟରେ ବେ ଓଭାଲ, ମାଉଣ୍ଟ ମାଉଙ୍ଗାନୁଇରେ ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଚତୁର୍ଥ ମୁକାବିଲା ଖେଳାଯାଇଥିଲା। ଏହି ମ୍ୟାଚରେ ଟିମ ଇଣ୍ଡିଆ ଟସ୍‌ ଜିତି ପ୍ରଥମେ ବୋଲିଂ…

ମାଇକ୍ରୋସଫ୍ଟ ସେବା ବ୍ୟାହତ ଯୋଗୁ ଭାରତରେ ବିମାନ ସେବା ପ୍ରଭାବିତ; ୩ଟି ବିମାନ ବାତିଲ, ୨ଟି ବିଳମ୍ବିତ

ନୂଆଦିଲ୍ଲୀ,୧୩।୧୧: ମାଇକ୍ରୋସଫ୍ଟ (Microsoft) ସେବାରେ ବ୍ୟାଘାତ ଯୋଗୁ ଭାରତରେ ବିମାନ ସେବା ଉପରେ ଏହାର ପ୍ରଭାବ ପଡ଼ିଛି। ସ୍ପାଇସଜେଟ (SpiceJet) ଦିଲ୍ଲୀରୁ ଛାଡୁଥିବା ନିଜର ତିନୋଟି ବିମାନ ଉଡ଼ାଣକୁ ବାତିଲ କରିଦେଇଛି। ଅନ୍ୟ ବିମାନ କମ୍ପାନୀଗୁଡ଼ିକରେ ବର୍ତ୍ତମାନ ସୁଦ୍ଧା ଏଭଳି କୌଣସି…

ପୁଣି ମାଡିଆସୁଛି ବାତ୍ୟା: ଏହି ତାରିଖ ସନ୍ଧ୍ୟା ସୁଦ୍ଧା…

ଭୁବନେଶ୍ୱର, ୧୩।୧୧: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ଶୁକ୍ରବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ପରବର୍ତ୍ତୀ ସମୟରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଶନିବାର ବେଳକୁ ସ୍ପଷ୍ଟ ଲଘୁଚାପ ଏବଂ ୧୫…

ୱିଲ ୟଙ୍ଗଙ୍କ ଜବରଦସ୍ତ ଶତକ: ଭାରତକୁ ବିଶାଳ ଟାର୍ଗେଟ୍‌ ଦେଲା ନ୍ୟୁଜିଲାଣ୍ଡ

ମାଉଣ୍ଟ ମାଉଙ୍ଗାନୁଇ,୧୩।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚତୁର୍ଥ ଦିନିକିଆ ମ୍ୟାଚ୍‌ରେ ଟିମ ଇଣ୍ଡିଆ ସମ୍ମୁଖରେ ୩୩୪ ରନ୍‌ର ବିଜୟ ଲକ୍ଷ୍ୟ ରହିଛି। ଗୋଟିଏ ସମୟରେ ନ୍ୟୁଜିଲାଣ୍ଡ ୩୫୦ରୁ ୩୬୦ ରନ୍‌ର ବଡ଼ ସ୍କୋର ଆଡ଼କୁ ଅଗ୍ରସର ହେଉଥିଲା। କିନ୍ତୁ ଶେଷ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୧୫ରେ ଅବପାତ, ବାତ୍ୟା ଆକଳନ କଲା ବିଦେଶୀ ମଡେଲ

ଭୁବନେଶ୍ୱର, ୧୩ା୧୧:ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ଶୁକ୍ରବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ପରବର୍ତ୍ତୀ ସମୟରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଶନିବାର ବେଳକୁ ସ୍ପଷ୍ଟ ଲଘୁଚାପ ଏବଂ ୧୫ ତାରିଖ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୩ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଅକ୍ଟୋବର, ୨୦୨୬ )

View

Video News

ନିଜ ଝିଅ ବିଦା କଲା ଭଳି ଦୁଃଖ ଲାଗୁଛି

ନିଆଳି ଛେନା ବ୍ୟବସାୟୀଙ୍କ ନାମରେ ଏତଲା

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri