ବଡ଼ ଗୁମର ଖୋଲିଲେ ଆର୍ଯ୍ୟବୀର ସେହ୍ବାଗ: ଯନ୍ତ୍ରଣାରେ ଛଟପଟ ହେଉଥିଲେ….

ନୂଆଦିଲ୍ଲୀ,୧୭।୧୧: କ୍ରିକେଟ ପଡ଼ିଆରେ ଲଢ଼େଇ କେବଳ ବ୍ୟାଟ ଓ ବଲ୍‌ରେ ହୁଏ ନାହିଁ, ବେଳେବେଳେ ମନୋବଳ ଓ ଈଶ୍ୱରଙ୍କ ଉପରେ ବିଶ୍ୱାସ ମଧ୍ୟ ବଡ଼ ଭୂମିକା ନିଭାଇଥାଏ। ଏହାର ଉଦାହରଣ ଦେଇଛନ୍ତି ପୂର୍ବତନ ଭାରତୀୟ…

ଜୀବନ୍ତ ଫେରି ନ ପାରେ: ଇମ୍ରାନ୍‌ ଖାନ୍‌

ଇସ୍‌ଲାମାବାଦ,୧୭ା୧୧(ପି.ଟି.): ଜେଲରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଦେଶର ପ୍ରଧାନ ବିଚାରପତି ଏବଂ ଅନ୍ୟ ମୁଖ୍ୟ ବିଚାରପତିମାନଙ୍କୁ ଏକ ଖୋଲା ଚିଠି ଲେଖି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଖରାପ ହେବାରେ ଲାଗିଥିବାରୁ…

ମା’ଙ୍କ ପୁସ୍ତକ ଉନ୍ମୋଚନ ବେଳେ ରାହୁଲ ଭାବବିହ୍ବଳ

ନୂଆଦିଲ୍ଲୀ,୧୭ା୧୧: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ଲିଖିତ ଜୀବନୀ ପୁସ୍ତକ ‘ବିଲଙ୍ଗିଙ୍ଗ୍‌: ଏ ଜର୍ନି ଅଫ୍‌ ଲଭ୍‌’ର ଆନୁଷ୍ଠାନିକ ଉନ୍ମୋଚନ ସୋମବାର ନୂଆଦିଲ୍ଲୀରେ ହୋଇଛି। ଏହି କାର୍ଯ୍ୟକ୍ରମରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ଲୋକ…

ଜିଲାପାଳଙ୍କ ଜନ ଅଭିଯୋଗ ଶୁଣାଣି: ମାତ୍ର ୯୦ଟି ଅଭିଯୋଗରେ ସୀମିତ, ପ୍ରଚାର ଅଭାବ ନା ସମାଧାନ ଉପରୁ ତୁଟିଲାଣି ଭରସା

ଥୁଆମୂଳ ରାମପୁର, ୧୬।୧୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ତଥା ଆଦିବାସୀ ବହୁଳ ଥୁଆମୂଳ ରାମପୁର ବ୍ଲକ ବୈଠକ ସଭା ଗୃହ ଠାରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଓ ସମାଧାନ…

ଅମିତାଭ, ଅଭିଷେକ ବଚ୍ଚନଙ୍କୁ ହତ୍ୟା ଧମକ, ଦିଆଗଲା ଏଭଳି ଚେତାବନୀ

ମୁମ୍ବାଇ,୧୬ା୧୧: ଗ୍ୟାଙ୍ଗଷ୍ଟର ଗୋଲ୍ଡି ଧିଲୋନ୍‌ଙ୍କଠାରୁ ମେଗାଷ୍ଟାର ଅମିତାଭ ବଚ୍ଚନ ଏବଂ ଅଭିଷେକ ବଚ୍ଚନଙ୍କୁ ହତ୍ୟା ଧମକ ମିଳିଛି। ନିକଟରେ ଦିଲ୍ଲୀ ପୋଲିସ ଗୋଲ୍ଡି ଗ୍ୟାଙ୍ଗ୍‌ର ୨ ସଦସ୍ୟ ବିକାଶ ଠାକୁର ଏବଂ ଦୀପକ ସିଂଙ୍କୁ…

ଶିକ୍ଷକ ନିଯୁକ୍ତି ଦାବି: ସମାଧାନ ନ ହେଲେ ସ୍କୁଲରେ ତାଲା ପକାଇବାକୁ ଗ୍ରାମବାସୀଙ୍କ ଚେତାବନୀ

ଗୁଡାରି, ୧୬।୧୧ (ପ୍ରମୋଦ କୁମାର ପତି): ଗୋଟିଏ ଶିକ୍ଷୟିତ୍ରୀଙ୍କ ଭରସାରେ ଚାଲିଛି ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା। ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ନଥିବାରୁ ପିଲାଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଥିବା ଅଭିଯୋଗ କରି ଶିକ୍ଷକ…

ସୁନା, ରୁପା ମୂଲ୍ୟରେ ଲଗାତର ହ୍ରାସ

ନୂଆଦିଲ୍ଲୀ,୧୭ା୧୧: ଗତ କିଛିଦିନ ଧରି ସୁନା ଓ ରୁପା ମୂଲ୍ୟ ହ୍ରାସ ପାଇ ଆସିଥିଲା ବେଳେ ସୋମବାର ଉଭୟ ଧାତୁ ମୂଲ୍ୟରେ ପୁଣି ହ୍ରାସ ଘଟିଛି। ଗତ ଶୁକ୍ରବାର ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୫,୭୯୭ ଟଙ୍କା…

ନ୍ୟୁଜିଲାଣ୍ଡକୁ ୪୪୦ ଭୋଲ୍ଟର ଝଟ୍‌କା: ଭାରତ ବିପକ୍ଷ ଟେଷ୍ଟ ସିରିଜ ଆରମ୍ଭ ହେବା ପୂର୍ବରୁ ବାଦ୍‌ ପଡ଼ିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୭।୧୧: ଭାରତ ବିପକ୍ଷ ଟେଷ୍ଟ ସିରିଜ ଆରମ୍ଭ ହେବା ପୂର୍ବରୁ ନ୍ୟୁଜିଲାଣ୍ଡକୁ ଶକ୍ତ ଧକ୍କା ଲାଗିଛି। ନଭେମ୍ବର ୧୫ରେ ଖେଳାଯାଇଥିବା ପଞ୍ଚମ ଦିନିକିଆ ମ୍ୟାଚ୍‌ରେ ଆହତ ହୋଇଥିବା ମିଚେଲ ସାଣ୍ଟନର ଆସନ୍ତା ଟେଷ୍ଟ ସିରିଜ୍‌ରେ ଖେଳିପାରିବେ ନାହିଁ। ନଭେମ୍ବର ୧୭ ତାରିଖ…

ଆଜି ଭୀଷଣ ବାତ୍ୟା: ୨୦ରେ ସ୍ଥଳଭାଗ ଛୁଇଁବ, ଏହି ଦିନଠାରୁ ବଢିବ ବର୍ଷା

ଭୁବନେଶ୍ୱର, ୧୭ା୧୧(ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ। ଆଗାମୀ କିଛି ଘଣ୍ଟା ମଧ୍ୟରେ ଏହା ବାତ୍ୟାର ରୂପ ନେବା ସହ ୧୭ ତାରିଖ ସା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ଆଶଙ୍କା ରହିଛି। ପରବର୍ତ୍ତୀ ସମୟରେ ଏହା ଅଧିକ…

ଏଆଇ ଯୋଗାଣ ଶୃଙ୍ଖଳ ସୁରକ୍ଷା ଘୋଷଣାନାମାରେ ଭାରତର ସ୍ବାକ୍ଷର

ଓ୍ବାଶିଂଟନ,୧୭ା୧୧(ପି.ଟି.): ନୂତନ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଚାଇନା ସହ ବଢ଼ୁଥିବା ପ୍ରତିଦ୍ୱନ୍ଦ୍ୱିତାକୁ ଦୃଷ୍ଟିରେ ରଖି କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସମ୍ବନ୍ଧୀୟ ସାମଗ୍ରୀ ଓ ବ୍ୟବସ୍ଥାର ଯୋଗାଣ ଶୃଙ୍ଖଳକୁ ସୁରକ୍ଷିତ ରଖିବାକୁ ଏକ ସାମୂହିକ ଦାୟିତ୍ୱ ଭାବେ ବିବେଚନା କରିବାକୁ ଏକ ଘୋଷଣାନାମାରେ ଭାରତ,…

ସଂସଦ ଭବନରେ ଗୁଞ୍ଜିଲା କଳାହାଣ୍ଡିର ଢାପ ନୃତ୍ୟ: କଳାକାରଙ୍କଠୁ ରାମକାଠି ନେଇ ବଜାଇଲେ ମୋଦି

ଭବାନୀପାଟଣା,୧୬।୧୧(ଉତ୍ତମ କୁମାର ଦାଶ): ଦିଲ୍ଲୀ ସଂସଦ ଭବନରେ ଜାତୀୟ ମଞ୍ଚରେ ଝଲସିଲା କଳାହାଣ୍ଡିର ପାରମ୍ପରିକ ଢାପ ନୃତ୍ୟ। ଜନଜାତୀୟ ଗୌରବ ଦିବସ ଅବସରରେ ଭବାନୀପାଟଣାର ପ୍ରତିଭା ଅନୁଷ୍ଠାନର ୧୨ ଜଣିଆ କଳାକାର ଦଳ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ଆସନ୍ତାକାଲି ଭୀଷଣ ବାତ୍ୟାର ରୂପ ନେବ ଅକ୍ବାନ: ଓଡ଼ିଶାରେ ପ୍ରବଳ ବର୍ଷା! ୧୯ ତାରିଖରେ…

ଭୁବନେଶ୍ୱର,୧୬।୧୧: ବାତ୍ୟାରେ ପରିଣତ ହେଲା ଗଭୀର ଅବପାତ। ଘଣ୍ଟା ପ୍ରତି ୧୦କିମି ବେଗରେ ଆଗକୁ ବଢୁଛି। ବିଶାଖାପାଟଣା ଠାରୁ ୬୭୦ କିମି ଏବଂ ଗୋପାଳପୁରଠାରୁ ଦକ୍ଷିଣରେ ୭୯୦ କିମି ଦୂରରେ ରହିଛି ବାତ୍ୟା। ଆସନ୍ତାକାଲି ସନ୍ଧ୍ୟାରେ ଭୀଷଣ ବାତ୍ୟାର ରୂପ ନେବ।…

CM ବିଜୟଙ୍କୁ ଷ୍ଟାଲିନଙ୍କ ଟାର୍ଗେଟ, କହିଲେ ମୋତେ ମୁଖ୍ୟମନ୍ତ୍ରୀ….

ଚେନ୍ନାଇ,୧୬।୧୧: ତାମିଲନାଡୁ ରାଜନୀତିରେ ପୁଣି ଚର୍ଚ୍ଚାରେ ଡିଏମ୍‌କେ ଅଧ୍ୟକ୍ଷ ତଥା ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ । ତାଙ୍କୁ ଏବେ ବି ଲୋକେ ‘ମୁଖ୍ୟମନ୍ତ୍ରୀ’ ବୋଲି ସମ୍ବୋଧନ କରୁଥିବାରୁ ଏହା ବନ୍ଦ କରିବାକୁ ସେ ଅନୁରୋଧ କରିଛନ୍ତି । ଏଥିସହ…

ନୂଆ ଆର୍ଥିକ ନୀତି ଲୋଡ଼ା

ଜଣେ ବ୍ୟକ୍ତିର ଦୈନନ୍ଦିନ ଚଳଣି ଓ ପରିବାର ପରିଚାଳନା ମୁଖ୍ୟତଃ ତା’ର ଆର୍ଥିକ ସ୍ବାସ୍ଥ୍ୟ ଉପରେ ନିର୍ଭର କରେ। ସେ କରୁଥିବା ରୋଜଗାରର ମୁଖ୍ୟ ଭାଗ ଯଦି ତା’ର ଖାଦ୍ୟସାମଗ୍ରୀ, ପୋଷାକ ପରିଚ୍ଛଦ ଓ ପରିବହନ ବ୍ୟୟରେ ଚାଲିଯାଏ, ତାହା ହେଲେ…

ବାତ୍ୟା ଆନ୍ଧ୍ର ଉପକୂଳ ମୁହାଁ ହେଲେ ବି ଓଡ଼ିଶା ଉପରେ ଦେଖାଇବ ପ୍ରଭାବ, ଆଜି ସନ୍ଧ୍ୟା ସୁଦ୍ଧା…

ଭୁବନେଶ୍ୱର, ୧୬ା୧୧ (ବନ୍ଦନା ସେଠୀ): ପୁଣି ଘାରିଲା ବାତ୍ୟା ଭୟ। ଇତିମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅଧିକ ଘନୀଭୂତ ହୋଇ ରବିବାର ଅବପାତରେ ପରିଣତ ହୋଇଛି। ଏହା ପ୍ରଭାବରେ ସୋମବାର ବାତ୍ୟା ‘ଅକ୍ୱାନ’ ସୃଷ୍ଟିହେବ। ପରବର୍ତ୍ତୀ…

ଗାଡ଼ି ଜବତ କରିବାକୁ ଗୁଣ୍ଡା ବ୍ୟବହାର କରିପାରିବେନି ଫାଇନାନ୍ସ କମ୍ପାନୀ: ହାଇକୋର୍ଟ

ପ୍ରୟାଗରାଜ,୧୬ା୧୧(ପି.ଟି.): ଋଣ ପରିଶୋଧ କରୁ ନ ଥିବା କାରଣରୁ ଗାଡ଼ି ଜବତ କରିବା ପାଇଁ ଫାଇନାନ୍ସ କମ୍ପାନୀ ଗୁଣ୍ଡାଙ୍କୁ ବ୍ୟବହାର କରିପାରିବେ ନାହିଁ ଏବଂ ଚାପ ପକାଇବାକୁ କୌଣସି ଘରୋଇ ସଂସ୍ଥାକୁ କ୍ଷମତା ଦେଇପାରିବ ନାହିଁ ବୋଲି ଆଲ୍ଲାହାବାଦ ହାଇକୋର୍ଟ ଟିପ୍ପଣୀ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୪ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଅକ୍ଟୋବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଅକ୍ଟୋବର, ୨୦୨୬ )

View

Video News

ନିଜ ଝିଅ ବିଦା କଲା ଭଳି ଦୁଃଖ ଲାଗୁଛି

ନିଆଳି ଛେନା ବ୍ୟବସାୟୀଙ୍କ ନାମରେ ଏତଲା

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri