ଆଇପିଏଲରୁ ସନ୍ୟାସ ନେବା ପରେ ଧୋନୀଙ୍କୁ ପେନଶନ ଦେବ CSK? ଜାଣନ୍ତୁ କେତେ ଟଙ୍କା ମିଳିବ…

ନୂଆଦିଲ୍‌ଲୀ,୧୮।୧୧: କୁହାଯାଏ ଯେ ଜୀବନର ଆକାଶରେ କିଛି ଏପରି ନାମ ଲେଖାଯାଇଥାଏ, ଯାହା କେବଳ କିଛି ଅକ୍ଷର ହୋଇ ରହି ନଥାଏ, ବରଂ ଏକ ସମ୍ପୂର୍ଣ୍ଣ ଯୁଗର ସ୍ପନ୍ଦନ ପାଲଟିଯାଏ। ‘ଥାଲା’ ଅର୍ଥାତ ମହେନ୍ଦ୍ର…

ମାଂସ କାଟୁଥିବା ବେଳେ ୩ ଅଭିଯୁକ୍ତ ଗିରଫ

ନୀଳଗିରି, ୧୮।୧୧(ପ୍ରଶାନ୍ତ ବିଶ୍ୱାଳ): କୁଲଡିହା ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ ତେଣ୍ଡା (ହୁଡ଼ିସାହି) ଅଞ୍ଚଳରେ ବନ୍ୟପ୍ରାଣୀ ମାଂସ କାଟୁଥିବା ବେଳେ ୩ଜଣଙ୍କୁ ଗିରଫ କରିଛି ବନବିଭାଗ। ୱାଇଲ୍ଡଲାଇଫ୍‌ ବିଟ୍‌ର ଫରେଷ୍ଟଗାର୍ଡଙ୍କ ସମେତ ବନ ବିଭାଗର କର୍ମଚାରୀମାନେ…

ସାକ୍ଷୀଗୋପାଳରେ ଅଁଳା ନବମୀ: ରାଧା ପାଦ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ସାକ୍ଷୀଗୋପାଳ,୧୮ା୧୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିରରେ ପବିତ୍ର ଅଁଳା ନବମୀ ଅବସରରେ ଶ୍ରୀରାଧାଙ୍କ ଓଡ଼ିଆଣୀ ବେଶ ଓ ରାଧା ପାଦ ଦର୍ଶନ ପାଇଁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଶ୍ରଦ୍ଧାଳୁଙ୍କ…

ଗତିପଥ ବଦଳାଇଲା ବାତ୍ୟା: ଓଡ଼ିଶାର ଏହି ସ୍ଥାନରେ କରିବ ଲ୍ୟାଣ୍ଡଫଲ! ଆସିଲା ବଡ଼ ସୂଚନା

ଭୁବନେଶ୍ୱର, ୧୮।୧୧: ଭୀଷଣ ବାତ୍ୟାର ରୂପ ନେଇଛି ସାମୁଦ୍ରିକ ଝଡ଼ ‘ଅକ୍ୱାନ’। ବୁଧବାର ସକାଳ ୫ଟା ୩୦ ମିନିଟରେ ପର୍ଯ୍ୟବେକ୍ଷଣ ଅନୁଯାୟୀ, ଏହା ଭୀଷଣ ବାତ୍ୟାରେ ପରିଣତ ହୋଇଛି। ଘଣ୍ଟା ପ୍ରତି ୭ କିଲୋମିଟର…

ଶନିଙ୍କ ମାର୍ଗୀ ଚଳନ: ୨୦୨୭ ପୂର୍ବରୁ ୪ ରାଶିଙ୍କ ଘରକୁ ଆସିବ ଧନର ସୁଅ! ଚାକିରି-ବ୍ୟବସାୟରେ…

ଶନିଦେବଙ୍କୁ ନ୍ୟାୟ ଓ କର୍ମଫଳର ଦେବତା ବୋଲି ମାନାଯାଏ। ବ୍ୟକ୍ତିଙ୍କ କର୍ମ ଅନୁସାରେ ଶନିଦେବ ତାଙ୍କୁ ଫଳ ପ୍ରଦାନ କରିଥାନ୍ତି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନିଦେବ ଯେତେବେଳେ ନିଜ ଚଳନ ପରିବର୍ତ୍ତନ କରନ୍ତି, ସେତେବେଳେ…

ଟିମ ଇଣ୍ଡିଆରେ ଫେରିବେ ଦୁଇ ଷ୍ଟାର୍‌ ଖେଳାଳି, ଆସନ୍ତାକାଲି ନ୍ୟୁଜିଲାଣ୍ଡ ସହ ଲଢ଼େଇ; ୯ ନୂଆ ମୁହଁଙ୍କୁ ସୁଯୋଗ!

ନୂଆଦିଲ୍ଲୀ, ୧୮।୧୧: ଟି-୨୦ ଓ ଦିନିକିଆ ସିରିଜ ଜିତିବା ପରେ ଏବେ ଟେଷ୍ଟ ସିରିଜରେ ନ୍ୟୁଜିଲାଣ୍ଡକୁ ଭେଟିବ ଟିମ ଇଣ୍ଡିଆ। ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର, ୧୯ ନଭେମ୍ବରରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦୁଇଟି…

ନିଜ ମହତ

ଜଣେ ବ୍ୟକ୍ତି ଯେତେ ଉଚ୍ଚସ୍ଥାନରେ ଥିଲେ ମଧ୍ୟ କାର୍ଯ୍ୟ ପ୍ରତି ସଚ୍ଚୋଟତା ନ ଥିଲେ ସେ ସମାଲୋଚନାଯୋଗ୍ୟ ହୋଇଥାଆନ୍ତି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରାଷ୍ଟ୍ରପତିଙ୍କୁ ଶପଥ ପାଠ କରାଇବାର ସମ୍ମାନଜନକ ଯୋଗ୍ୟତା ରଖିଛନ୍ତିି। କିନ୍ତୁ ତାଙ୍କୁ ଜଣେ ଆଇନଜୀବୀ ‘ଆପଣ…

ଓଡ଼ିଶା ଛୁଇଁବ ବାତ୍ୟାର ବାହ୍ୟ ବଳୟ: ଏହି ଜିଲାରେ ପ୍ରବଳ ବର୍ଷା…

ଭୁବନେଶ୍ୱର,୧୮ା୧୧(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଅତି ମନ୍ଥର ଗତିରେ ଘଣ୍ଟା ପ୍ରତି ୩ କି.ମି. ବେଗରେ ଆଗକୁ ବଢ଼ୁଛି ବାତ୍ୟା ‘ଅକ୍ୱାନ’। ବୁଧବାର ଏହା ଆହୁରି ଶକ୍ତିଶାଳୀ ହୋଇ ଭୀଷଣ ବାତ୍ୟା ଏବଂ ୧୯ ତାରିଖ ସକାଳ ସୁଦ୍ଧା ଅତି ଭୀଷଣ ବାତ୍ୟାରେ…

ସନ୍ୟାସକୁ ନେଇ ଭାବୁକ ହେଲେ ଧୋନୀ, ସୋସିଆଲ ମିଡିଆରେ ଭିଡିଓ ଛାଡି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୧୧: ଚେନ୍ନାଇ ସୁପର କିଙ୍ଗ୍ସ, ମହାନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସନ୍ନ୍ୟାସର ଘୋଷଣା କରିସାରିଥିଲା। ଯାହାପରେ ସମସ୍ତେ ଧୋନୀଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ଅପେକ୍ଷା କରି ରହିଥିଲେ। ଏହି ଅପେକ୍ଷାର ଅନ୍ତ ଘଟାଇ ‘ମାହି’ ନିଜର ଏକ ରିଟାୟର୍ମେଣ୍ଟ ଭିଡିଓ…

ପ୍ରଶଂସକଙ୍କୁ ବଡ଼ ଝଟ୍‌କା: IPLରୁ ଅବସର ଘୋଷଣା କଲେ ଧୋନୀ, ମିଳିଲା ନୂଆ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୧୧: ଏମଏସ ଧୋନୀ IPLରୁ ଅବସର ଘୋଷଣା କରିଛନ୍ତି। ସେ ଏବେ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ମେଣ୍ଟର ହୋଇଛନ୍ତି। ଧୋନୀ IPLରୁ ଅବସର ନେବା ସହ ଦଳର ମେଣ୍ଟର ହୋଇଥିବା ନେଇ ଚେନ୍ନାଇ ସୁପର କିଙ୍ଗ୍ସ ପକ୍ଷରୁ ସୂଚନା ଦିଆଯାଇଛି।…

ସରକାରୀ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବଢିଲା ମହଙ୍ଗା ଭତ୍ତା, ଜାଣନ୍ତୁ କେତେ…

ଭୁବନେଶ୍ୱର, ୧୭।୧୧: ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି ହୋଇଛି। ସମୁଦାୟ ମହଙ୍ଗା ଭତ୍ତା ୬୦ରୁ ୬୩ ପ୍ରତିଶତକୁ ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ପିଛିଲା ଭାବେ ୨୦୨୬…

ପୋଲିସ ଏନ୍‌କାଉଣ୍ଟର

ପଶ୍ଚିମବଙ୍ଗର ବୀରଭୂମ ଜିଲାରେ ୧୫ ନଭେମ୍ବରରେ ପୋଲିସ ଗୁଳିରେ ରତନ ଶେଖ୍‌ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏହି ହତ୍ୟାକୁ ଏନ୍‌କାଉଣ୍ଟର ଆଖ୍ୟା ଦିଆଯାଇଛି। ପୋଲିସ ଘଟଣା ସମ୍ପର୍କରେ କହିଛି ଯେ, ରତନଙ୍କ ବିରୋଧରେ ୩୬ ମାମଲା ରହିଛି। ତାଙ୍କୁ…

ସୁନା, ରୁପା ମୂଲ୍ୟରେ ଲଗାତର ହ୍ରାସ

ନୂଆଦିଲ୍ଲୀ,୧୭ା୧୧: ଗତ କିଛିଦିନ ଧରି ସୁନା ଓ ରୁପା ମୂଲ୍ୟ ହ୍ରାସ ପାଇ ଆସିଥିଲା ବେଳେ ସୋମବାର ଉଭୟ ଧାତୁ ମୂଲ୍ୟରେ ପୁଣି ହ୍ରାସ ଘଟିଛି। ଗତ ଶୁକ୍ରବାର ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୫,୭୯୭ ଟଙ୍କା…

ନ୍ୟୁଜିଲାଣ୍ଡକୁ ୪୪୦ ଭୋଲ୍ଟର ଝଟ୍‌କା: ଭାରତ ବିପକ୍ଷ ଟେଷ୍ଟ ସିରିଜ ଆରମ୍ଭ ହେବା ପୂର୍ବରୁ ବାଦ୍‌ ପଡ଼ିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୭।୧୧: ଭାରତ ବିପକ୍ଷ ଟେଷ୍ଟ ସିରିଜ ଆରମ୍ଭ ହେବା ପୂର୍ବରୁ ନ୍ୟୁଜିଲାଣ୍ଡକୁ ଶକ୍ତ ଧକ୍କା ଲାଗିଛି। ନଭେମ୍ବର ୧୫ରେ ଖେଳାଯାଇଥିବା ପଞ୍ଚମ ଦିନିକିଆ ମ୍ୟାଚ୍‌ରେ ଆହତ ହୋଇଥିବା ମିଚେଲ ସାଣ୍ଟନର ଆସନ୍ତା ଟେଷ୍ଟ ସିରିଜ୍‌ରେ ଖେଳିପାରିବେ ନାହିଁ। ନଭେମ୍ବର ୧୭ ତାରିଖ…

ଆଜି ଭୀଷଣ ବାତ୍ୟା: ୨୦ରେ ସ୍ଥଳଭାଗ ଛୁଇଁବ, ଏହି ଦିନଠାରୁ ବଢିବ ବର୍ଷା

ଭୁବନେଶ୍ୱର, ୧୭ା୧୧(ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ। ଆଗାମୀ କିଛି ଘଣ୍ଟା ମଧ୍ୟରେ ଏହା ବାତ୍ୟାର ରୂପ ନେବା ସହ ୧୭ ତାରିଖ ସା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ଆଶଙ୍କା ରହିଛି। ପରବର୍ତ୍ତୀ ସମୟରେ ଏହା ଅଧିକ…

ଏଆଇ ଯୋଗାଣ ଶୃଙ୍ଖଳ ସୁରକ୍ଷା ଘୋଷଣାନାମାରେ ଭାରତର ସ୍ବାକ୍ଷର

ଓ୍ବାଶିଂଟନ,୧୭ା୧୧(ପି.ଟି.): ନୂତନ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଚାଇନା ସହ ବଢ଼ୁଥିବା ପ୍ରତିଦ୍ୱନ୍ଦ୍ୱିତାକୁ ଦୃଷ୍ଟିରେ ରଖି କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସମ୍ବନ୍ଧୀୟ ସାମଗ୍ରୀ ଓ ବ୍ୟବସ୍ଥାର ଯୋଗାଣ ଶୃଙ୍ଖଳକୁ ସୁରକ୍ଷିତ ରଖିବାକୁ ଏକ ସାମୂହିକ ଦାୟିତ୍ୱ ଭାବେ ବିବେଚନା କରିବାକୁ ଏକ ଘୋଷଣାନାମାରେ ଭାରତ,…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୭ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ନଭେମ୍ବର, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଅକ୍ଟୋବର, ୨୦୨୬ )

View

Video News

ନିଜ ଝିଅ ବିଦା କଲା ଭଳି ଦୁଃଖ ଲାଗୁଛି

ନିଆଳି ଛେନା ବ୍ୟବସାୟୀଙ୍କ ନାମରେ ଏତଲା

ନୟାପଲ୍ଲୀରେ ୮୦ ଫୁଟ୍ ଗଜାନନ, ୩୫ କେଜି ଲଡୁ.. | Ganesh Chaturthi | 80 Feet Ganesha

ମନ କିଣୁଛି ମୁମ୍ବାଇ ଗ୍ରୀନ୍ ଆମ୍ବ | Mango | Mumbai Mango | Dharitri

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri