ଚାଇନାରେ ଏକାଠି ହେଲେ ଟ୍ରମ୍ପ୍-ପୁଟିନ୍-ଜିନ୍ପିଙ୍ଗ, ବୈଠକ ଉପରେ ବିଶ୍ବର ନଜର
ବେଜିଂ, ୧୮ା୧୧: ଚାଇନା ଗସ୍ତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଚାଇନାରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ପ୍ରୋଟୋକଲ ଭାଙ୍ଗି ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ ବ୍ୟକ୍ତିଗତ ଭାବରେ…
ଡାକ୍ତରଙ୍କ ଅବହେଳାରୁ ଛାତ୍ରୀ ମୃତ୍ୟୁ ଅଭିଯୋଗ, କାର୍ଯ୍ୟାନୁଷ୍ଠାନ, କ୍ଷତିପୂରଣ ଦାବିରେ ଧାରଣା
ନୂଆପଡ଼ା,୧୮।୧୧(ମକାରୁ ବେମାଲ): ନୂଆପଡ଼ା ଜିଲା ବୋଡେନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ ନର୍ସଙ୍କ ଅବହେଳା ଯୋଗୁ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ ଆଣି ବୁଧବାର ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମୃତଦେହ…
ସରକାରଙ୍କ ବଡ଼ ନିଷ୍ପତ୍ତି; ଘୁଞ୍ଚିଲା ପଞ୍ଚାୟତ ନିର୍ବାଚନ, ବିଧାନସଭା ପରେ….
ଲକ୍ଷ୍ନୌ,୧୮।୧୧: ଉତ୍ତରପ୍ରଦେଶରେ ପଞ୍ଚାୟତ ନିର୍ବାଚନକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ଯୋଗୀ ସରକାର । ପଞ୍ଚାୟତ ନିର୍ବାଚନ କରାଇବାର ସମୟସୀମାକୁ ଆଉ ୬ ମାସ ବୃଦ୍ଧି କରାଯାଇଛି । ଫଳରେ ଆସନ୍ତା ବର୍ଷ ହେବାକୁ…
ରେଡ୍ ଜୋନ୍ରେ ଗଞ୍ଜାମ: ଅଫିସରଙ୍କ ହଜିଗଲାଣି ନିଦ, ଚିନ୍ତାରେ ଲୋକେ; ନିୟୋଜିତ ହେଲେ ୪୦ ଉଦ୍ଧାରକାରୀ ଦଳ…
ଭଞ୍ଜନଗର, ୧୮।୧୧ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ଲଗାଣ ବର୍ଷାକୁ ନେଇ ଗଞ୍ଜାମ ଜିଲାରେ ଆଶଙ୍କା ବଢ଼ିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ଗତ ବାତ୍ୟାର ଅଭିଜ୍ଞତାରୁ ଶିକ୍ଷା ନେଇ…
ପ୍ଲେଇଂ ଇଲେଭେନ୍ରେ ସୁଯୋଗ ନମିଳିବାକୁ ରାଗିଗଲେ ଖେଳାଳି, କହିଲେ ମୋର ଆତ୍ମସମ୍ମାନ….
ନୂଆଦିଲ୍ଲୀ, ୧୮।୧୧: ଦୋହାରେ ନଭେମ୍ବର ୧୯ରୁ ଆରମ୍ଭ ହେବ ୨୦୨୬ ପୁରୁଷ ଇମର୍ଜିଂ ଏସିଆ କପ୍ । ଏହି ଟୁର୍ଣ୍ଣାମେଣ୍ଟରେ ଇଣ୍ଡିଆ-ଏ ପକ୍ଷରୁ ଖେଳିବେ ଭାରତୀୟ ଅଲରାଉଣ୍ଡର ସୂର୍ଯ୍ୟାଂଶ ସେଡ୍ଗେ। ତିଳକ ବର୍ମା ଦଳର…
Litton Das: ପ୍ରଥମେ ଶତକ, ଏବେ ଉଇକେଟକିପିଂରେ ରଚିଲେ ଇତିହାସ, ଭାଙ୍ଗିଲେ ୪୭ ବର୍ଷ ପୁରୁଣା ବିଶ୍ୱ ରେକର୍ଡ
ଢାକା/ଜୋହାନ୍ସବର୍ଗ,୧୮।୧୧: ଟେଷ୍ଟ କ୍ରିକେଟରେ ବାଂଲାଦେଶର ଖେଳାଳିମାନେ କ୍ରମାଗତ ଭାବେ ନିଜର ଦକ୍ଷତା ପ୍ରମାଣିତ କରୁଛନ୍ତି । ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ଭୂମିରେ ଚମତ୍କାର ପ୍ରଦର୍ଶନ ଜାରି ରଖିଥିବା ବେଳେ ବାଂଲାଦେଶର ଅଭିଜ୍ଞ ଉଇକେଟ୍…
ଓଡ଼ିଶା ମୁହାଁ ବାତ୍ୟା; ଜୁନିୟର ଆସିଷ୍ଟାଣ୍ଟ-କ୍ଲର୍କ ପରୀକ୍ଷା ସ୍ଥଗିତ
ଭୁବନେଶ୍ୱର,୧୮।୧୧: ଓଡ଼ିଶା ମୁହାଁ ହେଉଛି ବାତ୍ୟା ‘ଅକ୍ୱାନ’ । ୯ କିମି ବେଗରେ ବଢୁଛି ଭୀଷଣ ବାତ୍ୟା । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୧ ଓ ୨୩ ତାରିଖରେ ହେବାକୁ ଥିବା ଜୁନିୟର ଆସିଷ୍ଟାଣ୍ଟ ଓ ଜୁନିୟର କ୍ଲର୍କ ନିଯୁକ୍ତି…
ଶ୍ରୀଗୁଣ୍ଡିଚା ମନ୍ଦିରରେ ୪ ଦିନ ଦର୍ଶନ ବନ୍ଦ, ପୁରୀ ଆସୁଥିଲେ ଜାଣି ରଖନ୍ତୁ…
ପୁରୀ,୧୮ା୧୧: ରାଜ୍ୟରେ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ଖରାପ ପାଗକୁ ଦୃଷ୍ଟିରେ ରଖି ପୁରୀର ଆରାଧ୍ୟ ସ୍ଥଳୀ ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ବଡ଼ ପଦକ୍ଷେପ ନିଆଯାଇଛି। ଆସନ୍ତା ୧୯ ତାରିଖରୁ ୨୧ ପର୍ଯ୍ୟନ୍ତ (୪ ଦିନ ଧରି)…
ବାତ୍ୟା ଅକ୍ୱାନକୁ ନେଇ ୪ ଜିଲା ପାଇଁ ୪ ଆଇଏଏସ୍ଙ୍କୁ ଦାୟିତ୍ୱ, ଜାଣନ୍ତୁ କାହାକୁ କେଉଁ ଜିଲା…
ଭୁବନେଶ୍ୱର,୧୮ା୧୧: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ବାତ୍ୟା ପ୍ରଭାବିତ ହେବାକୁ ଥିବା ୪ଟି ପ୍ରମୁଖ ଜିଲାରେ ଉଦ୍ଧାର କାର୍ଯ୍ୟ, ରିଲିଫ୍ ବଣ୍ଟନ ଏବଂ ପ୍ରଶାସନିକ ପରିଚାଳନାର ତଦାରଖ…
ନିଜ ମହତ
ଜଣେ ବ୍ୟକ୍ତି ଯେତେ ଉଚ୍ଚସ୍ଥାନରେ ଥିଲେ ମଧ୍ୟ କାର୍ଯ୍ୟ ପ୍ରତି ସଚ୍ଚୋଟତା ନ ଥିଲେ ସେ ସମାଲୋଚନାଯୋଗ୍ୟ ହୋଇଥାଆନ୍ତି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରାଷ୍ଟ୍ରପତିଙ୍କୁ ଶପଥ ପାଠ କରାଇବାର ସମ୍ମାନଜନକ ଯୋଗ୍ୟତା ରଖିଛନ୍ତିି। କିନ୍ତୁ ତାଙ୍କୁ ଜଣେ ଆଇନଜୀବୀ ‘ଆପଣ…
ଓଡ଼ିଶା ଛୁଇଁବ ବାତ୍ୟାର ବାହ୍ୟ ବଳୟ: ଏହି ଜିଲାରେ ପ୍ରବଳ ବର୍ଷା…
ଭୁବନେଶ୍ୱର,୧୮ା୧୧(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଅତି ମନ୍ଥର ଗତିରେ ଘଣ୍ଟା ପ୍ରତି ୩ କି.ମି. ବେଗରେ ଆଗକୁ ବଢ଼ୁଛି ବାତ୍ୟା ‘ଅକ୍ୱାନ’। ବୁଧବାର ଏହା ଆହୁରି ଶକ୍ତିଶାଳୀ ହୋଇ ଭୀଷଣ ବାତ୍ୟା ଏବଂ ୧୯ ତାରିଖ ସକାଳ ସୁଦ୍ଧା ଅତି ଭୀଷଣ ବାତ୍ୟାରେ…
ସନ୍ୟାସକୁ ନେଇ ଭାବୁକ ହେଲେ ଧୋନୀ, ସୋସିଆଲ ମିଡିଆରେ ଭିଡିଓ ଛାଡି କଲେ ବଡ଼ ଘୋଷଣା
ନୂଆଦିଲ୍ଲୀ,୧୭।୧୧: ଚେନ୍ନାଇ ସୁପର କିଙ୍ଗ୍ସ, ମହାନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସନ୍ନ୍ୟାସର ଘୋଷଣା କରିସାରିଥିଲା। ଯାହାପରେ ସମସ୍ତେ ଧୋନୀଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ଅପେକ୍ଷା କରି ରହିଥିଲେ। ଏହି ଅପେକ୍ଷାର ଅନ୍ତ ଘଟାଇ ‘ମାହି’ ନିଜର ଏକ ରିଟାୟର୍ମେଣ୍ଟ ଭିଡିଓ…
ପ୍ରଶଂସକଙ୍କୁ ବଡ଼ ଝଟ୍କା: IPLରୁ ଅବସର ଘୋଷଣା କଲେ ଧୋନୀ, ମିଳିଲା ନୂଆ ଦାୟିତ୍ୱ
ନୂଆଦିଲ୍ଲୀ,୧୭।୧୧: ଏମଏସ ଧୋନୀ IPLରୁ ଅବସର ଘୋଷଣା କରିଛନ୍ତି। ସେ ଏବେ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ମେଣ୍ଟର ହୋଇଛନ୍ତି। ଧୋନୀ IPLରୁ ଅବସର ନେବା ସହ ଦଳର ମେଣ୍ଟର ହୋଇଥିବା ନେଇ ଚେନ୍ନାଇ ସୁପର କିଙ୍ଗ୍ସ ପକ୍ଷରୁ ସୂଚନା ଦିଆଯାଇଛି।…
ସରକାରୀ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବଢିଲା ମହଙ୍ଗା ଭତ୍ତା, ଜାଣନ୍ତୁ କେତେ…
ଭୁବନେଶ୍ୱର, ୧୭।୧୧: ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି ହୋଇଛି। ସମୁଦାୟ ମହଙ୍ଗା ଭତ୍ତା ୬୦ରୁ ୬୩ ପ୍ରତିଶତକୁ ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ପିଛିଲା ଭାବେ ୨୦୨୬…
ପୋଲିସ ଏନ୍କାଉଣ୍ଟର
ପଶ୍ଚିମବଙ୍ଗର ବୀରଭୂମ ଜିଲାରେ ୧୫ ନଭେମ୍ବରରେ ପୋଲିସ ଗୁଳିରେ ରତନ ଶେଖ୍ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏହି ହତ୍ୟାକୁ ଏନ୍କାଉଣ୍ଟର ଆଖ୍ୟା ଦିଆଯାଇଛି। ପୋଲିସ ଘଟଣା ସମ୍ପର୍କରେ କହିଛି ଯେ, ରତନଙ୍କ ବିରୋଧରେ ୩୬ ମାମଲା ରହିଛି। ତାଙ୍କୁ…
ସୁନା, ରୁପା ମୂଲ୍ୟରେ ଲଗାତର ହ୍ରାସ
ନୂଆଦିଲ୍ଲୀ,୧୭ା୧୧: ଗତ କିଛିଦିନ ଧରି ସୁନା ଓ ରୁପା ମୂଲ୍ୟ ହ୍ରାସ ପାଇ ଆସିଥିଲା ବେଳେ ସୋମବାର ଉଭୟ ଧାତୁ ମୂଲ୍ୟରେ ପୁଣି ହ୍ରାସ ଘଟିଛି। ଗତ ଶୁକ୍ରବାର ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୫,୭୯୭ ଟଙ୍କା…
Archives
Trending
ଫଟୋରେ ଖବର
ରାଜ୍ୟ
- ଓଡ଼ିଶା ମୁହାଁ ବାତ୍ୟା; ଜୁନିୟର ଆସିଷ୍ଟାଣ୍ଟ-କ୍ଲର୍କ ପରୀକ୍ଷା ସ୍ଥଗିତ
- ଡାକ୍ତରଙ୍କ ଅବହେଳାରୁ ଛାତ୍ରୀ ମୃତ୍ୟୁ ଅଭିଯୋଗ, କାର୍ଯ୍ୟାନୁଷ୍ଠାନ, କ୍ଷତିପୂରଣ ଦାବିରେ ଧାରଣା
- ମାଡ଼ି ଆସୁଛି ବାତ୍ୟା: ହାଇ ଆଲର୍ଟରେ ରାଜ୍ୟ ପ୍ରଶାସନ,୨୪ ଘଣ୍ଟିଆ ଡ୍ୟୁଟିରେ ୧୦ ବରିଷ୍ଠ IAS ଅଧିକାରୀ
- ଧାର୍ମିକ ପୀଠରେ ଆକ୍ରମଣ ମାମଲା: କେନ୍ଦୁଝରରେ ଆଦିବାସୀଙ୍କ ବିଶାଳ ପ୍ରତିବାଦ
- ଚାଷୀ ପ୍ରଶିକ୍ଷଣ ପାଇଁ ଆସିଥିବା ୨୫ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ଭିଜିଲାନ୍ସ ହେପାଜତରେ ୨ ଅଧିକାରୀ
ଜାତୀୟ
- ସରକାରଙ୍କ ବଡ଼ ନିଷ୍ପତ୍ତି; ଘୁଞ୍ଚିଲା ପଞ୍ଚାୟତ ନିର୍ବାଚନ, ବିଧାନସଭା ପରେ….
- ବଡ଼ ଖବର, ନଭେମ୍ବର ୧୯ରେ ବନ୍ଦ ରହିବ UPI ସେବା
- ବିଶ୍ୱରେ ସବୁଠୁ ଅଧିକ ଖାଦ୍ୟ ନଷ୍ଟ କରେ ଏହି ଦେଶ, ଭାରତର ସ୍ଥାନ ଜାଣିଲେ ହେବେ ଆଶ୍ଚର୍ଯ୍ୟ
- Belonging: A Journey of Love: ବହିରୁ ୩କୋଟି ରୋଜଗାର କଲେଣି ସୋନିଆ ଗାନ୍ଧୀ? ସତ ଜାଣିଲେ ତାଜୁବ ହେବେ
- ଯୁବପିଢିଙ୍କ ପାଇଁ ବଡ଼ ଖବର: ବଦଳିଲା ୨୫ବର୍ଷ ପୁରୁଣା ସରକାରୀ ଚାକିରି ନିୟମ, ଏମାନଙ୍କୁ ମିଳିବ…
ମେଟ୍ରୋ
- ମାଡ଼ି ଆସୁଛି ବାତ୍ୟା: ହାଇ ଆଲର୍ଟରେ ରାଜ୍ୟ ପ୍ରଶାସନ,୨୪ ଘଣ୍ଟିଆ ଡ୍ୟୁଟିରେ ୧୦ ବରିଷ୍ଠ IAS ଅଧିକାରୀ
- SRCଙ୍କ ବଡ଼ ପଦକ୍ଷେପ: ୨୦ ତାରିଖ ଯାଏଁ ବନ୍ଦ ରହିବ ବେଳାଭୂମି
- ବାତ୍ୟା ଅକ୍ୱାନକୁ ନେଇ ୪ ଜିଲା ପାଇଁ ୪ ଆଇଏଏସ୍ଙ୍କୁ ଦାୟିତ୍ୱ, ଜାଣନ୍ତୁ କାହାକୁ କେଉଁ ଜିଲା…
- ବାତ୍ୟା ‘ଅକ୍ୱାନ’କୁ ନେଇ IMD ଡିଜିଙ୍କ ବଡ଼ ସୂଚନା, ଓଡ଼ିଶାରେ ହେବ…
- ଗତିପଥ ବଦଳାଇଲା ବାତ୍ୟା: ଓଡ଼ିଶାର ଏହି ସ୍ଥାନରେ କରିବ ଲ୍ୟାଣ୍ଡଫଲ! ଆସିଲା ବଡ଼ ସୂଚନା
ଅନ୍ତର୍ଜାତୀୟ
- ଚାଇନାରେ ଏକାଠି ହେଲେ ଟ୍ରମ୍ପ୍-ପୁଟିନ୍-ଜିନ୍ପିଙ୍ଗ, ବୈଠକ ଉପରେ ବିଶ୍ବର ନଜର
- ସୁନାର ରାସ୍ତାରେ ଚାଲିବେ ଲୋକେ, ଖୁବ୍ଶୀଘ୍ର ୨୪ କ୍ୟାରେଟ୍ ସୁନାରେ ହେବ ତିଆରି, ଜାଣନ୍ତୁ ପୂରା ପ୍ଲାନିଂ…
- ଟାଇଟାନିକ୍ ପୂର୍ବରୁ ବୁଡ଼ିଥିଲା ସୁନା ଭର୍ତ୍ତି ଜାହାଜ
- ‘ଆଜି ବିଶ୍ୱକୁ ଅଧିକ ଶାନ୍ତି, ସ୍ଥିରତା ଏବଂ ନିଶ୍ଚିତତାର ଆବଶ୍ୟକତା ରହିଛି,’ ୨୩ତମ ଆସିଆନ-ଭାରତ ଶିଖର ସମ୍ମିଳନୀରେ ମୋଦି
- ହର୍ମୁଜ ପ୍ରଣାଳୀରେ ବାରୁଦ ସୁଡ଼ଙ୍ଗ ସହ ଧକ୍କା ହେଲା ତୈଳ ଟ୍ୟାଙ୍କ; ଇଞ୍ଜିନ ରୁମରେ ଲାଗିଲା ନିଆଁ
ଖେଳ
- ପ୍ଲେଇଂ ଇଲେଭେନ୍ରେ ସୁଯୋଗ ନମିଳିବାକୁ ରାଗିଗଲେ ଖେଳାଳି, କହିଲେ ମୋର ଆତ୍ମସମ୍ମାନ….
- Litton Das: ପ୍ରଥମେ ଶତକ, ଏବେ ଉଇକେଟକିପିଂରେ ରଚିଲେ ଇତିହାସ, ଭାଙ୍ଗିଲେ ୪୭ ବର୍ଷ ପୁରୁଣା ବିଶ୍ୱ ରେକର୍ଡ
- ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ପ୍ରଥମ ମ୍ୟାଚ୍ରେ ମାଲେସିଆକୁ ଭେଟିବ ଭାରତ
- ହକି ଇଣ୍ଡିଆ ନିର୍ବାଚନ ସ୍ଥଗିତ: ଅନ୍ତରୀଣ ରହିତାଦେଶ ହଟାଇବାକୁ ହୋଇଥିବା ଆବେଦନ ଖାରଜ କଲେ ହାଇକୋର୍ଟ
- ପଡିଆରେ ରକ୍ତାକ୍ତ ହେଲେ ଏହି ଖେଳାଳି, ମ୍ୟାଚ୍ରୁ ପଡିଲେ ବାଦ୍
ଫୁରସତ
- ସୁନାର ରାସ୍ତାରେ ଚାଲିବେ ଲୋକେ, ଖୁବ୍ଶୀଘ୍ର ୨୪ କ୍ୟାରେଟ୍ ସୁନାରେ ହେବ ତିଆରି, ଜାଣନ୍ତୁ ପୂରା ପ୍ଲାନିଂ…
- ବିରଳ ସଂଯୋଗ: ୧୧୮ ବର୍ଷ ହେବ ଗୋଟିଏ ତାରିଖରେ ଜନ୍ମନେଇଛନ୍ତି ପରିବାରର ୫ ପିଢ଼ି
- ବିଲ୍ରେ ୫୦ ପଇସା ଅଧିକ ନେବା ପଡ଼ିଲା ମହଙ୍ଗା, ରେଷ୍ଟୁରାଣ୍ଟକୁ ୧୦ ହଜାର ଟଙ୍କା ଜରିମାନା
- ବିବାହ ପାଇଁ କୋର୍ଟ କିମ୍ବା ପୁରୋହିତଙ୍କ ନିକଟକୁ ଯିବାର ଆବଶ୍ୟକତା ନାହିଁ! Self-Respect Wedding)କ’ଣ? ଯାହା ଏବେ ଟ୍ରେଣ୍ଡ କରୁଛି?
- ଡାଲିରେ ୨୪ କ୍ୟାରେଟ ସୁନାର ଛୁଙ୍କ! ଦାମ ଶୁଣିଲେ ଉଡ଼ିଯିବ ଆପଣଙ୍କ ହୋସ୍
ବାଣିଜ୍ୟ
- ବଡ଼ ଖବର, ନଭେମ୍ବର ୧୯ରେ ବନ୍ଦ ରହିବ UPI ସେବା
- ସକାଳୁ ସକାଳୁ ସୁନା-ରୁପା ଦରରେ ବଡ଼ ହ୍ରାସ, କିଲୋ ପିଛା ୯,୫୦୦ ଟଙ୍କା ଖସିଲା, ଜାଣନ୍ତୁ ଆଜିର ରେଟ୍
- ଲକ୍ଷେ ଖସିବ ସୁନାଦର? ରୂପା ବି କମିଯିବ, ଏକ୍ସପର୍ଟ କହିଲେ ବର୍ଷ ଶେଷକୁ…
- ଯୁବପିଢିଙ୍କ ପାଇଁ ବଡ଼ ଘୋଷଣା କଲେ ସୀତାରମଣ, Gen Z ପ୍ରସ୍ତୁତ କରିବେ ବଜେଟ୍
- ଛୋଟ ଦୋକାନୀଙ୍କ ପାଇଁ NPCIର ବଡ଼ ଉପହାର, UPI ଆପଣାଇଲେ ମିଳିବ ୭୫୦ ଟଙ୍କାର ଫାଇଦା! ଜାଣନ୍ତୁ ନୂଆ ଯୋଜନା
ଜୀବନଚର୍ଯ୍ୟା
- ଶନିଙ୍କ ମାର୍ଗୀ ଚଳନ: ୨୦୨୭ ପୂର୍ବରୁ ୪ ରାଶିଙ୍କ ଘରକୁ ଆସିବ ଧନର ସୁଅ! ଚାକିରି-ବ୍ୟବସାୟରେ…
- ଅନୁରାଧା ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ୫ ରାଶିର ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଧନଲାଭ ସହ ଚାକିରିରେ ବଡ଼ ପ୍ରମୋଶନ
- ଏକାସାଙ୍ଗେ ଶନି, ରାହୁ-କେତୁଙ୍କ ବକ୍ରୀ ଚଳନ: ଏହି ୪ ରାଶିଙ୍କ ଜୀବନରେ ଲାଗିବ ଗ୍ରହଣ! ପାଖରୁ ପଳାଇବ ସବୁ ଟଙ୍କା
- ଶନିଦେବଙ୍କ ସିଧା ଚଳନ: ୩ ରାଶିଙ୍କ ଫାଇଦା ହିିଁ ଫାଇଦା, ଶେଷ ହେବ ଖରାପ ସମୟ
- ଆଜି ବିଛା ରାଶିକୁ ଚଳନ କରିବେ ସୂର୍ଯ୍ୟ: ଡିସେମ୍ବର ୧୬ ପୂର୍ବରୁ କୋଟିପତି ହେବେ ଏହି ୬ ରାଶି! ଚାକିରିରେ ବଡ଼ ପ୍ରମୋଶନ
ଅପରାଧ
- ବରଗଡ଼ରେ ଧଳାଜହର କାରବାରର ପର୍ଦ୍ଦାଫାଶ: ୯୦ ଗ୍ରାମ ବ୍ରାଉନ୍ ସୁଗାର ଜବତ, ପୋଲିସ ହାତରେ ଧରାପଡ଼ିଲେ ଦମ୍ପତି
- ମହିଳା ସ୍ବାସ୍ଥ୍ୟ କର୍ମଚାରୀଙ୍କ ସହ ପୁଅକୁ ଅପହରଣ, ଅଭିଯୋଗ ଆଣି ପରିବାର ଲୋକେ କହିଲେ…
- ଢାବା ପଛପଟେ ଚାଲିଥିଲା ଜୁଆ କାରବାର: ଅତାବିରା ପୋଲିସର ଅଚାନକ ଚଢ଼ାଉରେ ୨୮ ହଜାରରୁ ଅଧିକ ଟଙ୍କା ଜବତ
- ସ୍କୁଲ ଯାଇ ନିଖୋଜ ଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଯାତ୍ରୀବାହୀ ବସ୍ରୁ ଉଦ୍ଧାର; ୨ ଅଭିଯୁକ୍ତ ଜେଲ…
- ଚୋରା ମଦ ମାଫିଆଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ଦିଗପହଣ୍ଡି ସୀମାନ୍ତ ଜଙ୍ଗଲରୁ ୫୨୦ ଲିଟର ଦେଶୀ ମଦ ଜବତ, ୨ ମାମଲା ରୁଜୁ
