ଭବାନୀପାଟଣା,୧୭।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରସ୍ଥିତ ଏକ ହୋଟେଲରେ କଳାହାଣ୍ଡି ୱେବ୍ ମିଡିଆ ସଂଘର ଏକ ସାଧାରଣ ସଭା ଆଦିତ୍ୟ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭିନ୍ନ ୱେବ୍ ମିଡିଆମାନଙ୍କ କ୍ଷେତ୍ରରେ ଦେଖାଦେଉଥିବା ସମସ୍ୟା, ସୁରକ୍ଷା ଓ ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ଠିକ୍ ଭାବେ ଉପସ୍ଥାପନା କରି ସରକାର ଓ ପ୍ରଶାସନର ଦୃଷ୍ଟିଆକର୍ଷଣ କରିବା ଉପରେ ଆଲୋଚନା କରାଯାଇଥିଲ। ପରେ ଏକ ୱେବ୍ ମିଡିଆର ଜିଲାସ୍ତରୀୟ କମିଟି ଗଠନ କରାଯାଇଥିଲା । ଏଥିରେ ସଭାପତି ଆଦିତ୍ୟ ମହାନ୍ତି, କାର୍ଯ୍ୟକାରୀ ସଭାପତି ତୁଳମଣି ନାଗ, ଉପସଭାପତି ତୁଳସୀରା ଛତ୍ରିଆ, ସାଧାରଣ ସଂପାଦକ ସଂଗ୍ରାମ କେଶରୀ ପାତ୍ର, ସହ ସମ୍ପାଦକ ବିକାଶ ନାଏକ ଓ ସୋଭିତ ଗାନ୍ଧୀପ୍ରମୁଖ ଉପସ୍ଥିତ ଥିଲେ ।
କଳାହାଣ୍ଡି ୱେବ୍ ମିଡିଆ ସଂଘର ଜିଲାସ୍ତରୀୟ ବୈଠକ: ବିଭିନ୍ନ ସମସ୍ୟା ଠିକ୍ ଭାବେ ଉପସ୍ଥାପନା ନେଇ ଗୁରୁତ୍ୱ
Posted inଆମ ଜିଲା ଖବର, କଳାହାଣ୍ଡି View All
କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ
ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ...
ଶୀତରେ ଥରୁଛି କଳାହାଣ୍ଡି
ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...
ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...
ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି
ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...
ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…
ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...
ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ…
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...
ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…
ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I ମୃତ ବୃଦ୍ଧା...
ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା
ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...
Archives


