ଚାଷୀଙ୍କ ପାଇଁ ବଡ଼ ଖୁସିଖବର, ପିଏମ୍‌ କିଷାନର ୨୨ତମ କିସ୍ତି ଜାରି, ଆପଣଙ୍କ ଆକାଉଣ୍ଟକୁ ଆସି ନ ଥିଲେ…

ନୂଆଦିଲ୍ଲୀ,୧୩।୩:  କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (PM-KISAN) ଯୋଜନା ଅଧୀନରେ ଦେଶର କୋଟି କୋଟି ଚାଷୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏହି ଯୋଜନାର ୨୨ତମ…

ଆରଆଇଙ୍କୁ ମାଡ ଘଟଣାରେ: ଜଣେ ଗିରଫ

ନନ୍ଦପୁର,୧୩।୨(ତୁଷାର କାନ୍ତ ମହାନ୍ତି): ଜାତିଗତ ପ୍ରମାଣପତ୍ର ପାଇଁ ନନ୍ଦପୁର ତହସିଲରେ କାର୍ଯ୍ୟରତ ରାଜସ୍ବ ନିରୀକ୍ଷକ ମଧୁସୁଦନ ଖେମୁଣ୍ଡୁଙ୍କୁ ଅଶାଳୀନ ବ୍ୟବହାର ଓ ମାଡ ମାରିବା ଘଟଣାରେ ଜଣେ ଗିରଫ ହୋଇଛନ୍ତି। ନନ୍ଦପୁର ପୋଲିସ ଅଭିଯୁକ୍ତ…

ଲାଞ୍ଚନେଇ ବନ୍ଧାହେଲେ ବଡ଼ଗାଁ ଥାନା ଏଏସ୍‌ଆଇ

ସୁନ୍ଦରଗଡ,୧୩।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ବଡ଼ଗାଁ ଥାନା ପୋଲିସ, ଏଏସ୍‌ଆଇ ଅରୂପା ନନ୍ଦ ଦାସ ଗୁରୁବାର ସନ୍ଧ୍ୟାରେ ଜଣେ ଢାବା ମାଲିକଙ୍କଠାରୁ ୨୫,୦୦୦ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଥିଲେ।…

ଭୋଜିଖାଇ ଫେରିଲେ ସକାଳୁ ମିଳିଲାନି ବାଇକ୍‌ 

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ରାଜେଶ କୁମାର ରାଉତଙ୍କ ଏକ ବାଇକ୍‌କୁ କେହି ଦୁର୍ବୃତ୍ତ ତାଙ୍କ ଘର ସମ୍ମୁଖରୁ ଚୋରି କରିଥିବା ନେଇ ସେ ଦିଗପହଣ୍ଡି ଥାନାରେ…

ଆମେରିକାର ବଡ଼ ଦାବି: ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଗୁରୁତର ଆହତ

ୱାଶିଂଟନ୍‌,୧୩।୩: ଆମେରିକାର ପ୍ରତିରକ୍ଷା ସଚିବ ପିଟ୍‌ ହେଗସେଠ୍‌ ଏକ ବଡ଼ ଦାବି କରିଛନ୍ତି। ଇରାନର ନୂଆ ସୁପ୍ରିମ ଲିଡର ମୋଜତାବା ଖାମନେଇ ଗୁରୁତର ଆହତ ହୋଇଥିବା ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି। ଆକ୍ରମଣରେ…

ୱାରେଣ୍ଟିଙ୍କୁ କୋର୍ଟଚାଲାଣ

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର କୁକୁଡ଼ାଖଣ୍ଡି ବ୍ଲକ ବଣିଆମାରି ଗ୍ରାମର ବିପ୍ର ମଲ୍ଲିକଙ୍କୁ କୋର୍ଟ ୱାରେଣ୍ଟ ବଳରେ ଗିରଫ କରି ବ୍ରହ୍ମପୁର ଜିଲା ଜଜ କୋର୍ଟକୁ ଚାଲାଣ କରିଛନ୍ତି।…

‘ହୋର୍ମୁଜ ଷ୍ଟ୍ରେଟ୍‌’ରେ ଭାରତର ଦବଦବା! ଇରାନ ରାଷ୍ଟ୍ରଦୂତ ଦେଲେ ବଡ଼ ସଂକେତ, କିଛି ସମୟରେ ବଡ଼ ଘୋଷଣା…  

ନୂଆଦିଲ୍ଲୀ,୧୩।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବଢୁଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ପାରସ୍ୟ ଉପସାଗରରେ ଜାରି ରହିଥିବା ଉତ୍ତେଜନା ଏବଂ ସାମୁଦ୍ରିକ ସୁରକ୍ଷାକୁ ନେଇ ଚିନ୍ତା ପ୍ରକଟ ହେଉଥିବା ବେଳେ,…

ରାଗ କେମିତି ନିୟନ୍ତ୍ରଣ କରିବି ଜାଣିପାରୁନାହିଁ…ସଂସଦରେ ଭାବପ୍ରବଣ ହୋଇପଡ଼ିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୩: ସଂସଦର ଉଭୟ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଛି। ଆଜି ଲୋକ ସଭାର ଦୃଶ୍ୟ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ଥିଲା। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ Supplementary Demands for Grantsର ଉତ୍ତର ଦେବାକୁ ଛିଡା ହୋଇଥିବାବେଳେ ବିରୋଧୀଙ୍କ ଦ୍ୱାରା ସୃଷ୍ଟି ହୋଇଥିବା…

ଆତ୍ମସମର୍ପଣ କରିବ ଇରାନ: ରାଷ୍ଟ୍ରପତି ଟ୍ରମ୍ପଙ୍କ ସାହସିକ ଦାବି

ଓ୍ବାଶିଂଟନ୍‌,୧୩।୩:ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ G7 ନେତାଙ୍କ ସହ ଏକ ଭର୍ଚୁଆଲ ବୈଠକ କରିଛନ୍ତି। ଏହି ବୈଠକ ସମୟରେ ଇରାନ ଏବେ ଆତ୍ମସମର୍ପଣ କରିବାକୁ ଯାଉଛି। ଇରାନର ସ୍ଥିତି ଦୁର୍ବଳ ହୋଇଯାଇଛି ଏବଂ ସଂଘର୍ଷର ଫଳାଫଳ ଏବେ ସ୍ପଷ୍ଟ ହେବାରେ ଲାଗିଛି…

ମୁଖ୍ୟ ନିର୍ବାଚନ କମିଶନରଙ୍କୁ ପଦବୀରୁ ହଟାଇବା ପାଇଁ ନୋଟିସ୍‌

ନୂଆଦିଲ୍ଲୀ,୧୩ା୩: ଶୁକ୍ରବାର ବିରୋଧୀ ଦଳ ସଂସଦର ଉଭୟ ଗୃହ, ଲୋକ ସଭା ଏବଂ ରାଜ୍ୟ ସଭାରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ତାଙ୍କ ପଦବୀରୁ ହଟାଇବା ପାଇଁ ନୋଟିସ୍‌ କରିଛନ୍ତି। ଏହି ନୋଟିସ୍‌ରେ ୧୯୩ ଜଣ ଏମ୍‌ପିଙ୍କ ଦସ୍ତଖତ ରହିଥିବାବେଳେ…

ଯୁଦ୍ଧର ଘଡ଼ିସନ୍ଧି ମୁହୂର୍ତ୍ତରେ ଭାରତର ସାହାଯ୍ୟ ମାଗିଲା ଇରାନ, ବଡ଼ ପ୍ରତିଶ୍ରୁତି ଦେଇ ଜୟଶଙ୍କର କହିଲେ ଆମେ…

ନୂଆଦିଲ୍ଲୀ/ତେହରାନ,୧୩ା୩: ଯୁଦ୍ଧର ଘଡ଼ିସନ୍ଧି ମୁହୂର୍ତ୍ତରେ ଭାରତର ସାହାଯ୍ୟ ମାଗିଛି ଇରାନ।  ବର୍ତ୍ତମାନର ଆଞ୍ଚଳିକ ଏବଂ ଅନ୍ତର୍ଜାତୀୟ ପରିସ୍ଥିତି ଉପରେ ଇରାନ ଏବଂ ଭାରତ ଉଚ୍ଚସ୍ତରୀୟ ଆଲୋଚନା କରିଛନ୍ତି। ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ୍‌.…

କୂଟନୈତିକ ‘ଚୌକା’ ଲଗାଇଲେ ଜୟଶଙ୍କର: ଗ୍ୟାସ୍‌ ସଙ୍କଟ ମଧ୍ୟରେ ଇରାନକୁ ଫୋନ କରି…

ନୂଆଦିଲ୍ଲୀ,୧୩।୩: ଇରାନ ସହିତ ଜଡିତ ବିବାଦ ସମ୍ପର୍କରେ ଭାରତ ଏବେ ଅତ୍ୟନ୍ତ ସକ୍ରିୟ ହୋଇଛି। ଗ୍ୟାସ ସଙ୍କଟ ଏବଂ ଫସି ରହିଥିବା ଜାହାଜର ସମସ୍ୟା ମଧ୍ୟରେ ଇରାନ ଏବଂ ଭାରତ ମଧ୍ୟରେ ନୂତନ ଆଲୋଚନା ହୋଇଛି। ଇରାନ ଏବଂ ଆମେରିକା ମଧ୍ୟରେ…

ଇରାନର ‘ମାଷ୍ଟରମାଇଣ୍ଡ’ ଅଲି ଜାଫରୀ: ଯାହାଙ୍କ ରଣନୀତି ଆଗରେ ଫେଲ୍ ମାରିଲା ଆମେରିକା-ଇସ୍ରାଏଲର ‘ଅପରେସନ ଏପିକ ଫ୍ୟୁରୀ’!

ତେହରାନ୍‌,୧୩।୩: ଫେବୃଆରୀ ୨୮ରେ ଆମେରିକା ଓ ଇସ୍ରାଏଲ ମିଳିତ ଭାବେ ଇରାନ ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଥିଲେ। ଏଥିରେ ଇରାନର ସର୍ବୋଚ୍ଚ ନେତା ଆୟାତୁଲ୍ଲା ଖାମେନେଇଙ୍କ ସମେତ ସମସ୍ତ ଶୀର୍ଷ ସାମରିକ କମାଣ୍ଡର ନିହତ ହୋଇଥିଲେ। କିନ୍ତୁ ଆଶ୍ଚର୍ଯ୍ୟର…

ଶେଷରେ ମୁଣ୍ଡ ନୁଆଁଇଲେ ଟ୍ରମ୍ପ: ନିଜ ଖେଳରେ ନିଜେ ଫସିଗଲେ, ମିଳିଲା ବଡ଼ ପ୍ରମାଣ

ଓ୍ବାଶିଂଟନ୍‌,୧୩।୩: ଆଜି ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ସଂଘର୍ଷର ୧୪ତମ ଦିନ। ଯୁଦ୍ଧର ପ୍ରଥମ ଦିନରୁ ଆମେରିକା ଏହାର ଆସନ୍ନ ବିଜୟ ସମ୍ପର୍କରେ ବିଭିନ୍ନ ଦାବି କରିଆସୁଛି। ସର୍ବୋଚ୍ଚ ନେତା ଖାମେନେଇଙ୍କ ମୃତ୍ୟୁ ପରେ ଏହା ଦୃଢ଼ ଭାବରେ କୁହାଯାଇଥିଲା…

୨୦୨୭ ବିଶ୍ୱକପ୍ ଉପରେ BCCIର ନଜର: ରୋହିତ-ବିରାଟଙ୍କୁ ନେଇ ବଡ଼ ପ୍ଲାନ୍!

ମୁମ୍ବାଇ,୧୩।୩: ଟି-୨୦ ବିଶ୍ୱକପ୍ ସଫଳତା ପରେ ଏବେ ବିସିସିଆଇର ପରବର୍ତ୍ତୀ ଟାର୍ଗେଟ୍ ହେଉଛି ୨୦୨୭ ଦିନିକିଆ ବିଶ୍ୱକପ୍। ୨୦୧୧ ପରଠାରୁ ଦୀର୍ଘ ପ୍ରତୀକ୍ଷିତ ଏହି ଟ୍ରଫି ହାସଲ ପାଇଁ ରୋହିତ ଶର୍ମା ଓ ବିରାଟ କୋହଲିଙ୍କୁ ନେଇ ଏକ ସ୍ୱତନ୍ତ୍ର ରଣନୀତି…

ବିନା କାରଣରେ ସମ୍ପୂର୍ଣ୍ଣ ବ୍ୟବସାୟିକ ଆକାଉଣ୍ଟ ସିଜ୍ କରିପାରିବନି ପୋଲିସ: ହାଇକୋର୍ଟ

କଟକ, ୧୩।୩: ସକ୍ରିୟ ବ୍ୟବସାୟ ଅନୁଷ୍ଠାନର ସମ୍ପୁର୍ଣ୍ଣ ପାଣ୍ଠିକୁ ସିଜ୍ କରିପାରିବନି ପୋଲିସ୍। ଏକ ମାମଲାର ଶୁଣାଣି କରିବା ମସୟରେ ଏଭଳି ଗୁରୁତ୍ବପୁର୍ଣ୍ଣ ରାୟ ଶୁଣାଇଛନ୍ତି ହାଇକୋର୍ଟ। ଅପରାଧିକ ତଦନ୍ତ ସମୟରେ ପୋଲିସ ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍ କରିପାରିବ, କିନ୍ତୁ ବିନା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri