ଜମ୍ମୁ,୨୧।୯: ଦକ୍ଷିଣ କଶ୍ମୀରର ପୁଲଓ୍ବାମାରେ ପୋଲିସ ରେଡ୍ କରୁଥିବା ସମୟରେ ଶନିବାର ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ସଙ୍ଗଠନର ୨ ଓଭର ଗ୍ରାଉଣ୍ଡ କର୍ମୀଙ୍କୁ ଗିରଫ କରିଥିବା ଜଣାପଡିଛି। ପୂର୍ବରୁ କଠଓ୍ବାରୁ ଗିରଫ ହୋଇଥିବା ୩ ଆତଙ୍କବାଦୀଙ୍କୁ ଏମାନେ ସହଯୋଗ କରୁଥିବା ଅଭିଯୋଗରେ ଗିରଫ ହୋଇଥିବା କୁହାଯାଉଛି।

ନୂଆଦିଲ୍ଲୀ,୧୮ା୧୨: ପ୍ରତିବର୍ଷ ଲକ୍ଷାଧିକ ଲୋକ ଭାରତ ଛାଡୁଛନ୍ତି। ବୈଦେଶିକ ମନ୍ତ୍ରଣାଳୟ ସଂସଦକୁ ସୂଚନା ଦେଇଛି ଯେ, ଗତ ପାଞ୍ଚ ବର୍ଷ ମଧ୍ୟରେ ୯୦୦୦୦୦ରୁ ଅଧିକ ଭାରତୀୟ...
ଲୋଇସିଂହା, ୧୮।୧୨( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବସଷ୍ଟାଣ୍ଡ ସ୍ଥିତ ଜେଶ୍ମିନ ଅଳଙ୍କାର ଦୋକାନରୁ ବୁଧବାର ରାତିରେ ଚୋରି ହୋଇଥିବା ନେଇ ଦୋକାନ ମାଲିକ...
ମସ୍କୋ,୧୮ା୧୨: ୨୦୩୦ ସୁଦ୍ଧା ଏକ ଦେଶରେ ମୁସଲମାନଙ୍କ ସଂଖ୍ୟା ଅହେତୁକ ବୃଦ୍ଧି ପାଇବ ବୋଲି ଏକ ରିପୋର୍ଟରେ ପ୍ରକାଶ ପାଇଛି। ଏମିତି ଏକ ଦେଶ ହେଉଛି...
ଓ୍ବାଶିଂଟନ,୧୮।୧୨: ଏଫବିଆଇର ଡେପୁଟି ଡାଇରେକ୍ଟର ଡାନ ବୋଙ୍ଗିନୋ ବୁଧବାର ଘୋଷଣା କରିଛନ୍ତି ଯେ ସେ ଚାକିରି ଆରମ୍ଭ କରିବାର ୧୦ ମାସରୁ କମ ସମୟ ପରେ...
ଓ୍ବାଶିଂଟନ୍,୧୮।୧୨: ଡିସେମ୍ବର ୧୭ରେ ବାଂଲାଦେଶରେ ଭାରତୀୟ ହାଇକମିଶନ ସମ୍ମୁଖରେ ଯାହା ଘଟିଥିଲା ତାହା କୌଣସି ଦୁର୍ଘଟଣା ନୁହେଁ। ଏହା ଏକ ସୁଚିନ୍ତିତ ରଣନୀତିର ଅଂଶ ଭାବରେ...
ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...
ଓ୍ବାଶିଂଟନ,୧୮।୧୨: CNN ଏକ ଅନିଶ୍ଚିତ ଭବିଷ୍ୟତର ସମ୍ମୁଖୀନ ହେଉଛି, ଏହାର ମୂଳ କମ୍ପାନୀ, ୱାର୍ନର ବ୍ରଦର୍ସ ଡିସ୍କଭରୀ (WBD), ଏକ ସମ୍ଭାବ୍ୟ ଅଧିଗ୍ରହଣର ସମ୍ମୁଖୀନ ହେଉଛି।...
ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧...