ଉଚ୍ଚଶିକ୍ଷା ବିଭାଗ କର୍ମଚାରୀ ଦେବେ ବାୟୋମେଟ୍ରିକ ଆଟେଣ୍ଡାନ୍ସ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜ୍ୟରେ ଉଚ୍ଚଶିକ୍ଷା ବିଭାଗ କର୍ମଚାରୀଙ୍କ ପାଇଁ ଲାଗୁ ହେବ ବାୟୋମେଟ୍ରିକ୍‌ ଆଟେଣ୍ଡାନ୍ସ ରେଜିଷ୍ଟର ସିଷ୍ଟମ୍‌। ଏ ନେଇ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଫଳରେ କର୍ମଚାରୀମାନେ କାର୍ଯ୍ୟାଳୟରେ ଲାଗିଥିବା ବାୟୋମେଟ୍ରିକ ଆଟେଣ୍ଡାନ୍ସ ରେଜିଷ୍ଟ୍ରି ମେଶିନ୍‌ରେ ନିଜର ଉପସ୍ଥାନ ପକାଇବେ। ଏହି ମେଶିନରେ ଆଟେଣ୍ଡାନ୍ସ ରେଜିଷ୍ଟ୍ରି ନ ହେଲେ ଅନୁପସ୍ଥିତ ବୋଲି ଧରାଯିବ। ଏଣୁ କର୍ମଚାରୀ ସକାଳ ୧୦ଟାରେ ପହଞ୍ଚିବେ। ତେବେ ବିଭିନ୍ନ ସ୍ଥିତିକୁ ନଜରରେ ରଖି ଅଧ ଘଣ୍ଟା ରିହାତି ରଖାଯାଇଛି। ରିହାତି ଅନୁସାରେ କର୍ମଚାରୀମାନେ ସକାଳ ସାଢ଼େ ୧୦ଟା ସୁଦ୍ଧା ଆଟେଣ୍ଡାନ୍ସ ଦେବେ। ସେହିପରି ସନ୍ଧ୍ୟା ୫ଟାରେ ପଞ୍ଚ ଆଉଟ୍‌କରି ବାହାରିବେ ନ ହେଲେ ସାଢ଼େ ୭ ଘଣ୍ଟା ହୋଇଗଲେ ଅଫିସରୁ ବାହାରି ପାରିବେ। ସାଢ଼େ ୧୦ଟା ପରେ ଓ ୧୧ଟା ପୂର୍ବରୁ ପଞ୍ଚ ଇନ୍‌ କଲେ ଲେଟ୍‌ ଆଟେଣ୍ଡାନ୍ସ ଭାବେ ବିବେଚନା କରାଯିବ ବୋଲି ବିଭାଗ ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶରେ କୁହାଯାଇଛି। ଏମିତି ହେଲେ ସମ୍ପୃକ୍ତ କର୍ମଚାରୀ କାଜୁଆଲ୍‌ ଲିଭ୍‌ ପାଇଁ ଆବେଦନ କରିବେ। ଏଭଳି ଭୁଲ୍‌ ୩ ଦିନ ଯାଏ ଗ୍ରହଣୀୟ ହେବ। ତାପରେ ହେଲେ ଅନୁପସ୍ଥିତି ଭାବେ ବିଚାର କରାଯିବ। ଦିନ ୧୧ଟା ପରେ ଆଟେଣ୍ଡାନ୍ସ ପଡ଼ିଲେ ଛୁଟି ବୋଲି ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri