ଏଣିକି ମାସର ଶେଷ ଦିନରେ ଦରମା

ଭୁବନେଶ୍ୱର,୨୫-୯(ବ୍ୟୁରୋ):ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ଏଣିକି ମାସର ଶେଷ କାର୍ଯ୍ୟ ଦିବସରେ କର୍ମଚାରୀଙ୍କୁ ଦରମା ମିଳିବ। ଏ ସମ୍ପର୍କିତ ଏକ ବିଜ୍ଞପ୍ତି ମଙ୍ଗଳବାର ଅର୍ଥ ବିଭାଗ ପକ୍ଷରୁ ଜାରି କରାଯାଇଛି। ପୂର୍ବରୁ ପରବର୍ତ୍ତୀ ମାସର ପ୍ରଥମ ଦିନରେ ଦରମା ମିଳୁଥିଲା। ମାତ୍ର ଏବେ ଏହା ଦିନକ ପୂର୍ବରୁ ଅର୍ଥାତ୍‌ ମାସର ଶେଷ ଦିନରେ ମିଳିବ ବୋଲି ଅର୍ଥ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।
ପ୍ରଚଳିତ ନିୟମାନୁଯାୟୀ, ଦରମା ଦେବା ପୂର୍ବରୁ ମାସର ଶେଷ ୫ ଦିନ ମଧ୍ୟରେ ଏହାକୁ ପ୍ରଥମେ ଟ୍ରେଜେରିରେ ରଖାାଯାଉଥିଲା ଏବଂ ଏହାକୁ ପରବର୍ତ୍ତୀ ମାସର ପ୍ରଥମ ଦିବସରେ ପ୍ରଦାନ କରାଯାଉଥିଲା। ଏହି ପ୍ରକ୍ରିୟା ଦ୍ୱାରା ପ୍ରାୟ ୧୫ ଲକ୍ଷ କାଗଜ ବ୍ୟବହୃତ ହେଉଥିଲା। ଏପରି କି ଦରମା ସମ୍ପର୍କିତ ନଥିପତ୍ର ଟ୍ରେଜେରି ଏଣ୍ଡ ଏଜିଙ୍କ ନିକଟରେ ପହଞ୍ଚିବା ୫୦ ଦିନ ସମୟ ଲାଗୁଥିଲା। ଏଭଳି ସ୍ଥିତିରେ ଦରମା ଉଠାଣ ବ୍ୟବସ୍ଥାକୁ ସରଳୀକରଣ କରିବା ଏବଂ ସରକାରଙ୍କ ୫-ଟି ର ସୁପରିଚାଳନା ପାଇଁ ଏକକ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯାଇଛି। ଫଳରେ ମାସର ଶେଷ ଦିନରେ ହିଁ ଟ୍ରେଜେରି ମାଧ୍ୟମରେ ଦରମା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ସିଲିଣ୍ଡର, ଗୁରୁତରଙ୍କୁ କଟକ ସ୍ଥାନାନ୍ତର

ବ୍ରହ୍ମପୁର , ୨୩।୧୨( ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ବୋରିଗାଁର ବଡ଼ ବନ୍ଧ ସାହିରେ ସୋମବାର ରାତିରେ ଗ୍ୟାସ ସିଲିଣ୍ଡର ଫାଟିଯାଇଛି ।...

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।...

ପ୍ରଧାନମନ୍ତ୍ରୀ ଚେହେରା ବଦଳାଇଲା କଂଗ୍ରେସ! ରାହୁଲ ଗାନ୍ଧୀ ନୁହଁନ୍ତି, ଏହି ନେତା… ସାଂସଦଙ୍କ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ ଜାତୀୟ କଂଗ୍ରେସର ଆଭ୍ୟନ୍ତରୀଣ ଏବଂ ବାହ୍ୟ ରାଜନୈତିକ ଦୃଶ୍ୟପଟରେ, ପୂର୍ବ ଅନେକ ନିର୍ବାଚନରୁ ଏହା ସ୍ପଷ୍ଟ ହୋଇଛି ଯେ ପୂର୍ବତନ ଦଳର ଅଧ୍ୟକ୍ଷ...

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ...

ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ...

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri