Posted inଜାତୀୟ

ଲୁଙ୍ଗି, ଚପଲ ପିନ୍ଧି ଗାଡି ଚଳାଇବା ଉପରେ ମତ ରଖିଲେ ପରିବହନ ମନ୍ତ୍ରୀ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ପହିଲାରୁ ନୂଆ ମୋଟରଯାନ ନିୟମ ଆରମ୍ଭ ହେବାପରେ ଲୋକଙ୍କ ବହୁ ସଂଖ୍ୟାରେ ଚାଲାଣ କଟୁଥିବା ଦେଖିବାକୁ ମିଳିଛି। ନିକଟରେ ଲୁଙ୍ଗି ଓ ଚପଲ ପିନ୍ଧି ଗାଡି ଚଳାଇଲେ ବି ଚାଲାଣ କଟିବ ବୋଲି ଶୁଣିବାକୁ ମିଳିଥିଲା। ହେଲେ ଏନେଇ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ଟୁଇଟ କରି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏହା ସମ୍ପର୍ଣ୍ଣ ଗୁଜବ। ଏଥିରୁ ଦୂରେଇ ରହିବା ପାଇଁ ସେ ଲୋକଙ୍କୁ ପରାମର୍ଶ ଦେଇଛନ୍ତି। ଲୁଙ୍ଗି ଓ ଚପଲ ପିନ୍ଧି ଗାଡି ଚଳାଇଲେ କୌଣସି ପ୍ରକାର ଚାଲାଣ କଟାଯିବ ନାହିଁ। ଏଥିସହ ଗାଡ଼ିର କାଚ ମଇଳା ହେବା, ଗାଡିରେ ଅଧିକ ବଲ ରଖିବା କି ଚପଲ ପିନ୍ଧି ଗାଡ଼ି ଚଳାଇବା ଉପରେ ଚାଲାଣ କଟାଯିବା ନେଇ କୌଣସି ଆଇନ ବ୍ୟବସ୍ଥା ନାହିଁ ବୋଲି ଗଡ଼କରୀ କହିଛନ୍ତି। ତେବେ ସଡକ ସୁରକ୍ଷା ଆଇନକୁ ନେଇ କିଛି ଗଣମାଧ୍ୟମ ଲୋକଙ୍କୁ ଭ୍ରମିତ କରାଉଛନ୍ତି ବୋଲି ପରିବହନ ମନ୍ତ୍ରୀ କହିଛନ୍ତି। ଯେଉଁଥିରୁ ଚାଳକମାନେ ହନ୍ତସନ୍ତ ହେବା ସହ ମିଥ୍ୟା ଗୁଜବର ଶିକାର ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri