ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ : ଡାକ୍ତରଖାନା ପରିସରରେ ଉତ୍ତେଜନା

ଅନୁଗୋଳ ଅଫିସ,୨୬।୯: ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ଗୁରୁବାର ଜଣଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତକଙ୍କ ଘର ବଅଁରପାଳ ବ୍ଲକ ନୂଆହତା ଅଞ୍ଚଳର ବିରଜା ମୋହନ ପଟ୍ଟନାୟକ(୫୧)। ସେ ବୁଧବାର ବିଷପାନ କରି ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଅବସ୍ଥା ଗୁରୁତର ହେବାରୁ ପରିବାର ଲୋକେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର ପାଇଁ କହିଥିଲେ। ମାତ୍ର ମେଡିକାଲ କର୍ତ୍ତୃପକ୍ଷ ନ କରିବାରୁ ବିରଜାଙ୍କ ମୃତ୍ୟୁ ଘଟିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଏନେଇ ମେଡିକାଲରେ ଚାପା ଉତ୍ତେଜନା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri