କେନ୍ଦୁଝର ଲୋକ ସଭାରେ ଭାଜପା ଆଗୁଆ

କେନ୍ଦୁଝର ଅଫିସ,୨୩।୫: କେନ୍ଦୁଝର ଲୋକ ସଭା ଆସନରେ ଭାଜପାର ଅନନ୍ତ ନାୟକ ପ୍ରଥମ ରାଉଣ୍ଡ ଗଣତିରେ ୨୨୮ ଭୋଟରେ ଆଗୁଆ ରହିଛନ୍ତି। କେନ୍ଦୁଝର ସଦର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ମାଧବ ସର୍ଦ୍ଦାର ୩୧୮ ଭୋଟରେ ଆଗୁଆ ଅଛନ୍ତି। ସେହିପରି ତୃତୀୟ ରାଉଣ୍ଡ ଗଣତି ପରେ ବହୁ ଚର୍ଚ୍ଚିତ ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ୧୫୪୧ଭୋଟରେ ଆଗୁଆ ଅଛନ୍ତି। ଅନ୍ୟପଟେ ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଜଗନ୍ନାଥ ନାୟକ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଭାଜପାର ଭବାନୀ ଶଙ୍କର ନାୟକଙ୍କଠାରୁ ୧୨୫୬ ଭୋଟରେ ଆଗୁଆ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀ ଦେଉଥିଲେ ଫୁଲମାଳ, ନେଲେନି ନେତା

ବାଲେଶ୍ୱର,୮ା୫(ମାନସ ବିଶ୍ୱାଳ): ବାଲେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ବୁଧବାର ମହା ମେଘବାହନ ଖାରବେଳ ସ୍ବାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ମଧ୍ୟାହ୍ନରେ ସେ ତାଙ୍କର ସମର୍ଥକମାନଙ୍କ ସହିତ...

ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

କର୍ମୀଙ୍କ ମନ ଜିଣୁଛି ପ୍ରାର୍ଥୀଙ୍କ ଭାଇରାଲ୍‌ ଭାଷଣ

ଖଇରା,୬ା୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀ ଜୋରଦାର ପ୍ରଚାରରେ ଲାଗିପଡ଼ିଛନ୍ତି। ଏଥର ଏଠାରେ ତ୍ରିମୁଖି ପ୍ରତିଦ୍ୱନ୍ଦିତା ହେବ...

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri