ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଶାକୁମ୍ବରୀ ପୀଠାଧୀଶ୍ୱର ଆଶୁତୋଷ…

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ ମସ୍‌ଜିଦ ପତନ ପରେ କଂଗ୍ରେସ କୌଣସି…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର କ୍ଷେପଣାସ୍ତ୍ର ଓ ଆଣବିକ କାର୍ଯ୍ୟକ୍ରମକୁ ନେଇ…

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….

ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା କରାଯାଉଛି । ତାପମାତ୍ରା ଯେତେ ଅଧିକ…

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ ହାଜର ହୋଇ ସାକ୍ଷ୍ୟ ପ୍ରଦାନ କରିଛନ୍ତି।…

ବର୍ଡରରେ ପାକିସ୍ତାନର ବଡ଼ ଏୟାରଷ୍ଟ୍ରାଇକ୍‌, ସକାଳୁ ସକାଳୁ ଥରିଲା…

ଇସଲାମବାଦ,୨୨।୨: ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍‌। ଆଫଗାନିସ୍ତାନରେ ପାକିସ୍ତାନ ବଡ଼ ଷ୍ଟ୍ରାଇକ୍‌ କରିଥିବା ସମ୍ପର୍କରେ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକତିକା ପ୍ରଦେଶର ବାରମଲ ଜିଲ୍ଲାରେ ଏକ ଧାର୍ମିକ ମଦ୍ରାସାକୁ ଟାର୍ଗେଟ କରିଛି। ପାକିସ୍ତାନୀ ଜେଟ ମଧ୍ୟ…

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ ଦୋକାନ ଘର ସମ୍ପୂର୍ଣ୍ଣ ପୋଡ଼ି ଯାଇଛି ।ଖବରପାଇ ପାରାଦୀପ ବନ୍ଦର ଅଗ୍ନିଶମ ବିଭାଗ,…

ଭାରତୀୟ ବ୍ୟବସାୟୀଙ୍କୁ ଆଶ୍ବସ୍ତି; ଶସ୍ତା ହେବ ଆମେରିକା ବଜାରକୁ ଯାଉଥିବା ସାମଗ୍ରୀ

ଓ୍ବାଶିଂଟନ୍‌,୨୨।୨: ଆମେରିକା ସୁପ୍ରିମକୋର୍ଟରୁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା । ଟାରିଫକୁ ସୁପ୍ରିମକୋର୍ଟ ବେଆଇନ କହିବା ପରେ ବଢ଼ିଲା ଟ୍ରମ୍ପଙ୍କ ଅଡୁଆ । ଭାରତ ଉପରେ ୧୮ ନୁହେଁ, ଏଣିକି ୧୦ ପ୍ରତିଶତ ଟାରିଫ ଲାଗୁ ହେବ । ଆସନ୍ତା ୨୪…

ଓଡ଼ିଶାର ୧୨ ଜିଲାରେ ବାଲ୍ୟବିବାହ ସର୍ବାଧିକ, ସବୁଠୁ ଆଗରେ…

ଭୁବନେଶ୍ୱର,୨୨।୨ (ରବିନାରାୟଣ ଜେନା) : ଓଡ଼ିଶାର ବାଲ୍ୟବିବାହ ସ୍ଥିତିକୁ ନେଇ ଏକ ଚିନ୍ତାଜନକ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ୧୨ ଜିଲାରେ ବାଲ୍ୟବିବାହ ହାର ଜାତୀୟ ହାରଠାରୁ ଅଧିକ ରହିବା ସାମାଜିକ ବିକାଶ ଦିଗରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଦାରିଦ୍ର୍ୟ,…

ଭାରତ-ବ୍ରାଜିଲ ସମ୍ପର୍କରେ ନୂଆ ଅଧ୍ୟାୟ: ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ

ବ୍ରାସିଲିଆ,୨୧।୨: ଭାରତ-ବ୍ରାଜିଲ ସମ୍ପର୍କରେ ଏକ ନୂତନ ଅଧ୍ୟାୟ ଯୋଡି ହୋଇଛି। ଉଭୟ ଦେଶ ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବ୍ରାଜିଲ ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଡା ସିଲଭାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା…

ଥରିଲା ପାକିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ରହିଛି…

ଇସଲାମାବାଦ,୨୧ା୨: ଶନିବାର ପାକିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ୩.୯ ତୀବ୍ରତାର ଏକ ଭୂକମ୍ପ ରେକର୍ଡ କରାଯାଇଛି। ଭାରତର ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି। NCS ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ ଭୂମିରୁ…

ଆତଙ୍କବାଦୀ ଟାର୍ଗେଟ୍‌ରେ ରାଜଧାନୀ: ବଢିଲା ସୁରକ୍ଷା

ନୂଆଦିଲ୍ଲୀ,୨୧।୨: ସୁରକ୍ଷା ଏଜେନ୍ସିଗୁଡ଼ିକ ପୁଣି ଥରେ ଜାତୀୟ ରାଜଧାନୀ ଦିଲ୍ଲୀରେ ଆତଙ୍କବାଦୀ ସତର୍କତା ଜାରି କରିଛନ୍ତି। ଗୋଇନ୍ଦା ସୂତ୍ରରୁ ଜଣାପଡିଛି ଯେ, ଲସ୍କର-ଏ-ତୋଇବା (LeT) ଆତଙ୍କବାଦୀମାନେ ଲାଲକିଲ୍ଲା ନିକଟରେ ବିସ୍ଫୋରଣ ଯୋଜନା କରୁଛନ୍ତି। ଚାନ୍ଦନୀ ଚୌକରେ ଥିବା ଏକ ପ୍ରମୁଖ ମନ୍ଦିର…

ପତ୍ନୀଙ୍କୁ ଚାପୁଡ଼ା ମାରିବା ନିଷ୍ଠୁରତା ନୁହେଁ…. କାହିଁକି ଏଭଳି କହିଲେ ହାଇକୋର୍ଟ ଜାଣନ୍ତୁ

ଚଣ୍ଡିଗଡ଼,୨୧।୨: ଗୁଜରାଟ ହାଇକୋର୍ଟଙ୍କ ଏକ ନିଷ୍ପତ୍ତି ବର୍ତ୍ତମାନ ଦେଶବ୍ୟାପୀ ଆଲୋଚନାର ବିଷୟ ପାଲଟିଛି । କେତେକ ଏହାକୁ ଧାର୍ମିକ ବୋଲି କହୁଥିବା ବେଳେ ଅନ୍ୟମାନେ ଏହାକୁ ସମ୍ପୂର୍ଣ୍ଣ ଭୁଲ ବୋଲି କହୁଛନ୍ତି । ହାଇକୋର୍ଟ ତାଙ୍କ ରାୟରେ କହିଛନ୍ତି ଯେ ସ୍ୱାମୀ…

ତୁମମାନଙ୍କ ଯୋଗୁ ମୋ ବାପା ହଇରାଣ ହେଲେ….ଶଙ୍ଖ ଭବନରୁ ଆସିଲା ପୁଣି ଏକ ରୋଚକ ଘଟଣା

ଭୁବନେଶ୍ୱର, ୨୧।୨(ସୁନିତ୍‌ ମିଶ୍ର):ବିଜେଡି ଭିତରେ ଅସନ୍ତୋଷ ଥମିବାର ନାଁ ଧରୁନାହିଁ। ପ୍ରତିଦିନ ନେତାମାନେ ପରସ୍ପର ବିରୋଧରେ ବିଷ ଓକାଳିବାରେ ଲାଗିଛନ୍ତି। ଏବେ ସେହି ଧାରା ତୀବ୍ର ହେବାରେ ଲାଗିଛି। ଏପରି ଏକ ଘଟଣା ଶୁକ୍ରବାର ଶୁଣିବାକୁ ମିଳିଛି। ଆସନ୍ତା ୨୪ ତାରିଖରେ…

ସୁପ୍ରିମକୋର୍ଟରୁ ଝଟକା ପରେ ଟ୍ରମ୍ପଙ୍କ ପ୍ରତିଶୋଧ! ବିଶ୍ବବ୍ୟାପୀ ୧୦% ଟାରିଫ୍ ଲଗାଇଲେ…

ନୂଆଦିଲ୍ଲୀ,୨୧।୨: ସୁପ୍ରିମକୋର୍ଟରେ ଟ୍ରମ୍ପଙ୍କ ପରାଜୟ ପରେ, ଆମେରିକା ରାଷ୍ଟ୍ରପତି ତାଙ୍କର ବାଣିଜ୍ୟ ନୀତିକୁ ଆହୁରି ତୀକ୍ଷ୍ଣ କରିଛନ୍ତି । ବିଦେଶୀ ସାମଗ୍ରୀ ଉପରେ ଟ୍ରମ୍ପ୍‌ଙ୍କ ୧୦% ନୂଆ ଟାରିଫ୍ ଘୋଷଣା କରିଛନ୍ତି । ଏହି ଶୁଳ୍କ ଆଗାମୀ ପାଞ୍ଚ ମାସ ପାଇଁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri