ଛତ୍ରପୁର,୨୮ା୯(ଡି.ଏନ.ଏ.)-ବଳାତ୍କାର ଉଦ୍ୟମ ମାମଲାରେ ଗିରଫ ହୋଇ ଛତ୍ରପୁର ସବ୍ ଜେଲରେ ଥିବା ଗଞ୍ଜାମସ୍ଥିତ ଗ୍ରାସୀମ ଇଣ୍ଡଷ୍ଟ୍ରିଜ୍ର ପୂର୍ବତନ ମୁଖ୍ୟ ସୁରକ୍ଷା ଅଧିକାରୀ ସଞ୍ଜୟ କୁମାର ଦାସ ଶୁକ୍ରବାର ଜାମିନରେ ମୁକୁଳିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଛତ୍ରପୁର ଏସ୍ଡିଜେଏମ୍ କୋର୍ଟରେ ୨୦ ହଜାର ଟଙ୍କା ଓ ୨ ଜଣ ଜାମିନଦାରଙ୍କ ଜରିଆରେ ତାଙ୍କୁ ଜାମିନ୍ ମିଳିଛି ା ପୋଲିସ ତଦନ୍ତରେ ସହଯୋଗ କରିବା, ଅଭିଯୋଗକାରୀଙ୍କୁ ଧମକ ନ ଦେବା ଏବଂ ଏପରି କାର୍ଯ୍ୟରେ ଆଉ ଲିପ୍ତ ନ ହେବାକୁ କୋର୍ଟ ତାଙ୍କ ଉପରେ ସର୍ତ୍ତ ରଖିଛନ୍ତି। ଗତ ମେ ୨୫ ତାରିଖରେ କାମ ଦେବା ନାଁରେ ଗ୍ରାସୀମ ଇଣ୍ଡଷ୍ଟ୍ରୀଜ୍ର ତତ୍କାଳନୀ ମୁଖ୍ୟ ସୁରକ୍ଷା ଅଧିକାରୀ ସଞ୍ଜୟ ବଳାକତ୍ାର ଉଦ୍ୟମ କରିଥିବା ନେଇ ଜଣେ ମହିଳା ଗଞ୍ଜାମ ଥାନାରେ ଏତଲା ଦେଇଥିଲେ ା ଏହାକୁ ଭିତ୍ତିକରି ପୋଲିସ ମାମଲା (ନଂ.୪୨/୧୯) ରୁଜୁ କରିଥିଲେ ମଧ୍ୟ ସଞ୍ଜୟଙ୍କୁ ଗିରଫ କରିପାରି ନ ଥିଲା ା ପରେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଅଗଷ୍ଟ ୫ ତାରିଖରେ ଛତ୍ରପୁର ଏସଡିଜେଏମ୍ କୋର୍ଟରେ ସଞ୍ଜୟ ଆମତ୍ସମର୍ପଣ କରିଥିଲେ। ସେ ସମୟରେ ତାଙ୍କ ଜାମିନ୍ ଆବେଦନ ଛତ୍ରପୁର ଏସଡିଜେଏମ୍ ଓ ଏଡିଜେ କୋର୍ଟରେ ଖାରଜ ହୋଇଥିଲା ା
୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା
ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...
ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…
ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...
ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…
ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...
ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି
ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...
‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’
ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...
ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି
ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...
ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ
ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...
ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…
ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...
Archives


