କମ୍ପ୍ୟୁଟର ସାମ୍ନାରେ ଅଧିକ ସମୟ ବସୁଥିଲେ ହୋଇପାରେ ଏହି ସମସ୍ୟା

ଆଜିକାଲି ଅଧିକାଂଶ ଲୋକ ଅଫିସରେ ଅଧିକ ସମୟ କମ୍ପ୍ୟୁଟର ସାମ୍ନାରେ ବସି କାର୍ଯ୍ୟ କରିଥା’ନ୍ତି। ମାତ୍ର ଏହା ଦ୍ୱାରା ଚକ୍ଷୁ ଉପରେ କୁପ୍ରଭାବ ପଡ଼ିଥାଏ। ତେଣୁ କାର୍ଯ୍ୟର ଆବଶ୍ୟକତା ସହ ନିଜ ଚକ୍ଷୁ ପ୍ରତି ଧ୍ୟାନ ଦେବା ଜରୁରୀ। ଆସନ୍ତୁ ଜାଣିବା ଏ ସମ୍ପର୍କରେ…

– କମ୍ପ୍ୟୁଟର ସମ୍ମୁଖରେ କାର୍ଯ୍ୟ କରିବା ବେଳେ ଅଧିକ ସମୟ ପର୍ଯ୍ୟନ୍ତ ଆଦୌ ବସନ୍ତୁ ନାହିଁ। ପ୍ରତି ୧ ଘଣ୍ଟା ଅନ୍ତରରେ ସିଟ୍‌ରୁ ଉଠି ବାହାରେ ଟିକେ ବୁଲି ଆସନ୍ତୁ।

– କମ୍ପ୍ୟୁଟରକୁ ଆଖି ଠାରୁ କିଛି ଦୂରରେ ରଖନ୍ତୁ। ଅତି ନିକଟରେ ରଖନ୍ତୁ ନାହିଁ। କିଛି ସମୟ କାମ କରିବା ପରେ ସିଟ୍‌ରୁ ଉଠିଯାଇ ଆଖିରେ ଥଣ୍ଡା ପାଣି ଛାଟନ୍ତୁ। ଏପରି କଲେ ଆରାମ ଲାଗିବ।

– କାର୍ଯ୍ୟ କରିବାର କିଛି ସମୟ ପରେ ୫-୧୦ ମିନିଟ୍‌ ଆଖିକୁ ବନ୍ଦ କରନ୍ତୁ । ସିଟ୍‌ରୁ ଉଠି ବାହାରେ ସବୁଜ ଗଛପତ୍ରକୁ କିଛି ସମୟ ଚାହିଁ ରୁହନ୍ତୁ।

– ରାତିରେ ସ୍ମାର୍ଟ ଫୋନ୍‌କୁ ଅଧିକ ସମୟ ଚାହିଁ ରୁହନ୍ତୁ ନାହିଁ। ଏହା ଦ୍ୱାରା ଆଖି ବିନ୍ଧିବା ସହ ମୁଣ୍ଡବିନ୍ଧା ହୋଇଥାଏ।

– ଆଖି ଦରଜ ହେଉଥିଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ କରନ୍ତୁ। ଆବଶ୍ୟକ ପଡ଼ିଲେ ଚଷମା ବ୍ୟବହାର କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri