ଚକେଇସିଆଣି ଦୁର୍ଗାପୂଜା: ତୋରଣରେ ଝଲସିବ ନେପାଳ ରାଜପ୍ରାସାଦ

ଭୁବନେଶ୍ୱର, ୨୯।୯ (ବ୍ୟୁରୋ):  ଚଳିତବର୍ଷ ୧୯ ବର୍ଷରେ ପଦାର୍ପଣ କରିଛି ଚକେଇସିଆଣି ଦୁର୍ଗାପୂଜା। ଏଥର ପୂଜା ବଜେଟ ୨୨ ଲକ୍ଷ ଟଙ୍କା ରହିଥିବାବେଳେ ତୋରଣରେ ଝଲସିବ ନେପାଳ ରାଜପ୍ରାସାଦ। ଏଥିପାଇଁ ୪୦ କାରିଗର ନିୟୋଜିତ ହୋଇଥିବାବେଳେ ପାଖାପାଖି ୧୦ ଲକ୍ଷ ଖର୍ଚ୍ଚ ହେବ ବୋଲି ଚକେଇସିଆଣି ଦୁର୍ଗାପୂଜା ସମିତି ପକ୍ଷରୁ କୁହାଯାଇଛି। ଚୁଡ଼ି, ଲିଚୁରେ ୮୦ ଫୁଟ ଉଚ୍ଚ ଓ ୬୦ ଫୁଟ ଦୀର୍ଘବିଶିଷ୍ଟ ଏହି ତୋରଣ ତିଆରି ଚାଲିଛି। ଏଥିସହ ସାଢେ ୫ କିଲୋମିଟର ଅଞ୍ଚଳକୁ ରଙ୍ଗୀନ ଆଲୋକରେ ସଜାଯିବ। ୫ ବୃହତ୍ତ ଏଲ୍‌ଇଡି ତୋରଣ ସହ ଛୋଟ ବଡ଼ ଷ୍ଟ୍ରକ୍ଚର ଚୋରଣ ଅନ୍ୟତମ ଆକର୍ଷଣ ସାଜିବ। ମା’ଙ୍କର ୧୫ ଫୁଟ ଉଚ୍ଚର ମୃଣ୍ମୟୀ ମୂର୍ତ୍ତି ସହ ୨୦ ଫୁଟର ମେଢ ଶୋଭା ପାଇବ। ମା’ ଓ ପାଶର୍‌ବ ଦେବଦେବୀ ଚାନ୍ଦି ଅଳଙ୍କାରରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ। ମୁକୁଟଠାରୁ ଆରମ୍ଭ କରି ତ୍ରିଶୂଳ ଓ ଝରା ଆଦି ଚାନ୍ଦିରେ ତିଆରି ହୋଇଥିବା ପୂଜା କମିଟି ପକ୍ଷରୁ ନଟବର ସ୍ବାଇଁ, ପିଣ୍ଟୁ ରାଉତ ଓ ସଞ୍ଜୟ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ...

ପାର୍କରେ ବସିଥିଲେ ପ୍ରେମୀଯୁଗଳ, ହଠାତ୍‌ ଆସିଲେ ୨ ଯୁବକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ଆଇଜି ପାର୍କରେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗୌରୀନଗରର ଆଶିଷ...

ସ୍ଥାନୀୟ ପ୍ରଶାସନକୁ କଥା ଦେଇ କଥା ରଖିଲାନି ଠିକାସଂସ୍ଥା: ମରାମତି ନୋହିଲା ଷ୍ଟ୍ରିଟ୍‌ ଲାଇଟ୍‌, ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଆଉ କିଛି ଦିନ ପରେ ପାଳିବ ଶୀତ ମହୋତ୍ସବ। ଏଥିପାଇଁ ପ୍ରଶାସନ ପକ୍ଷରୁ...

ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ଚଢ଼ିଗଲା ପିତ୍ତ: ରାସ୍ତା ମଝିରେ କଲେ…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ପିତ୍ତ ଚଢ଼ିଗଲା। ରାସ୍ତା ମଝିରେ ପ୍ରେମିକାଙ୍କୁ ଗୋଡ଼ାଇ ପିଟିଲେ। ଏଭଳି ଘଟଣା ଇନ୍‌ଫୋଭ୍ୟାଲି ଥାନା ପିତାପଲ୍ଲୀ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri