କାଙ୍କେର,୧୮।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ ଘଟିଛି ଏକ ଅଘଟଣ। ଛତିଶଗଡ଼ର କାଙ୍କେରରେ ଥିବା ବୁଥ୍ ନମ୍ବର ୧୮୬ରେ ଜଣେ ପୋଲିଂ କର୍ମଚାରୀଙ୍କ ହୃଦଘାତ ଯୋଗୁ ମୃତ୍ୟୁ ହୋଇଥିବା ଜଣାପଡିଛି।
କାଙ୍କେର,୧୮।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ ଘଟିଛି ଏକ ଅଘଟଣ। ଛତିଶଗଡ଼ର କାଙ୍କେରରେ ଥିବା ବୁଥ୍ ନମ୍ବର ୧୮୬ରେ ଜଣେ ପୋଲିଂ କର୍ମଚାରୀଙ୍କ ହୃଦଘାତ ଯୋଗୁ ମୃତ୍ୟୁ ହୋଇଥିବା ଜଣାପଡିଛି।
ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...
ନୂଆଦିଲ୍ଲୀ,୧୪।୧୨: ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...
ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍ସନ୍ ଭାରକୁ...
ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...
ନୂଆଦିଲ୍ଲୀ,୧୪।୧୨: ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...
କୋଲକାତା,୧୪।୧୨: ପଶ୍ଚିମବଙ୍ଗର ହାଓଡ଼ାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ପୁଅ ତାଙ୍କ ଜୀବିତ ମାଆଙ୍କ ନାମରେ ମୃତ୍ୟୁ ପ୍ରମାଣପତ୍ର ଜାଲ କରି ବ୍ୟାଙ୍କରୁ...
ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି...
ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...
