ବିରୁଡ଼ି ଆକ୍ରମଣରେ ବୃଦ୍ଧାଙ୍କ ଜୀବନ ଗଲା

ପରଜଙ୍ଗ,୩୦।୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଲୋଧଣୀ ଗ୍ରାମର ଲଳିତା ବେହେରା(୬୦) ବିରୁଡ଼ି ଆକ୍ରମଣରେ ମୃତ୍ୟୁବରଣ କରିଛନ୍ତି। ରବିବାର ଲଳିତା ଗ୍ରାମ ନିକଟ ପଶି ଅଞ୍ଚଳରୁ ଛେଳି ଚରାଇ ଘରକୁ ଫେରୁଥିବାବେଳେ ବିରୁଡ଼ିମାନେ ତାଙ୍କୁ ଆକ୍ରମଣ କରିଥିଲେ। ଖବରପାଇ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କାମାକ୍ଷାନଗର ଉପଖଣ୍ଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସୋମବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ଏ ନେଇ ଥାନାରେ କୌଣସି ଅପମୃତ୍ୟୁ ମାମଲା ରୁଜୁ ହୋଇ ନ ଥିବା ପୋଲିସ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

ସରକାରୀ ଜମି ଛାଡିଲେ ନାହିଁ : ଜିଦ୍‌ରେ ଅଟଳ ଅନକ ଡୁଙ୍ଗୁରୁ ଗ୍ରାମବାସୀ, ଲାଗିଲା ୧୬୩ ଧାରା

ମୋହନା,୧୩।୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନକଡୁଙ୍ଗୁରୁ ଗାଁ ନିକଟରେଥିବା ବିବାଦୀୟ ସରକାରୀ ଜମିରେ ଲାଗିଲା ବିଏନ୍‌ଏସ୍‌ ଧାରା ୧୬୩ । କିଛିଦିନ ହେଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri