ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏନେଇ ଗାଁ ଉତ୍ସବ…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ । କନଷ୍ଟେବଳଙ୍କ ଏଭଳି କାର୍ଯ୍ୟ ପାଇଁ ତାଙ୍କୁ…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ ମେଡିକାଲଠାରୁ କିଛି ଦୂରରେ ଥିବା ରାସ୍ତା…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି । ପାଣି ମୋଟର ଏବଂ କିଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ ବ୍ୟାପି ସ୍ୱାମୀ ଚେତନାନନ୍ଦ ସରସ୍ୱତୀ ପରମହଂସ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ – ବିପରୀତରେ, ସଙ୍କେତଗୁଡ଼ିକ ଶତ୍ରୁତା ବୃଦ୍ଧିକୁ ସୂଚିତ…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା କହିଛି ଯେ, ଶତ୍ରୁ ରାଷ୍ଟ୍ରଗୁଡ଼ିକର ଜାହାଜ ବ୍ୟତୀତ ଅନ୍ୟ ସମସ୍ତ ଜାହାଜକୁ ଏହି…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରାଯାଇଛି । ଏହା ପୂର୍ବରୁ, ଇରାନ ଇସ୍ରାଏଲର…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ ଜଳ ଦିବସ ସମାରୋହ ଅନୁଷ୍ଠିତ ହୋଇଛି ।ସୂଚନା ଯୋଗ୍ୟ ଯେ, ଆଜି ମୁଖ୍ୟମନ୍ତ୍ରୀ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି। ଫଳସ୍ବରୂପ, ସାରା ବିଶ୍ୱରେ ତୈଳ ଏବଂ ଗ୍ୟାସର ଅଭାବ ଦିନକୁ ଦିନ ବୃଦ୍ଧି…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି । ଯାହା ସମଗ୍ର ବିଶ୍ୱକୁ ଚକିତ କରିଛି। ଟ୍ରମ୍ପ ରବିବାର ଚେତାବନୀ ଦେଇଛନ୍ତି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି। ଏମିତିକି କିଛି ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଲାଣି। ଏଥିପାଇଁ ସରକାର ସକାଳୁଆ…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ ଦେବେ, ସେଥିପାଇଁ ଶୁକ୍ରବାର ଚୁକ୍ତିଭିତ୍ତିକ ନିଯୁକ୍ତି ପାଇଥିବା କନିଷ୍ଠ ଶିକ୍ଷକଙ୍କୁ ବିଧିବଦ୍ଧ ଭାବେ…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି। ବିହାରର ଅର୍‌ଓ୍ବାଲ ଜିଲାରୁ ଗିରଫ ହୋଇଥିବା ସିଦ୍ଧନାଥଙ୍କ…

ଇରାନ ଉପରୁ କଟକଣା ହଟାଇଲେ ଟ୍ରମ୍ପ୍‌, ତେହରାନ କହିଲା ଆମ ପାଖରେ…

ଓ୍ବାଶିଂଟନ/ତେହରାନ୍‌,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ପ୍ରଶମିତ କରିବା ପାଇଁ ଆମେରିକା ସମୁଦ୍ରରେ ଅଟକି ରହିଥିବା ଇରାନୀୟ ତୈଳ ବିକ୍ରି ଉପରୁ ସାମୟିକ ଭାବେ କଟକଣା ହଟାଇଛି। ମାସକ…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି। ଏମାନେ ହେଲେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜୟଦେବ ବିଧାୟକ ନବକିଶୋର ମଲ୍ଲିକ,…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ମାର୍ଚ୍ଚ, ୨୦୨୬ )

View
Odisha: Today’s pics March 16, 2026

View
ଓଡ଼ିଶା: ଆଜିର ଫଟୋ (୧୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri