ନୂଆଦିଲ୍ଲୀ,୨।୧୦: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ଏୟାର ଇଣ୍ଡିଆ ଶ୍ରଦ୍ଧାଞ୍ଜଳି ଦେଇଛି। ଦିଲ୍ଲୀ ସ୍ଥିତ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏହାର ଏୟାର ବସ୍ ଏ-୩୨୦ରେ ଗାନ୍ଧୀଙ୍କ ଛବି ଲଗାଯାଇଛି। ଏ-୩୨୦ ଏୟାର ବସ୍ର ଟେଲ୍ରେ ଗାନ୍ଧୀଙ୍କ ଠିଆ ହୋଇଥିବା ଛବି ଲଗାଯାଇଛି।
ନୂଆଦିଲ୍ଲୀ,୨।୧୦: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ଏୟାର ଇଣ୍ଡିଆ ଶ୍ରଦ୍ଧାଞ୍ଜଳି ଦେଇଛି। ଦିଲ୍ଲୀ ସ୍ଥିତ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏହାର ଏୟାର ବସ୍ ଏ-୩୨୦ରେ ଗାନ୍ଧୀଙ୍କ ଛବି ଲଗାଯାଇଛି। ଏ-୩୨୦ ଏୟାର ବସ୍ର ଟେଲ୍ରେ ଗାନ୍ଧୀଙ୍କ ଠିଆ ହୋଇଥିବା ଛବି ଲଗାଯାଇଛି।
ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...
ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...
ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...
ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...
ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...
ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...
ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...
ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...
