ପରିବେଶ ବି ଆଣିଥାଏ ଦମ୍ପତିଙ୍କ ମଧ୍ୟରେ ଦୂରତା…

ଦମ୍ପତିଙ୍କ ମଧ୍ୟରେ ସମ୍ପର୍କ ପରିବେଶ ଉପରେ ମଧ୍ୟ ନିର୍ଭର କରିଥାଏ। ଗୋଟିଏ ଋତୁରେ ସେମାନଙ୍କ ମଧ୍ୟରେ ନିବିଡ଼ତା ବଢୁଥିବାବେଳେ ଅନ୍ୟ ଋତୁରେ ସେମାନେ ପରସ୍ପରଠାରୁ ଦୂରେଇ ରହିବାକୁ ପସନ୍ଦ କରନ୍ତି। ଗ୍ରୀଷ୍ମଋତୁରେ ଏଭଳି ଘଟଣା ଅଧିକ ଘଟିଥାଏ ବୋଲି ଟୋକିଓ ବିଶ୍ୱବିଦ୍ୟାଳୟର ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ ରହିଛି। ଅପରପକ୍ଷରେ ଶୀତଦିନେ ଦମ୍ପତିଙ୍କ ମଧ୍ୟରେ ଆନ୍ତରିକତା ବଢୁଥିବାବେଳେ ଗ୍ରୀଷ୍ମଋତୁରେ ଅଧିକାଂଶକ୍ଷେତ୍ରରେ ସେମାନେ ପରସ୍ପରଠାରୁ ଦୂରେଇ ଯାଇଥାନ୍ତି। ଶୀତଋତୁରେ ଥଣ୍ଡା ଯୋଗୁ ଅନେକଙ୍କ ମଧ୍ୟରେ ନୈରାଶବୋଧ ବୃଦ୍ଧି ପାଇଥାଏ। ସେମାନେ ବିଷାଦଗ୍ରସ୍ତ ହୋଇଥାନ୍ତି। ଏହି ସମୟରେ ଅନେକ ଲୋକ ସାଥିଟିଏ ଖୋଜିଥାନ୍ତି। ମାତ୍ର ଗ୍ରୀଷ୍ମଋତୁରେ ସୂର୍ଯ୍ୟାଲୋକ ପରିମାଣ ବଢ଼ିବା ସହିତ ଶରୀରରେ କମ୍‌ ପରିମାଣର ମେଲାଟୋନିନ୍‌ ହରମୋନ୍‌ କ୍ଷରଣ ହୋଇଥାଏ। ଏହାଦ୍ୱାରା ଶରୀର ସତେଜ ଅନୁଭବ କରିଥାଏ। ସେହିପରି ଗ୍ରୀଷ୍ମଋତୁରେ ଅଧିକ ପରିମାଣରେ ସେରୋଟୋନିନ୍‌ ହରମୋନ୍‌ କ୍ଷରଣ ହୋଇଥାଏ। ଏହା ଯୋଗୁ ମନରେ ଖୁସୀ ଭାବ ଜାଗ୍ରତ ହୋଇଥାଏ। ଫଳରେ ମଣିଷ ମୁକ୍ତ ଭାବେ ଘୁରିବୁଲିବାକୁ ଚାହିଁଥାଏ। ଅପରପକ୍ଷରେ ଏହାର ବିପରୀତ ହରମୋନ୍‌ ଶୀତଋତୁରେ କ୍ଷରିତ ହୋଇଥାଏ। ଫଳରେ ମନ ବିଷାଦଗ୍ରସ୍ତ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କୁ ପ୍ରଶଂସା କଲେ ପାକିସ୍ତାନ ନେତା…

ନୂଆଦିଲ୍ଲୀ/ଇସଲାମାବାଦ,୪।୫: ପାକିସ୍ତାନୀ ନେତା ଚୌଧୁରୀ ଫୱାଦ ହୁସେନ ପୂର୍ବତନ କଂଗ୍ରେସ ସଭାପତି ତଥା ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି। ଫୱାଦ ହୁସେନ ଏକ୍ସରେ...

ବ୍ରାଜିଲରେ ପ୍ରବଳ ବର୍ଷା: ୩୭ ମୃତ

ବ୍ରାସିଲିଆ,୪।୫: ବ୍ରାଜିଲର ଦକ୍ଷିଣ ପ୍ରାନ୍ତ ରିଓଗ୍ରାଣ୍ଡେ ଡୋ ସୁଲରେ ପ୍ରବଳ ବର୍ଷା ଯୋଗୁ ୩୭ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏନେଇ ସ୍ଥାନୀୟ କର୍ତ୍ତୃପକ୍ଷ...

ଚନ୍ଦ୍ର ଅଭିମୁଖେ ଚାଇନାର ଚାଙ୍ଗ’ଇ-୬: ଦକ୍ଷିଣ ମେରୁରୁ ଶିଳା ଆଣିବ

ନୂଆଦିଲ୍ଲୀ,୩ା୫: ଚନ୍ଦ୍ରର ଦକ୍ଷିଣ ମେରୁରୁ ଶିଳା ଓ ମୃତ୍ତିକା ସଂଗ୍ରହ କରି ଆଣିବା ପାଇଁ ଚାଇନା ଏହାର ମହାକାଶ ଯାନ ଚାଙ୍ଗ’ଇ-୬କୁ ଶୁକ୍ରବାର ଲଞ୍ଚ୍‌ କରିଛି।...

ୟୁକ୍ରେନ ଯୁଦ୍ଧରେ ୧୫୦,୦୦୦ ଋଷ ସୈନିକ ନିହତ ହୋଇଥିବା ଆକଳନ କଲା ଫ୍ରାନ୍ସ

ନୂଆଦିଲ୍ଲୀ,୩।୫: ୟୁକ୍ରେନ ଉପରେ ଆକ୍ରମଣ ସମୟରେ ୧୫୦,୦୦୦ ଋଷ ସୈନିକଙ୍କ ପ୍ରାଣ ହରାଇଥିବା ଆକଳନ କରିଛି ଫ୍ରାନ୍ସ। ଶୁକ୍ରବାର ପ୍ରକାଶିତ ଏକ ସାକ୍ଷାତକାରରେ ଏଭଳି ଏକ...

ପ୍ରତିବର୍ଷ ୨୫ କୁମାରୀ ଝିଅଙ୍କୁ ବାଛନ୍ତି କିମ ଜୋଙ୍ଗ ଉନ, ‘ପ୍ଲେଜର ସ୍କ୍ବାଡ’ରେ ସାମିଲ ଥିବା ଜଣେ ଯୁବତୀ କହିଲେ କିଛି ଅକୁହା କଥା

ପୋଙ୍ଗୟାଙ୍ଗ,୩।୫: ସମୟ ସମୟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ବିଷୟରେ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଥାଏ। ଏଥିରେ କୌଣସି ସନ୍ଦେହ ନାହିଁ...

ସ୍କୁଲ, କଲେଜ, ଅଫିସ ବନ୍ଦ, ମୂଷଳ ଧାରାରେ ବର୍ଷାକୁ ଦେଖି ଲୋକଙ୍କୁ ଘରେ ରହିବାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଆବୁ ଧାବି,୩।୫: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ବର୍ଷା ପୁଣି ଏକ ବିପର୍ଯ୍ୟୟ ପାଲଟିଛି। ଗୁରୁବାର ପ୍ରବଳ ବର୍ଷା ଓ ଝଡ଼ ତୋଫାନ ଯୋଗୁଁ...

ପୁଣି ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଭାରତ

ନ୍ୟୁୟର୍କ,୩।୫: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ମୁହଁତୋଡ ଜବାବ କରିଛି। ଭାରତ ପାକିସ୍ତାନକୁ ତୀବ୍ର ସମାଲୋଚନା କରି କହିଛି, ପାକିସ୍ତାନର ଟ୍ରାକ ରେକର୍ଡ...

ୟୁସିଏଲ୍‌ଏ କ୍ୟାମ୍ପସ୍‌ରେ ପୋଲିସ ବର୍ବରତା

ଲସ୍‌ ଏଞ୍ଜେଲସ୍‌,୩ା୫:କାଲିଫର୍ନିଆର ଲସ୍‌ ଏଞ୍ଜେଲସ୍‌ସ୍ଥିତ ବିଶ୍ୱବିଦ୍ୟାଳୟ (ୟୁସିଏଲ୍‌ଏ)ପରିସରରେ ପାଲେଷ୍ଟିନୀୟ ସପକ୍ଷବାଦୀ ଆନ୍ଦୋଳନ ଜାରି ରହିଥିବାବେଳେ ବିଳମ୍ବିତ ରାତିରେ ହେଲମେଟ ପିନ୍ଧିଥିବା ପୋଲିସ କ୍ୟାମ୍ପସ୍‌ରେ ପ୍ରବେଶ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri