ଛତ୍ରପୁର,୪ା୧୦(ଡି.ଏନ.ଏ.): ଛତ୍ରପୁର ଏନ୍ଏସିର ତତ୍କାଳୀନ ବିଜେଡି କାଉନ୍ସିଲର ଲକ୍ଷ୍ମୀଦତ୍ତ ପ୍ରଧାନଙ୍କୁ ୨୦୧୭ ସେପ୍ଟେମ୍ବର ୧୬ରେ ତାଙ୍କ ଘର ଆଗରେ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା ା ଏହି ମାମଲାରେ ସମ୍ପୃକ୍ତ ଏନ୍.ଈଶ୍ୱର ରେଡ୍ଡୀ ଓ କୁନା ନାୟକଙ୍କ ପକ୍ଷରୁ ଗୁରୁବାର ଜାମିନ୍ ଆବେଦନ ହୋଇଛି ା ଅପରପକ୍ଷରେ ଅନ୍ତରୀଣ ଜାମିନ ପାଇଥିବା କୃଷ୍ଣ ଚନ୍ଦ୍ର ନାୟକ ଗୁରୁବାର କୋର୍ଟରେ ଆମତ୍ସମର୍ପଣ କରିଥିଲେ । ପରେ ତାଙ୍କୁ ଜେଲ୍ ପଠାଇ ଦିଆଯାଇଛି ା ଏହି ମାମଲାରେ ସମ୍ପୃକ୍ତ ୫ ଜଣଙ୍କ ପକ୍ଷରୁ କୋର୍ଟରେ ଡିସ୍ଚାର୍ଜ ପିଟିଶନ ଦାଖଲ କରାଯାଇଛି ା ଏହାଉପରେ ୨୩ ତାରିଖରେ ଶୁଣାଣି ହେବ ବୋଲି ଛତ୍ରପୁର ଏଡିଜେ ଶିଖା ରାଣୀ ରଥ ଧାର୍ଯ୍ୟ କରିଛନ୍ତିି ା
ଅନ୍ୟତମ ଅଭିଯୁକ୍ତ ସୁଶୀଲ ନାୟକଙ୍କ ଦେହ ଖରାପ ଥିବାରୁ କୋର୍ଟରେ ସେ ହାଜର ହୋଇପାରି ନ ଥିଲେ ା ଏନେଇ ତାଙ୍କର ମେଡିକାଲ ସାର୍ଟିଫିକେଟ୍ କୋର୍ଟରେ ଦାଖଲ ହୋଇଥିଲା ା ଏହି ମାମଲାରେ ୧୯ ଜଣ ଗିରଫ ହୋଇଥିଲେ। ଏଥିରୁ ୨ ଜଣ ଜାମିନ ପାଇଛନ୍ତି ା ସରକାରଙ୍କ ପକ୍ଷରୁ ଓକିଲ ରମେଶ ଚନ୍ଦ୍ର ଚୌଧୁରୀ ଓ ଡମିନାଥ ସାହୁ ମାମଲା ପରିଚାଳନା କରିଥିଲେ ା
Posted inଆମ ଜିଲା ଖବର, ଗଞ୍ଜାମ View All
ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...
ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…
କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...
ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…
ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...
ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…
ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...
ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ…
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...
ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
Archives


