ପରଜଙ୍ଗ,୪।୧୦ (ଡି.ଏନ.ଏ.)-ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଖାଲପାଳ ଗ୍ରାମ ନିକଟ ଶାଖା କେନାଲ ମଧ୍ୟକୁ ଗୁରୁବାର ରାତିରେ ଏକ ଛୁଆ ହାତୀ ଖସିପଡିଛି। କେନାଲର ଉଭୟ ପାର୍ଶ୍ୱ କଂକ୍ରିଟ ହୋଇଥିବାରୁ ହାତୀଟି ବାହାରି ପାରୁ ନ ଥିବା ବେଳେ ମା’ ହାତୀ ଜଗି ରହିବା ସହ ଉଠାଇବାକୁ ଉଦ୍ୟମ କରୁଥିବା ସୂଚନା ମିଳିଛି। ଖବରପାଇ ବନ ବିଭାଗ କର୍ମଚାରୀମାନେ ପହଞ୍ଚିଥିଲେ ମଧ୍ୟ ମା’ ହାତୀ ଆକ୍ରମଣ ଉଦ୍ୟମ କରୁଥିବାରୁ ଭୟରେ ସେମାନେ ଉଦ୍ଧାର ପାଇଁ କେନାଲ ନିକଟକୁ ଯାଇପାରୁ ନାହାନ୍ତି। ପରିସ୍ଥିତି ଉପରେ ମହାବିରୋଡ଼ ରେଞ୍ଜର ସୁବ୍ରତ କୁମାର ବେହେରା, ଡେପୁଟି ରେଞ୍ଜର ହରମୋହନ ନାୟକ, ଫରେଷ୍ଟର ରାମଚନ୍ଦ୍ର ରାଉତ ଓ ହାତୀ ସ୍କ୍ବାଡ୍ ନଜର ରଖିଥିବା ଜଣାପଡ଼ିଛି। ଅନ୍ୟପଟେ ପରମହଂସପୁର ଅଞ୍ଚଳରେ ଏକ ଦନ୍ତା ହାତୀ ଉପଦ୍ରବ ଚଳାଇଛି। ଖବରପାଇ ସେଠାକୁ ଯାଉଥିଲେ ବି ଗାଡି କାଦୁଅରେ ଫସିଯିବାରୁ ସେ ଘଟଣାସ୍ଥଳରେ ପହଞ୍ଚି ପାରି ନ ଥିବା ଫରେଷ୍ଟର ରାମଚନ୍ଦ୍ର ରାଉତ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ଢେଙ୍କାନାଳ View All
ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା
ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...
ବାଇକ୍କୁ ଧକ୍କାଦେଲା ବାଇକ୍, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...
ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ
ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗଣିଆନାଳ ଛକ...
ନୂଆ ବର୍ଷରେ ନୂଆ ପଦକ୍ଷେପ
ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...
କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...
ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…
କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...
ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର
ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...
ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…
ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...
Archives


