ସୁଧହାର କମାଇଲା ଆରବିଆଇ

ନୂଆଦିଲ୍ଲୀ,୪।୧୦: ମୁଦ୍ରାନୀତି ସମୀକ୍ଷା ପରେ ଶୁକ୍ରବାର ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ୦.୨୫ ବେସିସ୍‌ ପଏଣ୍ଟ ହ୍ରାସ କରିଛି। ଫଳରେ ୫.୧୫ ପ୍ରତିଶତକୁ ରେପୋ ରେଟ ହ୍ରାସ ପାଇଛି। ମୁଦ୍ରାନୀତି ସମୀକ୍ଷା ପରେ ଆରବିଆଇର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏହି ଘୋଷଣା କରିଛନ୍ତି। ରେପୋ ରେଟ ହ୍ରାସ ପାଇବା ପରେ ଗୃହ, ଅଟୋମୋବାଇଲ ଓ କର୍ପୋରେଟ ଋଣ ଶସ୍ତା ହେବ। ସୂଚନାଯୋଗ୍ୟ, ଗତ ଅଗଷ୍ଟ ମାସରେ ଆରବିଆଇ ୦.୩୫ ବେସିସ୍‌ ପଏଣ୍ଟ ରେପୋ ରେଟ୍‌ ହ୍ରାସ୍‌ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡିସିଡବ୍ଲ୍ୟୁର ୨୨୩ କର୍ମଚାରୀଙ୍କୁ ବହିଷ୍କାର

ନୂଆଦିଲ୍ଲୀ,୨ା୫: ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନାଙ୍କ ଅନୁମୋଦନ କ୍ରମେ ଦିଲ୍ଲୀ ମହିଳା କମିଶନ (ଡିସିଡବ୍ଲ୍ୟୁ)ର ୨୨୩ଜଣ ଠିକା କର୍ମଚାରୀଙ୍କୁ ବହିଷ୍କାର କରାଯାଇଛି। ସେମାନଙ୍କୁ ବହିଷ୍କାର କରିବା...

ରାଏବରେଲି, ଆମେଠିରୁ କିଏ ହେବେ ପ୍ରାର୍ଥୀ? ଆଜି ରାତି ସୁଦ୍ଧା ପ୍ରିୟଙ୍କା, ରାହୁଲ ନେବେ ଶେଷ ନିଷ୍ପତ୍ତି

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ୨୦୨୪ ତୃତୀୟ ପର୍ଯ୍ୟାୟ ଭୋଟ ମେ’ ୭ରେ ଅନୁଷ୍ଠିତ ହେବ। କିନ୍ତୁ ଆଜିକାଲି ପଞ୍ଚମ ପର୍ଯ୍ୟାୟ (ମେ ୨୦)ରେ ମତଦାନ...

ରାଏବରେଲି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ଘୋଷଣା କରିଛି। ଭାଜପା ଦୀନେଶ ପ୍ରତାପ...

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ ସମସ୍ତ ରାଜ୍ୟରେ ପ୍ରସ୍ତୁତ ମସଲାର ହେବ ଯାଞ୍ଚ

ନୂଆଦିଲ୍ଲୀ,୨।୫: ଭାରତୀୟ ମସଲା ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟକୁ ନେଇ ଉଠିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟର ସରକାରଙ୍କୁ ଏକ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ...

ଅଶ୍ଲୀଳ ଭିଡିଓ ମାମଲାରେ ଗିରଫ ହୋଇପାରନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି: ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି

ନୂଆଦିଲ୍ଲୀ,୨।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭାନ୍ନାଙ୍କୁ ଗିରଫ କରିବା ପାଇଁ ନୋଟିସ ଜାରି କରାଯାଇଛି। ଏହି ମାମଲା...

ବ୍ରିଜ ଭୁଷଣ ନୁହେଁ ପୁଅ କରଣ ଭୁଷଣ ସିଂଙ୍କୁ ଟିକେଟ ଦେଲା ଭାଜପା!

ନୂଆଦିଲ୍ଲୀ,୨।୫: ଉତ୍ତର ପ୍ରଦେଶର ଏକ ଉଚ୍ଚ ପ୍ରୋଫାଇଲ ଆସନ ମଧ୍ୟରୁ ଗୋଣ୍ଡା ଜିଲାର କେସରଗଞ୍ଜ ଆସନରେ ଭାଜପା ପ୍ରାର୍ଥୀଙ୍କ ଉପରେ ସସପେନ୍ସ ଶେଷ ହେବା ପରି...

ବିବାଦ ପରେ ପଶିଲା ଚେତା, ମସଲାର ଗୁଣାତ୍ମକ ଯାଞ୍ଚ କରିବାକୁ ସମସ୍ତ ରାଜ୍ୟକୁ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨।୫: ନିକଟରେ ଭାରତରୁ ରପ୍ତାନି ହୋଇଥିବା ମସଲାକୁ ନେଇ ବିବାଦ ପରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ସରକାରଙ୍କୁ ମସଲା ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।...

ଏପଟେ କଂଗ୍ରେସ ହାରୁଛି, ସେପଟେ ପାକିସ୍ତାନ କାନ୍ଦୁଛି, କାହିଁକି ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨।୫: ଗୁରୁବାର ଗୁଜୁରାଟର ଆନନ୍ଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟ ମଧ୍ୟରେ ସେ କଂଗ୍ରେସ ଦଳକୁ କଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri