Odisha Elections 2024

ବିଭୂତି ପ୍ରଧାନ ୧୪୦୪ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୧୯ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୪୪,୮୫୩ ଭୋଟ ପାଇଛନ୍ତି। ତାଙ୍କ ପଛକୁ ବିଜେଡିର ଡା. ନୃସିଂହ ଚରଣ ସାହୁ ୪୩,୪୪୯ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ଅଛନ୍ତି। କଂଗ୍ରେସର ଯଶସ୍ବିନୀ ରାଉତ ୪୦୯୧ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି। ନୃସିଂହଙ୍କଠାରୁ ବିଭୂତି ୧୪୦୪ ଖଣ୍ଡ ଭୋଟରେ ଆଗରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ

ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ...

ଅଚ୍ୟୁତ ସାମନ୍ତଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ସବ୍ୟର୍ଚ୍ଚିତା

ଜି.ଉଦୟଗିରି,୧୬ା୫(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଗୁରୁବାର ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ଓ କନ୍ଧମାଳ ଏମ୍‌ପି ପ୍ରାର୍ଥୀ ଅଚ୍ୟୁତ ସାମନ୍ତଙ୍କ ପାଇଁ...

ସାଲୁଗାଙ୍କ ପାଇଁ ପ୍ରଚାର କଲେ ସବ୍ୟ-ଅର୍ଚ୍ଚିତା

ରାଇକିଆ,୧୬ା୫(ପ୍ରଦୀପ ବେହେରା): ଆସନ୍ତା ୨୦ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ପାଇଁ କନ୍ଧମାଳ ଜିଲା ରାଇକିଆଠାରେ ବିଭିନ୍ନ ରାଜନୈତିକ ଦଳର ପ୍ରଚାର ଜୋର୍‌ ଧରିଛି। ଗୁରୁବାର...

ଧାରଣାସ୍ଥଳରେ ପୋଲିସର ଲାଠିଚାର୍ଜ, ଛତ୍ରଭଙ୍ଗ ଦେଲେ ଲୋକେ

ଖଲ୍ଲିକୋଟ,୧୬ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଖଲ୍ଲିକୋଟ ଥାନା ଆଗରେ ସକାଳ ୯ଟାରୁ ଭାଜପା ସମର୍ଥକଙ୍କ ଧାରଣା ଜାରି ରହିଥିଲା। ୧.୩୦ ସମୟରେ ଗିରଫ ଅଭିଯୁକ୍ତଙ୍କୁ କୋର୍ଟ...

ବିହାରରୁ ମୁହଁ ଫେରାଉଛନ୍ତି ଷ୍ଟାର ପ୍ରଚାରକ

ପାଟନା,୧୬ା୫: ଗୋଟିଏ ପଟେ ଲୋକ ସଭା ନିର୍ବାଚନରେ ଦେଶରେ ସରକାର ଗଠନ କରିବାକୁ କଂଗ୍ରେସ ଦାବି କରୁଛି, କିନ୍ତୁ ଅନ୍ୟପକ୍ଷରେ କଂଗ୍ରେସର ଷ୍ଟାର ପ୍ରଚାରକମାନେ କେଉଁଆଡ଼େ...

ବିଜେଡିରେ ମିଶିଲେ ରମାରଞ୍ଜନ ବଳିଆରସିଂହ, ଭାଜପାରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେବା ପରେ ବିଜେଡିରେ ସାମିଲ ହୋଇଛନ୍ତି ପୁରୀ ଜିଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିଆରସିଂହ। ଶଙ୍ଖ ଭବନରେ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri