Odisha Elections 2024

ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଡୋର ଧରିବ ଶିବସେନା: ଉଦ୍ଧବ ଠାକ୍‌ରେ

ମୁମ୍ବାଇ,୭।୧୦: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଡୋର ଶିବସେନା ଧରିବ। ଜଣେ ଶିବସୈନିକ ହିଁ ମୁଖ୍ୟମନ୍ତ୍ରୀ ଆସନରେ ବସିବେ। ଏନେଇ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ସୂଚନା ଦେଇଛନ୍ତି। ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ଅକ୍ଟୋବର ୨୪ରେ ଘୋଷଣା କରାଯିବ। ଏହାପରେ ସେ ପୁଣିଥରେ ରାଜ୍ୟର ମୁଖ୍ୟମନ୍ତ୍ରୀ କିଏ ହେବ ସେ ନେଇ ସୂଚନା ଦେବେ ବୋଲି ଏକ ସାକ୍ଷାତ୍‌କାରରେ କହିଛନ୍ତି। ଠାକ୍‌ରେ ପରିବାର ପକ୍ଷରୁ ପ୍ରଥମ କରି ଉଦ୍ଧବଙ୍କ ପୁଅ ଆଦିତ୍ୟ ଠାକ୍‌ରେ ନିର୍ବାଚନ ଲଢୁଛନ୍ତି। ତେବେ ତାଙ୍କୁ ମୁଖ୍ୟମନ୍ତ୍ରୀ ଅବା ଉପମୁଖ୍ୟମନ୍ତ୍ରୀ ପଦ ଦିଆଯିବାର ନେଇ ଆକଳନ କରିବା ଅନୁଚିତ ବୋଲି ଉଦ୍ଧବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରରେ ଇଣ୍ଡିଆ ମେଣ୍ଟ କେତେ ଆସନରେ ଜିତିବ ଭବିଷ୍ୟବାଣୀ କଲେ ଖାର୍ଗେ

ମୁମ୍ବାଇ,୧୮।୫: ଲୋକ ସଭା ନିର୍ବାଚନ ୨୦୨୪ପାଇଁ ପଞ୍ଚମ ପର୍ଯ୍ୟାୟ ଭୋଟ ପୂର୍ବରୁ I.N.D.I.A ସହଯୋଗୀ ଦଳର ନେତାମାନେ ଶନିବାର (୧୮ ମେ ୨୦୨୪) ମୁମ୍ବାଇରେ ମିଳିତ...

ଭୋଟ ଗଣତି ପୂର୍ବରୁ ଉପ ନିର୍ବାଚନକୁ ନେଇ ହେଲାଣି ଚର୍ଚ୍ଚା

ଭୋପାଳ,୧୮।୫: ମଧ୍ୟପ୍ରଦେଶର ୨୯ ଟି ଲୋକ ସଭା ଆସନ ପାଇଁ ଶେଷ ପର୍ଯ୍ୟାୟ ଭୋଟ ମେ ୧୩ ରେ ଅନୁଷ୍ଠିତ ହୋଇଥିଲା। ୪ ଟି ପର୍ଯ୍ୟାୟରେ...

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ସବୁଠୁ ଧନୀ ପ୍ରାର୍ଥୀ କିଏ ଜାଣନ୍ତି? ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୁବନେଶ୍ୱର,୧୮।୫: ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୩୩% ବିଧାୟକ ପ୍ରାର୍ଥୀ କୋଟିପତି ବୋଲି ଜଣାପଡିଛି। ଚମ୍ପୁଆ ବିଜେଡି ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ଼ ସବୁଠୁ ଧନୀ ପ୍ରାର୍ଥୀ...

ଲୋକ ସଭା ନିର୍ବାଚନରେ ମୋଦିଙ୍କୁ କିଏ ଦେଉଛନ୍ତି ଚ୍ୟାଲେଞ୍ଜ, ପ୍ରଶାନ୍ତ କିଶୋର କଲେ ଖୁଲାସା

ନୂଆଦିଲ୍ଲୀ,୧୮।୫: ୨୦୨୪ ଲୋକ ସଭା ନିର୍ବାଚନ ସମ୍ପର୍କରେ ରାଜନୈତିକ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ସରକାରଙ୍କ ବିରୋଧରେ ହୋଇଥିବା ବିରୋଧକୁ ଦୃଢ ବୋଲି ବର୍ଣ୍ଣନା କରିଛନ୍ତି। ଏକ...

ମହାପ୍ରଭୁଙ୍କ ଦର୍ଶନ ସାରି ମେଗା ରୋଡ ଶୋ’ କରିବେ ମୋଦି

ଭୁବନେଶ୍ୱର,୧୮ା୫:୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ସ୍ବାତୀ ମାଲିଓ୍ବାଲଙ୍କୁ ମାଡ ମାରିବା ଘଟଣା: ବୈଭବ କୁମାରଙ୍କୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୧୮।୫: ଆମ ଆଦମୀ ପାର୍ଟିର ବିବାଦ ଦିନକୁ ଦିନ ଅଡୁଆ ସୂତାରେ ଛନ୍ଦି ହେବାରେ ଲାଗିଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସମେତ ଏଏପି ଦଳର...

ରାଜ ଠାକରେ ମୋଦିଙ୍କ ଚରଣରେ ବିଲିନ ହୋଇଯାଇଛନ୍ତି: ସଞ୍ଜୟ ରାଉତ

ମୁମ୍ବାଇ,୧୮।୫: ସଞ୍ଜୟ ରାଉତ ମୁମ୍ବାଇରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ ଶୋ’କୁ ସମାଲୋଚନା କରିଛନ୍ତି। ରାଉତ ଅଭିଯୋଗ କରିଛନ୍ତି ଯେ ଭାଜପାର ରୋଡ ଶୋ’ର ଖର୍ଚ୍ଚ ମୁମ୍ବାଇ...

ଏନକାଉଣ୍ଟରରେ ନକ୍ସଲ ନିହତ

ମାଲକାନଗିରି,୧୮।୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ପୋଲିସକୁ ମିଳିଛି ପୁଣି ସଫଳତା। ପୋଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି। ସୁକମା ଏସପି କିରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri