ବନ୍ତ,୨।୫(ଡି.ଏନ୍.ଏ.)-କରୋନା ଲକ୍ ଡାଉନ୍ ପରିପେକ୍ଷୀରେ ଅନ୍ୟ ରାଜ୍ୟରୁ ଓଡ଼ିଶା ଫେରୁଥିବା ପ୍ରବାସୀ ଓଡ଼ିଆଙ୍କ ଦାୟିତ୍ୱ ବୁଝିବା ନେଇ ପଞ୍ଚାୟତସ୍ତରରେ ୧୦ ଜଣିଆ କମିଟି ଗଠିତ ହୋଇଛି। ଶନିବାର ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଞ୍ଚାୟତ କାର୍ଯ୍ୟାଳୟଠାରେ ସରପଞ୍ଚ ଅଶୋକ କୁମାର ମହାନ୍ତି ଓ ନୋଡାଲ ଅଫିସର ଜଗତଜୀବନ ଜେନାଙ୍କ ଉପସ୍ଥିତିରେ ଏହି କମିଟି ଗଠନ କରାଯାଇଛି। କମିଟିରେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ନାରାୟଣ ପଣ୍ଡା, ଗ୍ରାମ ରୋଜଗାର ସେବକ ପ୍ରଦୀପ ବିଶ୍ୱାଳ, ଆଶା କର୍ମୀ ସାବିତ୍ରୀ ସାହୁ, ଅଙ୍ଗନୱାଡି କର୍ମୀ ସଂଯୁକ୍ତା ରାଉତରାୟ, ମମତା ଭୂୟାଁ, କନକଲତା ନାୟକ, ଶିକ୍ଷକ ଶୋଭେନ୍ଦ୍ର କୁମାର ମାଝୀ, ଅଜୟ ପଣ୍ଡା, ଓଡ଼ିଶା ଜୀବିକା ମିଶନର ବ୍ଲକସ୍ତରୀୟ ସଂଯୋଜକ ବନୋଜ କୁମାର ବାରିକ ରହିଥିବା ସୂଚନା ମିଳିଛି।
Posted inଆମ ଜିଲା ଖବର, ଭଦ୍ରକ View All
ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ
ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…
ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ
ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…
କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍ର ପାଣି, ଯୋଗାଯୋଗ ବିଛିନ୍ନ
ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…
ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ
ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…
ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ
ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…
ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି
ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…
ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…
ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…
ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…
ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…
Archives

