ହୋଲିରେ ଅଘଟଣ: ହାତରେ ବାଣ ଫୁଟିଗଲା

ପାଟଣା,୧୯।୩ (ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ତଣ୍ଡ ଗ୍ରାମର ଉପରସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବାହ୍ନରେ ବାଣ ବିସ୍ପୋରଣ ଘଟି ଜଣେ ୧୨ ବର୍ଷର ନାବାଳକ ଗୁରୁତର ହୋଇଛନ୍ତି। ତାଙ୍କୁ ଅଧିକ ଚିକିତ୍ସା ଲାଗି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ପାଟଣା ଅଞ୍ଚଳ ହୋଲି ପାଇଁ ଉତ୍ସବ ମୁଖର ଥିବା ବେଳେ ଉକ୍ତ ଗ୍ରାମର ଗୋବିନ୍ଦ ଗିରିଙ୍କ ପୁଅ ତପନ ଗିରି ସାଙ୍ଗ ମାନଙ୍କ ସହ ବାଣ ଫୁଟାଉଥିଲେ। ଏହି ସମୟରେ ଏକ ବମ୍‌ ବାଣ ହାତରେ ଫୁଟି ଯିବାରୁ ତାଙ୍କର ୨ ହାତ, ଦୁଇ ଗୋଡ଼ ଓ ମୁହଁରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସାପରେ ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷ ତଳେ ହୋଇଥିଲା ପୋଷ୍ଟିଂ, ଭଡ଼ା ଘରୁ ଉଦ୍ଧାର ହେଲା ପୋଷ୍ଟମ୍ୟାନଙ୍କ ମୃତଦେହ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଗୋଠଗାଁ ପୋଷ୍ଟମ୍ୟାନଙ୍କ ମୃତଦେହକୁ ତାଙ୍କ ଭଡାଘରୁ ଉଦ୍ଧାର କରାଯାଇଛି। ମୃତ ପୋଷ୍ଟମ୍ୟାନ ଜଣଙ୍କ ହେଲେ ଗଜପତି ଜିଲା…

ବାଲ୍ୟ ବିବାହ ରୋକିଲା ପ୍ରଶାସନ, ସୂଚନା ଦେଇଥିବା ଲୋକଙ୍କ ଘର ଆଗରେ ହଟ୍ଟଗୋଳ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ପଞ୍ଚାୟତ ତାଳପଡା ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ ବିବାହ ହେଉଥିବା ନେଇ ସୂଚନା ପାଇ ପ୍ରଶାସନ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

ମିନି ଷ୍ଟାଡିୟମରେ ଅଧିକାଂଶ ଷ୍ଟ୍ରିଟ୍‌ ଲାଇଟ୍‌ ଜଳୁନି, ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ…

ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ): କିଛି ମାସ ହେବ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମରେ ଅଧିକାଂଶ ଷ୍ଟ୍ରିଟ ଲାଇଟ ଜଳୁ ନ ଥିବା ଦେଖିବାକୁ ମିଳିଛି। ଏନ୍‌ଏସି ଅଧ୍ୟକ୍ଷାଙ୍କ ବାସଭବନ…

ଜେଲ ଗଲେ କୋଟିପତି ଫରେଷ୍ଟର: ଆୟରୁ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି କରିଥିଲେ ଠୁଳ, ୪ କୋଟିର ମାଲିକ

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ଛାତ୍ରୀଙ୍କୁ ଗଣ ବଳାତ୍କାର ମାମଲା, ୫ କୋର୍ଟ ଚାଲାଣ

କେନ୍ଦ୍ରାପଡା/ରାଜକନିକା, ୨୧ା୨(ଜଗନ୍ନାଥ ଧଳ/ ସଞ୍ଜୟ କୁମାର ଦାଶ/ ରବୀନ୍ଦ୍ର କୁମାର ଦାଶ):କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ଓଳାଭର ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri