ହୋଲିରେ ଅଘଟଣ: ହାତରେ ବାଣ ଫୁଟିଗଲା

ପାଟଣା,୧୯।୩ (ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ତଣ୍ଡ ଗ୍ରାମର ଉପରସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବାହ୍ନରେ ବାଣ ବିସ୍ପୋରଣ ଘଟି ଜଣେ ୧୨ ବର୍ଷର ନାବାଳକ ଗୁରୁତର ହୋଇଛନ୍ତି। ତାଙ୍କୁ ଅଧିକ ଚିକିତ୍ସା ଲାଗି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ପାଟଣା ଅଞ୍ଚଳ ହୋଲି ପାଇଁ ଉତ୍ସବ ମୁଖର ଥିବା ବେଳେ ଉକ୍ତ ଗ୍ରାମର ଗୋବିନ୍ଦ ଗିରିଙ୍କ ପୁଅ ତପନ ଗିରି ସାଙ୍ଗ ମାନଙ୍କ ସହ ବାଣ ଫୁଟାଉଥିଲେ। ଏହି ସମୟରେ ଏକ ବମ୍‌ ବାଣ ହାତରେ ଫୁଟି ଯିବାରୁ ତାଙ୍କର ୨ ହାତ, ଦୁଇ ଗୋଡ଼ ଓ ମୁହଁରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସାପରେ ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଗତଃ ନବ ଦାସଙ୍କ ହତ୍ୟା ଘଟଣା: ହାଇକୋର୍ଟରେ ଜନସ୍ବାର୍ଥ ମାମଲା

ଭୁବନେଶ୍ୱର,୧୮।୧: ପୂର୍ବତନ ମନ୍ତ୍ରୀ ସ୍ବର୍ଗତଃ ନବ ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ଆବେଦନ କରି ହାଇକୋର୍ଟରେ ଜନସ୍ବାର୍ଥ ମାମଲା ହୋଇଛି। ଭାରତୀୟ ବିକାଶ ପରିଷଦର...

ଜି.ଉଦୟଗିରି ପୂର୍ତ୍ତ ବିଭାଗ ବଙ୍ଗଳାରେ ଅଚାନକ ପହଞ୍ଚିଗଲେ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ପରେ…

ଜି.ଉଦୟଗିରି,୧୮ା୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ପୂର୍ତ୍ତ ବିଭାଗ ବଙ୍ଗଳାରେ ଅଚାନକ ପଞ୍ଚାୟତିରାଜ ଓ ପାନୀୟ ଜଳଯୋଗାଣ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ...

ଦୀଘା ମୁହାଣରେ ବୁଡ଼ିଲା ମାଛଧରା ଟ୍ରଲର: ଅଳ୍ପକେ ବର୍ତ୍ତିଲେ ୯ ମତ୍ସ୍ୟଜୀବୀ

ଭୋଗରାଇ, ୧୮।୧ ( ପ୍ରଦୀପ ଦାସ ): ଓଡିଶା ପଶ୍ଚିମବଙ୍ଗ ସୀମାନ୍ତ ଦୀଘା ମୁହାଣ ନିକଟରେ ଏକ ମାଛଧରା ଟ୍ରଲର ବଡିଯାଇଛି। ମାଛ ମାରି କୂଳକୁ...

ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର ଘଟଣା: ପୀଡିତାଙ୍କୁ ଭେଟିଲେ କଂସ ଅଭିନେତା

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ):ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରାରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡିତା ଏବେ ମଧ୍ୟ...

ମାଲକାନଗିରିରୁ ରୋଗୀ ନେଇଯାଉଥିବା ବସ୍‌ ବିଶାଖାପାଟଣାରେ ଦୁର୍ଘଟଣାଗ୍ରସ୍ତ: ଚାଲିଗଲା ୨ ଜୀବନ

ମାଲକାନଗିରି,୧୮।୧(ଦୁର୍ଯ୍ୟୋଧନ ପାତ୍ର): ବିଶାଖାପାଟନମସ୍ଥିତ ଅନିଲ ନିରୁକୋଣ୍ଡା ହସ୍ପିଟାଲରେ ଚିକିତ୍ସା ପାଇଁ ରୋଗୀଙ୍କୁ ହସ୍ପିଟାଲ ତରଫରୁ ନେଇ ଯାଉଥିବା ବସ୍‌ର ସଡ଼କ ଦୁର୍ଘଟଣା ହୋଇଛି। ଦୁର୍ଘଟଣା ବିଶାଖାପାଟନମ...

ବାଳସୁଧାର ଗୃହକୁ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୮।୧(ଅଶେଷ ନାଥ ମିଶ୍ର): ବାଇକ ସହ ଗଞ୍ଜେଇ ଜବତ ଘଟଣାରେ ଗଞ୍ଜାମ ଜିଲା ପାଟପୁର ଥାନା ଏସ୍‌ଆଇ ହିମାଂଶୁ ପାତ୍ର ଶୁକ୍ରବାର ଅଭିଯୁକ୍ତଙ୍କୁ ଥାନା ମାମଲା...

ପଟ୍ଟଚିତ୍ର ଗାଁ ବୁଲିଲେ ସିଙ୍ଗାପୁର ରାଷ୍ଟ୍ରପତି

ଭୁବନେଶ୍ୱର,୧୮।୧: ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ ଆଜିକାଲି ଓଡ଼ିଶା ଗସ୍ତରେ ଅଛନ୍ତି। ଶନିବାର ସେ ପଟ୍ଟଚିତ୍ର ଗାଁ ଭାବେ ପରିଚିତ ରଘୁରାଜପୁରରେ ପହଞ୍ଚିଛନ୍ତି। ଥର୍ମନ ଗାଁ...

ବିଲରୁ ମିଳିଲା ହାତୀର ମୃତଦେହ: ତଦନ୍ତ ଆରମ୍ଭ

ଖୋର୍ଦ୍ଧା,୧୮।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ରେଞ୍ଜ ଅନ୍ତର୍ଗତ ପରିଛଳ ପଞ୍ଚାୟତ ଅନ୍ତର୍ଗତ ଡାଳତୋଡା କଣିବାରି ଫସଲ କ୍ଷେତରୁ ଏକ ମାଈ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri