Posted inଜାତୀୟ

ଏଲ୍‌ଓସିର ପାନସରରେ ୧୫୦ ମିଟର ଲମ୍ବ ସୁଡ଼ଙ୍ଗ ଠାବ

ଶ୍ରୀନଗର, ୨୩।୧: ଜମ୍ମୁ-କଶ୍ମୀର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା (ଏଲ୍‌ଓସି)ରେ ପୁଣି ଏକସୁଡ଼ଙ୍ଗ ଠାବ କରାଯାଇଛି। କଠୁଆ ଜିଲାର ହୀରନଗରର ପାନସରଠାରେ ୧୫୦ ମିଟର ଲମ୍ବ ସୁଡ଼ଙ୍ଗକୁ ବିଏସ୍‌ଏଫ୍‌ ଯବାନମାନେ ଠାବ କରିଛନ୍ତି। ଗତ ୧୦ ଦିନ ମଧ୍ୟରେ ଏଲ୍‌ଓସିରେ ଦ୍ୱିତୀୟ ସୁଡ଼ଙ୍ଗର ସନ୍ଧାନ ମିଳିଥିବା ଶନିବାର ପ୍ରତିରକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପାକିସ୍ତାନ ଗୁପ୍ତଚର ସଂସ୍ଥା ଆଇଏସ୍‌ଆଇ ନିର୍ଦ୍ଦେଶରେ ପାକିସ୍ତାନ ସୈନ୍ୟ ବାହିନୀଦ୍ୱାରା ତାଲିମ ପ୍ରାପ୍ତ ଆତଙ୍କବାଦୀଙ୍କୁ ଏସବୁ ସୁଡ଼ଙ୍ଗ ବାଟେ ଗତ ୮ ବର୍ଷ ଧରି ଭାରତରେ ଅନୁପ୍ରବେଶ କରାଯାଉଥିବା ଅନୁମାନ କରାଯାଉଛି। ଭାରତୀୟ ପରଓ୍ବାର୍ଡ ପୋଷ୍ଟ ୧୪ ଏବଂ ୧୫ ମଧ୍ୟରେ ଏହି ସୁଡ଼ଙ୍ଗ ରହିଛି। ସୁଡ଼ଙ୍ଗର ଅପରପାର୍ଶ୍ୱ ପାକିସ୍ତାନର ଶାକରଗଡ଼ ଜିଲାର ଅଭିୟାଲ ଡୋଗରା ଏବଂ କିଙ୍ଗ୍‌ରେ-ଡେ-କୋଠେ ବର୍ଡର ଆଉଟ୍‌ ପୋଷ୍ଟ ସମ୍ମୁଖରେ ରହିଥିବା ବିଏସ୍‌ଏଫ୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରମନ୍ତ୍ରୀଙ୍କ ଭାଇଙ୍କୁ ବି ମିଳୁନି ବେଡ୍‌: କଲେ ଗୁହାରି…

ନୂଆଦିଲ୍ଲୀ,୧୮।୪: ଭାରତରେ କରୋନା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। କରୋନା ସଂକ୍ରମଣ ଦ୍ୱାରା ଅଧିକ ପ୍ରଭାବିତ ହୋଇଥିବା ରାଜ୍ୟଗୁଡ଼ିକର ବିଭିନ୍ନ ହସ୍ପିଟାଲରେ ଏବେ ବେଡ୍‌ର ଅଭାବ...

ଲଦାଖରେ ଶକ୍ତି ବଢ଼ାଉଛି ଭାରତ

ନୂଆଦିଲ୍ଲୀ,୪।୮: ଚାଇନା ସହ ସୀମା ବିବାଦ ସମାଧାନ ହେବା ପରିବର୍ତ୍ତେ ସ୍ଥିତି ବିଗିଡ଼ିବାରେ ଲାଗିଛି। ଚାଇନାର ସାମ୍ରାଜ୍ୟବାଦୀ ଆଭିମୁଖ୍ୟ ଯୋଗୁ ଭାରତ ସୀମାରେ ଶକ୍ତି ବୃଦ୍ଧି...

ଭାରତ ଆସିବା ପୂର୍ବରୁ ହିନ୍ଦୀରେ ଟୁଇଟ କଲେ ଟ୍ରମ୍ପ

ଅହମଦାବାଦ,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ୨ ଦିନିଆ ଗସ୍ତରେ ଭାରତ ଆସୁଛନ୍ତି। ରାଷ୍ଟ୍ରପତି ହେବା ପରେ ଟ୍ରମ୍ପଙ୍କ ଏହା ପ୍ରଥମ ଗସ୍ତ। ତାଙ୍କ...

ଦିଲ୍ଲୀରେ କମିଲା ଚିକେନ ଦାମ୍‌

ନୂଆଦିଲ୍ଲୀ,୧୧।୧: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣ ଥମି ନ ଥିବାବେଳେ ଏବେ ବାର୍ଡ ଫ୍ଲୁ ଆତଙ୍କ ଦେଖାଦେଇଛି। ଏଠାରେ ୧୫ ପାର୍କରେ ୯୧ କାଉ...

କଂଗ୍ରେସରୁ ରାଜ୍ୟସଭା ପ୍ରାର୍ଥୀ ହେଲେ ଖଡଗେ

ନୂଆଦିଲ୍ଲୀ,୫।୬: ରାଜ୍ୟ ସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନଙ୍କ ଅନୁମତି ମିଳିବା ପରେ ଶୁକ୍ରବାର କଂଗ୍ରେସ ଦଳ ପକ୍ଷରୁ କର୍ନାଟକ ରାଜ୍ୟସଭା ଆସନ ପାଇଁ ପ୍ରାର୍ଥୀଙ୍କ...

ଜୈବିକ ଯୁଦ୍ଧାସ୍ତ୍ରରୁ ‘କରୋନା’

ନୂଆଦିଲ୍ଲୀ,୪ା୨(ଆଇଏଏନ୍‌ଏସ୍‌): ପ୍ରାଣୀଠାରୁ ସୃଷ୍ଟ ବୋଲି କୁହାଯାଉଥିବା ମାରାତ୍ମକ କରୋନା ଭୂତାଣୁ ସାରା ବିଶ୍ୱରେ ଆତଙ୍କ ଖେଳାଇ ଦେଇଛି। ଏହାର କେନ୍ଦ୍ରସ୍ଥଳ କୁହାଯାଉଥିବା ଚାଇନାର ଉହାନ ସହରକୁ...

ଭାରତ-ଚାଇନା ମଧ୍ୟରେ କଥାବାର୍ତ୍ତା ବିଫଳ: ସୀମାରେ ଉତ୍ତେଜନା ଜାରି

ନୂଆଦିଲ୍ଲୀ,୧୭।୬: ଲଦାଖର ଲାଇନ ଅଫ ଆକଚୁଆଲ କଣ୍ଟ୍ରୋଲ ନିକଟସ୍ଥ ଗଲଓ୍ବାନ ଉପତ୍ୟକା ନିକଟରେ ବର୍ତ୍ତମାନ ସ୍ଥିତି ତିକ୍ତ ଅବସ୍ଥାରେ ଅଛି। ଦୁଇ ଦେଶ ମଧ୍ୟ ଚାଲିଥିବା...

ସଙ୍କଟରେ ବିମାନ ଚଳାଚଳ

ନୂଆଦିଲ୍ଲୀ,୨୩ା୫ : କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ବିଶ୍ୱର ଅନେକ ଦେଶରେ ଲକ୍‌ଡାଉନ୍‌ ଓ ଯାତ୍ରା କଟକଣା ଜାରି କରାଯାଇଛି। ଏପରି କି ବିମାନ...

Advertisement
Archives

Model This Week