Posted inଫୁରସତ

୨ ବର୍ଷର ଶିଶୁ ଅନ୍‌ଲାଇନ୍‌ରେ ଅର୍ଡର କଲେ ଲକ୍ଷାଧିକ ଟଙ୍କାର ଜିନିଷ: ଆଉ ତା’ପରେ…

ଆଜିକାଲି ମୋବାଇଲ୍‌ ଯୁବପିଢିଙ୍କ ପାଇଁ ଏକ ନିଶା ପାଲଟିଛି। କରୋନା ସମୟରେ ଅନଲାଇନ୍‌ କ୍ଲାସ୍‌ ଯୋଗୁ ମଧ୍ୟ ମୋବାଇଲ୍‌ ପିଲାମାନଙ୍କ ପାଇଁ ଜରୁରୀ ହୋଇପଡିଛି। ପିଲାଙ୍କୁ ଯେତେ ବାରଣ କଲେ ମଧ୍ୟ ସେମାନେ ମୋବାଇଲ୍‌ ବିନା ରହିବା ଅସମ୍ଭବ ଯେମିତି ହୋଇପଡୁଛି। ନିକଟରେ ଏକ ୨୨ ମାସର ପିଲା ଅନଲାଇନ୍‌ ମାଧ୍ୟମରେ ୧.୪ ଲକ୍ଷ ଟଙ୍କାର ଏକ ଆସବାବପତ୍ର ମଗାଇ ଚର୍ଚ୍ଚାକୁ ଆସିଛନ୍ତି।
ଆମରେିକାର ନ୍ୟୁ ଜର୍ସିରେ ଏହି ଘଟଣା ଘଟିଛି। ୨୨ ମାସର ଆୟାଂଶ କୁମାର ଫୋନ ମାଧ୍ୟମରେ ଓ୍ବାଲମାର୍ଟରୁ ୨,୦୦୦ଡଲାର (୧.୪ ଲକ୍ଷ ଟଙ୍କା) ମୂଲ୍ୟର ଆସବାବପତ୍ର ଅର୍ଡର କରିବାକରିଥିଲେ। କିନ୍ତୁ ଏକଥା ତାଙ୍କ ମାତାପିତା ଜାଣି ନ ଥିଲେ। ନୂତନ ଆସବାବପତ୍ର ଘରେ ପହଞ୍ଚିବା ପରେ ସେମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।
ଆୟାଂଶଙ୍କ ମା’ ତାଙ୍କ ନୂଆ ଘର ପାଇଁ କିଛି ଜିନିଷ କିଣିବାକୁ ଚାହୁଁଥିଲେ। ପୁଅ ଏହା ଜାଣି ନିଜେ ଅର୍ଡର କରିଦେଇଥିଲେ। ତାଙ୍କ ପିତା ପ୍ରମୋଦ କୁମାର କହିଛନ୍ତି, ଏହା ବିଶ୍ୱାସ କରିବା ପ୍ରକୃତରେ କଷ୍ଟସାଧ୍ୟ, କିନ୍ତୁ ଏହା ଘଟିଛି। ତାଙ୍କ ପୁଅ ଚେୟାର, ଫୁଲ ଷ୍ଟାଣ୍ଡ ଏବଂ ଅନ୍ୟାନ୍ୟ ଜିନିଷ ଅର୍ଡର କରିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri