୨ଶହ ଫୁଟର ତ୍ରିରଙ୍ଗା ଶୋଭାଯାତ୍ରା

ଖଇରା, ୧୫।୮(ଡି.ଏନ.ଏ.)-ସ୍ବାଧୀନତା ଦିବସ ପାଳନ ଅବସରରେ ବାଲେଶ୍ୱର ଜିଲା ପତଞ୍ଜଳି ଯୋଗ ସମିତି ଓ ଆଜାଦ ସୁଭାଷ ସେନା ମିଳିତ ଆନୁକୂଲ୍ୟରେ ପ୍ରସ୍ତୁତ ୨ଶହ ଫୁଟର ତ୍ରିରଙ୍ଗା ଶୋଭାଯାତ୍ରା ଖଇରା ବଜାରରେ କରାଯାଇଛି। ଜିଲା ଯୋଗ ପ୍ରଚାରକ ମୁକ୍ତିକାନ୍ତ ପାଣିଗ୍ରାହୀ, ସମିତି ସଦସ୍ୟ ଉମେଶ ଚନ୍ଦ୍ର ନାୟକ, ବୁଦ୍ଧିରାମ ପାଣିଗ୍ରାହୀ, ଅନିଲ କୁମାର ବେହେରାଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଗୁରୁକୁଳ ଶିକ୍ଷାକେନ୍ଦ୍ରର ଛାତ୍ରମାନଙ୍କ ଦ୍ୱାରା ଏହି ତ୍ରିରଙ୍ଗା ଶୋଭାଯାତ୍ରା କରାଯାଇଥିଲା। ଖଇରା ବ୍ଲକ ଅଧ୍ୟକ୍ଷା ଅଭିଲିପ୍ସା ସାହୁ ଓ ବିଡିଓ ପର୍ଶୁରାମ ପଣ୍ଡା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ବାରମ୍ବାର ଅଟକୁଛି ଭାରୀଯାନ, ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କଣ୍ଟେନର ଉକ୍ତ ଘାଟି…

୧୧ଦିନ ହେବ ଅନ୍ଧାରରେ ସିର୍ଲା ପଞ୍ଚାୟତ, ପଞ୍ଚାୟତ ବାସୀ ଘେରିଲେ ବିଦ୍ୟୁତ କାର୍ଯ୍ୟାଳୟ

ତୁମୁଡିବନ୍ଧ,୪।୭,(ଦିପକ କୁମାର ପରାସେଠ): ପ୍ରାୟ ୧୧ ଦିନ ହେବ ସିର୍ଲା ପଞ୍ଚାୟତ ଅନ୍ଧାରରେ ରହିଛି। ଏଥିରେ ଅତିଷ୍ଠ ହୋଇ ପଞ୍ଚାୟତ ବାସୀ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରିଛନ୍ତି।ଏହି…

କେସିଙ୍ଗା ଏନ୍‌ଏସି ନିର୍ବାଚନରେ ବିଜେଡିର ବିଜୟକୁ ନେଇ ଗୁପ୍ତ ବୈଠକ

କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ସହର କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦରେ କିଛି ମାସ ପରେ ନିର୍ବାଚନ ହେବାର ସଙ୍କେତ ମିଳିବା ପରେ ବିଜେଡି ପକ୍ଷରୁ…

ତୃତୀୟ ଥର କେମିତି ପ୍ରେମରେ ପଡ଼ିଥିଲେ ଆମିର, ଜାଣନ୍ତୁ ଗୌରୀଙ୍କ ସହ ଭେଟର କାହାଣୀ-ଲଭ୍‌ଷ୍ଟୋରୀ

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ଟନିଷ୍ଟ’ ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧିହେବେ। ଆସନ୍ତା ଜୁଲାଇ ୫ ତାରିଖରେ ସେ ତାଙ୍କର ଦୀର୍ଘଦିନର ବାନ୍ଧବୀ ଗୌରୀ ସ୍ପ୍ରାଟ୍‌ଙ୍କ…

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ…

ନିର୍ମାଣାଧୀନ କାନ୍ଥ ପଡ଼ି ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

କେନ୍ଦୁଝର,୪।୭, (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସରାସ ଗ୍ରାମରେ ନବ ନିର୍ମିତ ଏକ ଘରର ଛାତ ଉପର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ…

Parliament Monsoon Session: ଜୁଲାଇ ୨୦ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ ସଂସଦର ମୌସୁମୀ ଅଧିବେଶନ, ମିଳିଲା ରାଷ୍ଟ୍ରପତିଙ୍କ ଅନୁମୋଦନ

ନୂଆଦିଲ୍ଲୀ,୪।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବ। କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ X ରେ ଏକ ପୋଷ୍ଟରେ କହିଛନ୍ତି ଯେ, ଭାରତ ସରକାରଙ୍କ…

‘କକ୍ରୋଚ ଜନତା ପାର୍ଟି’ର ପ୍ରତିବାଦକୁ ସମର୍ଥନ କଲେ ମହୁଆ ମୋଇତ୍ରା

ନୂଆଦିଲ୍ଲୀ,୪।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଶୁକ୍ରବାର ଜନ୍ତରମନ୍ତରରେ ଚାଲିଥିବା ପ୍ରତିବାଦରେ ଯୋଗ ଦେଇ କର୍ମୀ ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ସ୍ବର ଉଠାଇଥିଲେ। ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri