Posted inଜାତୀୟ

ଭାରତ-ବାଂଲାଦେଶ ସୀମାରେ ୨୦୦ ମିଟର ଲମ୍ବ ସୁଡ଼ଙ୍ଗ ଠାବ

କରିମଗଞ୍ଜ୍‌,୩।୧: ଭାରତ ଏବଂ ବାଂଲାଦେଶ ସୀମାରେ ଏକ ୨୦୦ ମିଟର ଲମ୍ବ ସୁଡ଼ଙ୍ଗର ସନ୍ଧାନ ମିଳିଛି। ଆସାମର କରିମଗଞ୍ଜ୍‌ ଅଞ୍ଚଳର ବଲିଆଠାରେ ପୋଲିସ ପକ୍ଷରୁ ଏହାକୁ ଠାବ କରାଯାଇଛି। ଏହି ସୁଡ଼ଙ୍ଗ ଦେଇ ଅନ୍ତର୍ଜାତୀୟ ଚୋରାକାରବାର ଏବଂ ଅପହରଣ ହେଉଥିବା ସନ୍ଦେହ କରାଯାଉଛି। ଏକ ଉଦ୍ଧାର କାର୍ଯ୍ୟ ଚାଲିଥିବା ସମୟରେ ସୁଡ଼ଙ୍ଗ ସମ୍ପର୍କରେ ପୋଲିସ ଜାଣିପାରିଥିଲା। ଡିସେମ୍ବର ୨୮ରେ ଦିଲବର ହୁସେନ ନାମକ ଜଣେ ବାଳକଙ୍କୁ ଅପହରଣ କରାଯାଇଥିଲା। ଏନେଇ ତାଙ୍କ ପରିବାରଠାରୁ ୫ ଲକ୍ଷ ଟଙ୍କା ଦାବି କରାଯାଇଥିଲା। ତାଙ୍କୁ ଉଦ୍ଧାର କରିବା ଲାଗି ପୋଲିସ ପକ୍ଷରୁ କାର୍ଯ୍ୟ ଆରମ୍ଭ ହୋଇଥିଲା। ହୁସେନଙ୍କୁ ଉଦ୍ଧାର କରିବା ପରେ ପୋଲିସ ଟିମ୍‌ ସୁଡ଼ଙ୍ଗ ସମ୍ପର୍କରେ ଜାଣିପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ଉଡ଼ାଣ ସମ୍ପର୍କିତ ସୂଚନା ଆର୍‌ଟିଆଇରେ ଦିଆଯାଇ ପାରିବ ନାହିଁ: ଭାରତୀୟ ବାୟୁସେନା

ନୂଆଦିଲ୍ଲୀ,୯।୧୨: ପ୍ରଧାନମନ୍ତ୍ରୀଙ୍କ ଉଡ଼ାଣ ସମ୍ପର୍କିତ ତଥ୍ୟ ସୂଚନା ଅଧିକାର ଆଇନ (ଆର୍‌ଟିଆଇ) ଅନ୍ତର୍ଗତ ପ୍ରଦାନ କରାଯାଇ ପାରିବ ନାହିଁ। ଏସମ୍ପର୍କରେ ଭାରତୀୟ ବାୟୁସେନା ପକ୍ଷରୁ ବୁଧବାର...

୧୯୮୪ ଶିଖ୍‌ଦଙ୍ଗାକୁ ରୋକାଯାଇ ପାରିଥାନ୍ତା: ମନମୋହନ

ନୂଆଦିଲ୍ଲୀ, ୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ହତ୍ୟା ପରେ ୧୯୮୪ରେ ହୋଇଥିବା ଶିଖ୍‌ ଦଙ୍ଗାକୁ ରୋକାଯାଇ ପାରିଥାନ୍ତା। ଏନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ...

ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଜିଓ ନାମରେ ଅଟା ବିକ୍ରି କରି ଫସିଲେ ବ୍ୟବସାୟୀ, ଅଭିଯୋଗ ପରେ ୪ ଗିରଫ

ସୁରଟ,୨୨।୧: ଗୁଜରାଟର ସୁରଟ ପୋଲିସ ରିଲାଏନ୍ସ ଜିଓର ଲୋଗୋ ଥିବା ଅଖାରେ ଅଟା ବିକ୍ରି କରିବା ଅଭିଯୋଗରେ ୪ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ...

ମତଦାନର ଗୋଟିଏ ଦିନ ପୂର୍ବରୁ ଭୋଟର ଲିଷ୍ଟରୁ ଶଶିକଳାଙ୍କ ନାମ ଗାଏବ

ଚେନ୍ନାଇ,୫।୪: ତାମିଲନାଡୁରେ ବିଧାନସଭା ନିର୍ବାଚନ ପାଇଁ ଆସନ୍ତାକାଲି ଅର୍ଥାତ୍‌ ଏପ୍ରିଲ ୬ରେ ମତଦାନ ହେବାକୁ ଯାଉଛି। ଏହା ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିଥାଙ୍କ ନିକଟତମ ବନ୍ଧୁ...

ସ୍ବାଧୀନ ଭାରତ ଏକ ଧର୍ମନିରପେକ୍ଷ ରାଷ୍ଟ୍ର ହେଉ ବୋଲି ଚାହୁଁଥିଲେ ନେତାଜୀ: ଝିଅ ଅନୀତା

ନୂଆଦିଲ୍ଲୀ,୨୩।୧: ଦେଶର ସ୍ବାଧୀନତା ସଂଗ୍ରାମକୁ ନୂତନ ଶକ୍ତି ପ୍ରଦାନ କରିଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ବାର୍ଷିକୀ ଆଜି ପାଳନ କରାଯାଉଛି। ଏହି ଅବସରରେ...

ସରକାରୀ ହସ୍ପିଟାଲରେ ମୃତକଙ୍କ ଆଖି ଖାଇଗଲେ ପିମ୍ପୁଡ଼ି: ୪ ଡାକ୍ତର ନିଲମ୍ବିତ

ଭୋପାଳ,୧୬।୧୦: ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ସରକାରରେ ସ୍ବାସ୍ଥ୍ୟ ସେବା ଭୁଷୁଡ଼ି ପଡ଼ିଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ଶିବପୁରୀର ଜିଲା ହସ୍ପିଟାଲରେ ୫୦ ବର୍ଷ ବୟସ୍କ ଯକ୍ଷ୍ମା...

ଉପା ଅଧ୍ୟକ୍ଷତା ଚର୍ଚ୍ଚାକୁ ପାଓ୍ବାରଙ୍କ ଖଣ୍ଡନ

ପୁଣେ,୪।୪: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାର ସଂଯୁକ୍ତ ପ୍ରଗତିଶୀଳ ମେଣ୍ଟ (ଉପା)ର ଅଧ୍ୟକ୍ଷ ହୋଇପାରନ୍ତି ବୋଲି କିଛିଦିନ ହେଲା ଚର୍ଚ୍ଚା ହେଉଥିଲା।...

ଗୋମୂତ୍ର, ଗୋବର ଦ୍ୱାରା ଭଲ ହେବ କରୋନା ଭାଇରସ: ଭାଜପା ବିଧାୟିକା

ଗୁଆହାଟୀ,୩।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିଥିବା ବେଳେ ଏହାର ଏକ ଅଦ୍ଭୁତ ଚିକିତ୍ସା ପଦ୍ଧିତି ବିଷୟରେ କହିଛନ୍ତି ଭାରତୀୟ ଜନତା ପାର୍ଟି ବିଧାୟିକା...

Advertisement
Archives

Model This Week