Posted inଫୁରସତ

୭୦ ବର୍ଷିୟ ବୃଦ୍ଧଙ୍କ ପ୍ରେମରେ ଜ୍ୟାକି

ଏକ ପ୍ରେମ କାହାଣୀ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି, ଯେଉଁଥିରେ ଜଣେ ୨୮ବର୍ଷର ଝିଅ ୭୦ବର୍ଷର ବୟସ୍କ ବ୍ୟକ୍ତିଙ୍କୁ ବିବାହ କରିଛନ୍ତି। ଲୋକମାନେ ଏହି ବିବାହ ବିଷୟରେ ଭିନ୍ନ କଥା କହୁଛନ୍ତି। କିଛି ବ୍ୟବହାରକାରୀ କୁହନ୍ତି ଯେ ଝିଅଟି ଟଙ୍କା ଲୋଭ ହେତୁ ବୃଦ୍ଧଙ୍କୁ ବିବାହ କରିଛନ୍ତି। ଏଥି ସହିତ, କେହି କେହି କହୁଛନ୍ତି ଯେ, ଝିଅଟି ଆମେରିକାରେ ରହିବାକୁ ସବୁଜ କାର୍ଡ ଚାହୁଁଥିଲା, ତେଣୁ ସେ ଜଣେ ୭୦ବର୍ଷର ବୟସ୍କ ବ୍ୟକ୍ତିଙ୍କୁ ବିବାହ କରିଛନ୍ତି।

ସୋସିଆଲ ମିଡିଆରେ ଟ୍ରୋଲ ହେବା ପରେ ଝଅଟି ଟ୍ରୋଲରମାନଙ୍କୁ ଉତ୍ତର ଦେଇ କହିଛନ୍ତି, ତାଙ୍କ ପ୍ରେମ ସତ ଏବଂ ସେ ତାଙ୍କ ଜୀବନରେ ବହୁତ ଖୁସି। କିଏ ତାଙ୍କୁ କ’ଣ କହୁଛି ତାହା ଗୁରୁତ୍ୱପୂର୍ଣ୍ଣ ନୁହେଁ । ସୂଚନାଯୋଗ୍ୟ, ସେ ୨୮ବର୍ଷର ଝିଅଙ୍କ ନାଁ ଜ୍ୟାକି ଏବଂ ବୃଦ୍ଧଙ୍କ ନାମ ଡେଭିଡଙ୍କର ଅଟନ୍ତି। ବିବାହ ପୂର୍ବରୁ ଜ୍ୟାକି ଫିଲିପାଇନ୍ସରେ ରହୁଥିବାବେଳେ ଡେଭିଡ ଆମେରିକାର ବାସିନ୍ଦା ଥିଲେ।

ଏକ ଡେଟିଂ ସାଇଟରେ ଉଭୟଙ୍କ ସାକ୍ଷାତ ହୋଇଥିଲା। ଏଠାରୁ ସେମାନଙ୍କ ମଧ୍ୟରେ ବାର୍ତ୍ତାଳାପ ଆରମ୍ଭ ହେଲା। ତା’ପରେ ଦୁହିଁଙ୍କ ମଧ୍ୟରେ ଭଲ ବନ୍ଧୁତା ଏବଂ ଏହି ବନ୍ଧୁତା ଧୀରେ ଧୀରେ ପ୍ରେମରେ ପରିଣତ ହେଲା। ପ୍ରେମର ଅଭିବ୍ୟକ୍ତ କରିବା ପରେ ଦୁହେଁ ପରସ୍ପରକୁ ଭେଟିବା ଆରମ୍ଭ କରିଦେଲେ। ଜ୍ୟାକିଙ୍କୁ ଭେଟିବା ପାଇଁ ଡେଭିଡ ଆମେରିକାରୁ ଫିଲିପାଇନ୍ସ ଯାତ୍ରା କରିଥିଲେ। ସାକ୍ଷାତ ପରେ ଦୁହେଁ ପରସ୍ପରକୁ ବିବାହ କରିବାକୁ ଯୋଜନା କରିଥିଲେ ଏବଂ ଶେଷରେ ୨୦୧୮ରେ ଜ୍ୟାକି ଏବଂ ଡେଭିଡ ବିବାହ କରିଥିଲେ। ବିବାହ ପରେ ଜ୍ୟାକି କାଲିଫର୍ନିଆର ଓକଲ୍ୟାଣ୍ଡକୁ ସିଫ୍ଟ ହୋଇଗଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri